-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଜରାଜୀର୍ଣ୍ଣ ଅଙ୍ଗନୱାଡ଼ି କେନ୍ଦ୍ର ରେ କୋମଲମତୀ ଶିଶୁ ବିପଦ ଶଙ୍କୁଲ ଅବସ୍ଥାରେ ଦୈନନ୍ଦିନ କାର୍ଯ୍ୟ

14-Dec-2023



ନର୍ଲା( ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା  ନର୍ଲା ବ୍ଲକ ଟକର୍ଲା ଗ୍ରାମପଞ୍ଚାୟତ ଟକର୍ଲା ଗ୍ରାମର (କ) ଅଙ୍ଗନୱାଡ଼ି କେନ୍ଦ୍ର ଗୋଟି ବହୁ ପୁରୁଣା ଗୃହ ହୋଇଥିବାରୁ ଅତ୍ୟନ୍ତ ଜରାଜୀର୍ଣ୍ଣ କୋଠରୀ ରେ କୋମଳମତି ଶିଶୁ ମାନେ ପ୍ରତିଦିନ ବିପଦ ସଙ୍କୁଳ ଅବସ୍ଥାରେ ଦୈନନ୍ଦିନ ତାଙ୍କର ଖେଳକୁଦ ପାଠପଢା ନାଚଗୀତ ଖାଇବା ପିଇବା ଭଳି ସମସ୍ତ କାର୍ଯ୍ୟ ସମ୍ପାଦନ ହେଉଥିବା ଗ୍ରାମର ମହିଳା ଗୋଷ୍ଠୀ ଓ ସମିତି ସଭ୍ୟା  ବୁଇରାଣି ରାଉତ ଅଭିଯୋଗ ଆଣିଛନ୍ତି ଖାଲି ସେତିକି ନୁହେଁ ଅଙ୍ଗନୱାଡ଼ି କେନ୍ଦ୍ର ର ଛାତ ରୁ ଅଚାନକ ସିମେଣ୍ଟ ଖଣ୍ଡ ଖସି ପଡୁଥିବାରୁ ଅଳ୍ପକେ ଛୁଆ ବର୍ତ୍ତି ଯାଉଥିବା ବେଳେ ପ୍ରାୟ ଦୁଇ ମାସ ରୁ ଊର୍ଦ୍ଧ୍ବ ସମୟ ଧରି ନଳକୂଅ ରେ ଲାଗିଥିବା ମୋଟର ଖରାପ ହୋଇ ପଡ଼ି ରହିଛି ଯାହା ଫଳରେ ଛୁଆ ମାନଙ୍କୁ ପିଇବା ପାଣି ମନ୍ଦାଏ ମଧ୍ୟ ମିଳିପାରୁନାହିଁ  ଏବଂ ଶିଶୁ ଙ୍କ ପାଇଁ ଶୌଚାଳୟ ନ ଥିବା,ବେଳେ କେନ୍ଦ୍ର ରେ ସୁରକ୍ଷା ବାଡ଼ ନ ଥିବାରୁ କିଛି ଦୁର୍ବୃତ୍ତ ପ୍ରତିଦିନ ମଦ ପିଇ ପାଉଚ୍ ର ଖୋଲମାନ ସେଣ୍ଟର ମଧ୍ୟକୁ ଫୋପାଡ଼ୁଥିବା କେନ୍ଦ୍ର ସହାୟିକା ଅଭିଯୋଗ ଆଣିଛନ୍ତି ଏଭଳି କେନ୍ଦ୍ର ର ବିଭିନ୍ନ ଦୂରାବସ୍ଥା କୁ ନେଇ ଗ୍ରାମର ମହିଳା ଗୋଷ୍ଠୀ ହିତାଧିକାରୀ ଓ ସମିତି ସଭ୍ୟା  ମିଳିତ ଭାବରେ ସ୍ଥାନୀୟ ସରପଞ୍ଚ ଓ ବ୍ଲକ ପ୍ରଶାସନ କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ପ୍ରକାଶ କରିଛନ୍ତି ଏଣୁ ଏ ଦିଗରେ ନର୍ଲା ସିଡ଼ିପିଓ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନର୍ଲା ତୁରନ୍ତ ଦୃଷ୍ଟି ଦେଇ ଏହାର ଆସୁ ସମାଧାନ ନିମନ୍ତେ ସାଧାରଣ ରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like