-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ସ୍ବର୍ଗତ ନିରାକାର ସାହୁ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଉପଲକ୍ଷେ ମିନି ମାରାଥନ ଦୌଡ଼ ଓ ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମ

13-Dec-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ଅନ୍ତର୍ଗତ ଝରଣୀପାଲି ଗ୍ରାମ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ବର୍ଗତ ନିରାକାର ସାହୁ ଙ୍କ ଶ୍ରାଦ୍ଧବାର୍ଷିକ ଉପଲକ୍ଷେ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରାଗଲା l ଏଥିରେ ମୁଖ୍ୟଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ , ଉପାଧ୍ୟାକ୍ଷା ନିରୁପମା ପଧାନ, ବରିଷ୍ଠ ନାଗରିକ ରାଧାକାନ୍ତ ନାଏକ, ଆଗଲପୁର ଥାନା ଅଧିକାରୀ ବାସୁଦେବ ଭୋଇ, ସ୍ବର୍ଗତ ସାହୁ ଙ୍କ ସୁପୁତ୍ର ନରେଶ ସାହୁ, ଝରଣୀପାଲି ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଅଶୋକ କୁମାର ପଧାନ , ଆଇନଜୀବୀ ପ୍ରମୋଦ ଭୋଇ , ପୂର୍ବତନ ପି. ଡି ଜଳ ବିଭାଜିକା ସୋମନାଥ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ l ମଞ୍ଚ ପରିଚାଳନା ଚ୍ଛେଲିଆପାଟ ସଂଗଠନ ର ପ୍ରତିଷ୍ଠାତା ବିଚିତ୍ରାନନ୍ଦ ପାତ୍ର କରିଥିଲେ l ଏହି ଅବସରରେ ମିନି ମାରାଥନ ଗଣ ଦୌଡ଼ ହୋଇଥିଲା ଏଥିରେ 64 ପ୍ରତିଯୋଗୀ ଭାଗନେଇ ଥିଲେ l

ଉକ୍ତ ମାରାଥନ ଦୌଡ଼ରେ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ର କୁଦୋମୁଣ୍ଡା ଗ୍ରାମର ଡୋଳାମଣି ଚିରଗୁଣ ପ୍ରଥମ ସ୍ଥାନ ,ଦ୍ୱିତୀୟ ସ୍ଥାନରେ କଳାହାଣ୍ଡି ଧରମଗଡ ର ନିରେନ୍ଦ୍ର ଗହିର , ତୃତୀୟ ସ୍ଥାନରେ ସମ୍ବଲପୁର ଡି ଆର୍ ଏସ କଲୋନୀ ର ଆକାଶ ମିର୍ଦ୍ଧା ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇଥିବା ଆୟୋଜକ ନରେଶ ସାହୁ ଙ୍କ ଠାରୁ ପ୍ରକାଶ ।ଏହି ଗଣଦୌଡ଼ ଝରନିପାଲି ମୁଖ୍ୟରାସ୍ତା ରୁ ଭରସୂଜା ବସଷ୍ଟାଣ୍ଡ ପର୍ଯ୍ୟନ୍ତ ହୋଇଥିଲା l ପ୍ରତିଯୋଗୀ ମାନଙ୍କ ମଧ୍ୟରେ ପ୍ରଥମ ପ୍ରତିଯୋଗୀ ଙ୍କୁ 5 ହଜାର ଟଙ୍କା, ଦ୍ଵିତୀୟ ପ୍ରତିଯୋଗୀ ଙ୍କୁ 3 ହଜାର , ତୃତୀୟ ପ୍ରତିଯୋଗୀ ଙ୍କୁ 2 ହଜାର ଟଙ୍କା ସହିତ ଟ୍ରଫି ପୁରସ୍କୃତ କରାଯାଇଥିଲା l ଏହି ଅବସରରେ ରେ ସମ୍ବଲପୁର ତ୍ରିଲୋଚନ ନେତ୍ରାଳୟ ର ମିଳିତ ଆନୁକୁଲ୍ୟରେ ଏକ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା l ଏହି ଗଣ ଦୌଡ଼ ରେ ଚ୍ଛେଳିଆପାଟ ସେବା ସଂଗଠନ , ସମର୍ପଣ ସେବା ସଂଗଠନ ର ମିଳିତ ସହଯୋଗ ରେ ଏହି ଦୌଡ ପ୍ରତିଯୋଗିତା ହୋଇଥିଲା l ସମୁଦାୟ ଚକ୍ଷୁ ଚିକିତ୍ସା ଶିବିର ରେ 87 ଜଣ ରୋଗୀ ଙ୍କ ପଞ୍ଜିକରଣ ହୋଇଥିଲା l ସେଥିରୁ 29 ଜଣଙ୍କୁ ଆଖି ଅପରେସନ ପାଇଁ ଚିହ୍ନଟ କରାଯାଇ ପଠାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like