-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଛାତ୍ରଛାତ୍ରୀମାନେ ରାଷ୍ଟ୍ରଗଠନରେ ସହାୟକ ହୁଅ ଶିବତଲାରେ ନୂଆ-ଓ ‘ଯୁବ ଓଡ଼ିଶା-ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଉଦ୍‌ଯାପିତ

13-Dec-2023



ବଲାଙ୍ଗିର(ପ୍ରେରଣା ଖବର)-ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶିକ୍ଷା ସହ କ୍ରୀଡ଼ା,ସାମାଜିକ,ସାଂସ୍କୃତିକ ବିକାଶ  ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ । ଏଥିପାଇଁ ସବୁସ୍ତରରୁ ସରକାର ପ୍ରୋତ୍ସାହନ ଯୋଗାଇଦେଛନ୍ତି । ତେଣୁ ଛାତ୍ରଛାତ୍ରୀମାନେ ଉତମଚରିତ୍ର ଗଠନ ସହ ନିଜର ସାମଗ୍ରିକ ବିକାଶ କରି ରାଷ୍ଟ୍ରଗଠନରେ ସହାୟକ ହୁଅନ୍ତୁ ବୋଲି ବଲାଙ୍ଗିର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଶିବତଲା ଠାରେ ଆୟୋଜିତ ୬ଦିନ ବ୍ୟାପି ନୂଆ-ଓ ‘ଯୁବ ଓଡ଼ିଶା-ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଉଦ୍‌ଯାପନୀ ସଭାରେ ମତବ୍ୟକ୍ତ କରିଛନ୍ତି ।  
    ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ  ପଂଚାୟତ ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟ, ଶିବତଲା ଠାରେ ଆୟୋଜିତ ୬ଦିନ ବ୍ୟାପି ନୂଆ-ଓ ‘ଯୁବ ଓଡ଼ିଶା-ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଆଜି ଉଦ୍‌ଯାପିତ  ହୋଇଯାଇଛି । ପଂଚାୟତ ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟର ଅଧ୍ୟକ୍ଷ କୃପାସିନ୍ଧୁ ଯୋଷୀଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ  ସଭାରେ  ବଲାଙ୍ଗିର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ୟଅତିଥି, ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ ଏବଂ ପୁର୍ବତନ ବ୍ଲକ ଅଧ୍ୟକ୍ଷ ଗୋଳାପ ବାଗ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ । ସଭାପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀଗଣ ପ୍ରାରମ୍ଭିକ ସଂଗୀତ ଓ ପରେ ଦଳଗତ ଲୋକନୃତ୍ୟ ପରିବେଷଣ କରିଥିଲେ । ସଭାକାର୍ଯ୍ୟ ପରେ ମଂଚାସୀନ ଅତିଥିଗଣ  ବିଭିନ୍ନ ଦିବସରେ ଅନୁଷ୍ଠିତ ଏକାଧିକ କ୍ରୀଡ଼ା ପ୍ରତିଯୋଗିତା ସହ ଓଡ଼ିଆ  ପ୍ରବନ୍ଧ, ବକୃତା,  କ୍ୱିଜ୍‌, ନୃତ୍ୟ, ଗୀତ, ର‌୍ୟାମ୍ପସୋ୍‌ରେ  କୃତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ଟ୍ରଫି୍ ପ୍ରଦାନ କରିଥିଲେ । ଏହା ସହ କ୍ରୀଡ଼ା ପ୍ରତିଯୋଗିତାରେ  ଉଲ୍ଲେଖନୀୟ କୃତି ପାଇଁ ସୁମନ୍ତ ଧରୁଆ, ପ୍ରଣତୀ ଦନ୍ତା ଓ ନମୀତା ରଣାଙ୍କୁ ଚମ୍ପିୟନ ଟ୍ରଫି ପ୍ରଦାନ କରାଯାଇଥିଲା । 
    ଆଜିର ଉଦଯାପନୀ କାର୍ଯ୍ୟକ୍ରମକୁ ବିଦ୍ୟାଳୟର  ଉଦ୍‌ଘାଟନୀ ସଭାକୁ କାର୍ଯ୍ୟକ୍ରମର ନୋଡ଼ାଲ ଅଫିସର ତଥା ଅଧ୍ୟାପକ ବିକାଶ ରଂଜନ ଜେନା ସଂଯୋଜନା ଓ ପରିଚାଳନା କରିଥିବାବେଳେ ଅଧ୍ୟାପକ ବୀରେନ୍ଦ୍ର ଗଡ଼ୁଆ ଧନ୍ୟବାଦ ପ୍ରଦାନ କରିଥିଲେ । ଅନ୍ୟ ସମସ୍ତ ଅଧ୍ୟାପକ/ଅଧ୍ୟାପିକା ଏବଂ କର୍ମଚାରୀ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like