-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

୫୬ ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା 

13-Dec-2023



ବଲାଙ୍ଗିର/(ଚିତ୍ରସେନ ବେହେରା)  ସଦାଇପାଲି ପଲ୍ଲିଶ୍ରୀ ଷ୍ଟଡିୟମ ଠାରେ ସର୍ବଭାରତୀୟ ୫୬ ତମ ଇଂଜିନିୟରସ୍ କପ୍ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ର ଚତୁର୍ଥ ଦିନ ଖେଳ ଭିଲେଇ ବି.କେ.ପି ୟୁଥ୍ ଏଫ.ସି ଓ କୁଚିଣ୍ଡା ବି.ଏଫ୍‌.ସି ମଧ୍ୟରେ ହୋଇଥିଲା । ଦୁଇ ଦଳ ମଧ୍ୟରେ ଜୋରଦାର ଟକ୍କର ହୋଇଥିଲେ ମଧ୍ୟ କୁଚିଣ୍ଡା ଦଳ  ୩-୧ ଗୋଲ ରେ ବିଜୟ ଲାଭ କରି ସେମିଫାଇନାଲକୁ ପ୍ରବେଶ କରିଛି । ଏହି ଅବସରରେ ଆୟୋଜକ କମିଟୀ ର ସମ୍ପାଦକ ଡ. ନାରାୟଣ ପ୍ରସାଦ ମିଶ୍ର ଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବରେ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟକାରୀ ସଭ୍ୟ ଅର୍କେଶ ନାରାୟଣ ସିଂହଦେଓ ଉପସ୍ଥିତ ଥିଲାବେଳେ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକି ସାହୁ, ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ, ବ୍ଲକ ଅଧ୍ୟକ୍ଷା ସରିତା ବାଗ ଏବଂ ପୂର୍ବତନ ଅଧ୍ୟକ୍ଷ ତଥା ସଦାଇପାଲି ସମିତିସଭ୍ୟ ଗୁଲାପ ବାଗ ।  ଆସନ୍ତା କାଲି ବ୍ରମପୁର ଏଫ.ସି (ମଧ୍ୟପ୍ରଦେଶ) ଇନ୍ଦୋର ସହ ହୁଗୁଲି ମାଣିକ ଫୁଟବଲ କୋଚିଂ(ପଶ୍ଚିମବଙ୍ଗ) ସହିତ ଖେଳ ହେବ ବୋଲି ଜଣାଯାଇଛି । ସୁବ୍ରତ କୁମାର ପୁରୋହିତ, ସୁଧାଂଶୁ ସେଠ, ସଂଜିବ କୁମାର ମହାରଣା ଓ ଦେବାଶିଶ ବାଗ ରେଫରୀ ଭାବରେ ଖେଳ ପରିଚାଳନା କରିଥିବାବେଳେ ସୁନୀଲ ଚନ୍ଦ୍ର ବିଶ୍ୱାଳ ମ୍ୟାଚ କମିଶନର ର ଦାୟୀତ୍ୱ ନିର୍ବାହ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ରାମଜୀ ଯୁବକ ସଂଘ ର ସଭାପତି ଡା. ପ୍ରମୋଦ କୁମାର ମିଶ୍ର, କମରୁନ ନିସା, ସୁସ୍ମିତା ସୁନା, କୁସୁମ ମଞରୀ ନାଗ, ମୋନାଲିସା ବେସରା, ପ୍ରିୟଙ୍କା ପଣ୍ଡା, ଭୁମିସୁତା ଘିବେଲା, ସୋନାଲିକା ପାଣିଗ୍ରାହୀ, ଶାନ୍ତନୁ ମିଶ୍ର, ଶ୍ରୀଧର ସେଟ୍‌, ବିରେନ୍ଦ୍ର ସୁନା, ପ୍ରଭାତ ମିଶ୍ର, ପରାସର ବାଗ, ଶରତ ନନ୍ଦ, ହେମନ୍ତ ବେହେରା, ଅଭିମନ୍ୟୁ ପାଣ୍ଡେ, ଶଶୀଶେଖର ପଣ୍ଡା ଓ ଚଗଲା ପରିଛା  ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ  । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like