-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଓବିସି ଜାଗରଣ ରଥକୁ ବିପୁଳ ସ୍ୱାଗତ ପାଇଁ ପ୍ରସ୍ତୁତି ବୈଠକ I

14-Dec-2023




ସମ୍ବଲପୁର- (ସଂଜୀବପାଣିଗ୍ରାହୀ)   : ପଛୁଆ ବର୍ଗ (ଓବିସି) ଙ୍କ ସାମ୍ବିଧାନିକ ନାର୍ଯ୍ୟ ହକ୍ ଅଧିକାର ନେଇ ଗତ ୨୪ ତାରିଖ ବ୍ରଜରାଜନଗର ରାମଚଣ୍ଡୀ ମନ୍ଦିର ଠାରୁ ଆରମ୍ଭ ହୋଇଥିବା ଓବିସି ଜନ ଜାଗରଣ ରଥ ସମଗ୍ର ପଶ୍ଚିମ ଓଡିଶା ପରିକ୍ରମା କରୁଛି I ଏହି ଜାଗରଣ ରଥ ଶୋଭାଯାତ୍ରାରେ ହଜାର ହଜାର ସଂଖ୍ୟାରେ ପୁରୁଷ, ମହିଳା, ଯୁବକ ଛାତ୍ର ସାମିଲ ହେଉଛନ୍ତି I ଏହି ଜନ ଜାଗରଣ ରଥ କୁ ସମ୍ବଲପୁରରେ ଭବ୍ୟ ସ୍ୱାଗତ କରିବା ପାଇଁ ମଞ୍ଚର ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଆଜି ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଥିଲା I ଆସନ୍ତା ୧୬ ତାରିଖ ଶନିବାର ଅପରାହ୍ନ ୩ ଟା ସମୟରେ ଏହି ରଥ ସମ୍ବଲପୁର ଜ଼ିଲ୍ଲା ପ୍ରବେଶ କରିବା ପରେ ଗୋଶାଳା ରେ ମଞ୍ଚ ପକ୍ଷରୁ ଭବ୍ୟ ସ୍ୱାଗତ କରାଯିବ I ରଥ କୁ ଓବିସି କର୍ମୀ ମାନେ ଏକ ମୋଟର ସାଇକେଲ ଶୋଭାଯାତ୍ରାରେ ସହର ପରିକ୍ରମା ପୂର୍ବକ ନେଲସନ ମଣ୍ଡେଲା ଛକ, ମୁନିସିପାଲିଟି ଛକ, ଗୋଲ ବଜାର ଛକ, ଲଷ୍ମୀ ଟକିଜ ଛକ, ଜିମ କଲେଜ ଛକ, ବୁଢ଼ାରଜା,  ଅଇଁଠାପାଲି ଛକରେ ଏକ ପଥପ୍ରାନ୍ତ ସଭା ଅନୁଷ୍ଠିତ ହେବ ବୋଲି ପ୍ରସ୍ତାବ ଗୃହୀତ ହୋଇଛି I ଜ଼ିଲ୍ଲାରେ ବସବାସ କରୁଥିବା ପ୍ରାୟ ୨୮ ଟି ଅନ୍ୟନ୍ୟା ପଛୁଆ ବର୍ଗ ଜାତି, ସମାଜ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯିବ I ଅନୁଷ୍ଠିତ ହେବାକୁ ଥିବା ଏହି ଶୋଭାଯାତ୍ରାରେ ଜ଼ିଲ୍ଲାରେ ବସବାସ କରୁଥିବା ଓବିସି ସମ୍ପ୍ରଦାୟର ଶତାଧିକ ସଂଖ୍ୟାରେ ମହିଳା ଓ ପୁରୁଷ, ଯୁବକ, ଛାତ୍ର ଯୋଗଦାନ କରି କାର୍ଯ୍ୟକ୍ରମ କୁ ସଫଳ କରିବାକୁ ଓବିସି ମଞ୍ଚ ର ଜ଼ିଲ୍ଲା ଆବାହକ ସରୋଜ ସାହୁ ଅନୁରୋଧ କରିଛନ୍ତି I ଆଜିକାର ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ବିଶିଷ୍ଟ ଓବିସି କର୍ମୀ ଜଟା ଭୂଷଣ ସାହୁ, ଭୋଲା ମହତ୍ତମ, ହୀରାଲାଲ ବେହେରା, କରୁଣାକର ବିଶ୍ୱାଳ, ସୁରେନ୍ଦ୍ର ବିଶ୍ୱାଳ,ସତ୍ୟ ନାରାୟଣ ସ୍ୱାଇଁ, ଭବାନୀ ଶଙ୍କର ପ୍ରଧାନ, କୁମର ସାହୁ ପ୍ରମୁଖ ଉପସ୍ଥିତ ରହି ସୁଚିନ୍ତିତ ମତାମତ ଦେଇ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଆହ୍ୱାନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like