-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଉଦ୍ଧାର ହୋଇଥିବା ନବଜାତ ଶିଶୁ କୁ ଦେଖିବକୁ ଡାକ୍ତରଖାନା ଗଲେ ରେଙ୍ଗାଲି ବିଧାୟକ ନାଉରୀ ନାୟକ

14-Dec-2023




     ସମ୍ବଲପୁର -(ସଂଜୀବପାଣିଗ୍ରାହୀ) - ଗତକାଲି ରେଙ୍ଗାଲି ବିଧାନସଭା ଜାଙ୍ଗଲା ପଞ୍ଚାୟତ ଅନ୍ତର୍ଗତ ଲାରିପାଲି ଠାରେ ବୋର୍'ୱେଲ ଭିତରେ ପଡ଼ି ରହିଥିବା ନବଜାତ ଶିଶୁ କୁ ମାଁ ସମଲେଶ୍ବରୀ ଙ୍କ କୃପାରୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଗତକାଲି ନବଜାତ ଶିଶୁ କୁ ଉଦ୍ଧାର କଲା ପରେ ତକୁ ବୁର୍ଲା କୁ ନିଆଯାଇ ଭିମସାର ର ଶିଶୁ ବିଭାଗ ରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି ।
      ଗତକାଲି ଭୁବନେଶ୍ୱର ରେ ହୋଇଥିବା ପବ୍ଲିକ୍ ଏକାଉଣ୍ଟ୍ କମିଟି ବୈଠକ ରେ ଯୋଗ ଦେଇ ପାଇଁ ରେଙ୍ଗାଲି ବିଧାୟକ ନାଉରୀ ନାୟକ ଦିନକ ପୂର୍ବରୁ ରାଜଧାନୀ ଗସ୍ତ କରିଥିଲେ । ଘଟଣା ସମୟରେ ବିଧାୟକ ଶ୍ରୀଯୁକ୍ତ ନାୟକ ଭୁବନେଶ୍ୱର ରେ ଥିଲେ । ଘଟଣା ସମ୍ପର୍କରେ ରେ ସୂଚନା ପାଇଲା ପରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ଓ ଶିଶୁ ର ସ୍ଵାସ୍ଥ୍ୟବସ୍ଥା ସମ୍ପର୍କରେ ସେ ନିୟମିତ ଭାବେ ଖବର ନେଉଥିଲେ । 
      ଆଜି ଭୁବନେଶ୍ୱର ରୁ ଫେରିଲା ପରେ ସେ ବୁର୍ଲା ଯାଇ ଚିକିତ୍ସାଧିନ ଶିଶୁ କୁ ଦେଖିବାକୁ ଯାଇଥିଲେ । ଭୀମସାର୍ ର ଶିଶୁ ରୋଗ ବିଭାଗ ର ଡା.ବିରେନ୍ଦ୍ର ପ୍ରଧାନ ଓ ଡ଼ା.ପ୍ରଣବ ପାଣିଗ୍ରାହୀ ଙ୍କୁ ଚିକିତ୍ସାଧିନ ନବଜାତ ଶିଶୁ ର ସ୍ଵାସ୍ଥ୍ୟ ସମ୍ପର୍କିତ ସମସ୍ତ ବିଷୟ ପଚାରି ବୁଝିଥିଲେ । ଏହି ସମୟ ରେ ଡା.ଶଙ୍କର ରାମଚନ୍ଦାନି ମଧ୍ୟ ସେଠାରେ ଉପସ୍ଥିତ ରହିଥିଲେ ।
     ନବଜାତ ଶିଶୁ ର ଉଦ୍ଧାର କାର୍ଯ୍ୟ ରେ ପ୍ରାଣ ପଣେ ଚେଷ୍ଟା କରୁଥିବା ଓଡ୍ରାଫ୍ ଟିମ୍, ପୋଲିସ ପ୍ରଶାସନ ଓ ଅନବରତ ଭାବେ ଖବର ପ୍ରସାର କରୁଥିବା ଗଣମାଧ୍ୟମ ବନ୍ଧୁ ମାନଙ୍କୁ ରେଙ୍ଗାଲି ବିଧାୟକ ନାଉରୀ ନାୟକ ବହୁତ୍ ବହୁତ୍ ଧନ୍ୟବାଦ୍ ଓ ଶୁଭେଚ୍ଛା ଜଣାଇଛନ୍ତି ।
    ଆଜିର ଏହି ପରିଦର୍ଶନ ସମୟରେ ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ଙ୍କ ସହିତ ବିଷ୍ଣୁ ପ୍ରସାଦ ରକ୍ଷିତ୍, ସନ୍ତୋଷ କୁମାର ସାହୁ, ଶ୍ୟାମ ଶଙ୍କର, ଉମେଶ ବଳ, ସଞ୍ଜୀବ ବର୍ମା, ଅଶୋକ ସାହୁ, ସୁରେନ୍ଦ୍ର ପ୍ରଧାନ, ମାନସ ରଞ୍ଜନ ବକ୍ସି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like