-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଚନ୍ଦନଭାଟୀ ଶିଶୁ ମନ୍ଦିରରେ ବାର୍ଷିକ କ୍ରୀଡା ଉତ୍ସବ ପାଳିତ

14-Dec-2023



ବଲାଙ୍ଗିର (ପ୍ରେରଣା ଖବର ): ଗତ ୧୩ ଓ ୧୪ ତାରିଖ ଦୁଇ ଦିନ ଧରି ଚନ୍ଦନଭାଟି ସରସ୍ବତୀ ଶିଶୁ ମନ୍ଦିରରେ ୨୦ତମ ବାର୍ଷିକ କ୍ରୀଡା ସ୍ଥାନୀୟ ଚନ୍ଦନଭାଟି ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ରାମଚନ୍ଦ୍ର ପ୍ରଧାନ ଓ ସଂପାଦକ ଡା ଲକ୍ଷ୍ମଣ କୁମାର ମେହେର ମୁଖ୍ଯ ଅତିଥି ଭାବେ ଉଦଘାଟନୀ ଉତ୍ସବରେ ଯୋଗଦାନ କରିିଥିଲେ ତଥା ଡା ଲକ୍ଷ୍ମଣ କୁମାର ମେହେର ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ତଥା ଜୀବନରେ କ୍ରୀଡା କିପରି ସମସ୍ତଙ୍କୁ ଶାରୀରିକ ଓ ମାନସିକ ଭାବରେ ସୁସ୍ଥ ରଖେ ନିଜ ବକ୍ତବ୍ଯ ରେ ଶିଶୁଙ୍କ ସମ୍ମୁଖ ରେ ଉପସ୍ଥାପନା କରିଥିଲେ। ପ୍ରଧାନାଚାର୍ଯ୍ୟ ପ୍ରଭୁଦତ୍ତ ବିଶି ଅତିଥି ପରିଚୟ ପ୍ରଦାନ କରିଥିଲେ । ସଭାପତି ରାମଚନ୍ଦ୍ର ପ୍ରଧାନ କ୍ରୀଡାକୁ ଆନୁଷ୍ଠାନିକ ଭାବରେ ଉଦଘାଟନ ଘୋଷଣା କରିଥିଲେ। କ୍ରୀଡାର ପ୍ରଥମ ଦିବସରେ ଶ୍ରେଣୀ ଚତୁର୍ଥରୁ ଅଷ୍ଟମ ର ସମସ୍ତ ଶିଶୁ ଭାଇଭଉଣୀ ଉତ୍ସାହର ସହ ଅଂଶଗ୍ରହଣ କରିଥିବା ବେଳେ କୃତୀ ଭାଇଭଉଣୀଙ୍କୁ ସଭାପତି ରାମଚନ୍ଦ୍ର ପ୍ରଧାନ ଓ ସଂପାଦକ ଡା ଲକ୍ଷ୍ମଣ କୁମାର ମେହେର ପୁରସ୍କାର ପ୍ରଦାନ କରିବା ସହିତ ଉତ୍ସାହିତ କରିଥିଲେ। ବିଦ୍ୟାଳୟର ଶାରୀରିକ ପ୍ରମୁଖ ଗୌତମ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଦୌଡ ବିଭାଗରେ ଆଚାର୍ଯ୍ୟ ଟିକେଶ୍ବର ମିଶ୍ର, ଦୀଲିପ ଥନାପତି, ଶତ୍ର୍ରଘ୍ନ ସିଂହ ଓ ଆଚାର୍ଯ୍ୟା ସରିତା ପାଣିଗ୍ରାହୀ, ଥ୍ରୋ ଇଭେଣ୍ଟରେ ଆଚାର୍ଯ୍ୟ ଧନଞ୍ଜୟ ମହାକୁର, ମମତା ମଲ୍ଲୀକ, ଶେଷକାନ୍ତି ମଲ୍ଲୀକ , ଜମ୍ପ ଇଭେଣ୍ଟରେ ଆଚାର୍ଯ୍ୟ ପ୍ରଦୀପ କୁମାର ସା, ଲିଙ୍ଗରାଜ ମେହେର ଓ ଆଚାର୍ଯ୍ୟା ରଶ୍ମିତାମୟୀ ଦାସ ପ୍ରମୁଖ କ୍ରୀଡା ପରିଚାଳନା କରିଥିବା ବେଳେ ଆଚାର୍ଯ୍ୟ ଘନ ମେହେର ଓ ଆଚାର୍ଯ୍ୟା ତୁଳସୀ ବଢେଇ ପୁରସ୍କାର ବିତରଣ ରେ ସହଯୋଗ କରିଥିଲେ। ଆଚାର୍ଯ୍ୟା ପ୍ରମୋଦିନୀ ଆଚାର୍ଯ୍ୟ ସଭା ସଂଯୋଜନା କରିଥିଲେ। ଚନ୍ଦନଭାଟି ଗ୍ରାମର ମାଆ ଦୁର୍ଗା ମନ୍ଦିରରୁ କ୍ରୀଡା ମସାଲ ଅଣାଯାଇ ମୁଖ୍ଯ ଅତିଥି ଶ୍ରୀଯୁକ୍ତ ପ୍ରଧାନଙ୍କ ଦ୍ଵାରା ପଡିଆରେ ସ୍ଥାପନ କରାଯାଇଥିଲା। କ୍ରୀଡାର ଦ୍ବିତୀୟ ଦିବସରେ ଶିଶୁ ପ୍ରାରମ୍ଭ ଓ ବୋଧ ତଥା ଶ୍ରେଣୀ ପ୍ରଥମ ରୁ ତୃତୀୟର କ୍ରୀଡା ଅନୁଷ୍ଠିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ରାମଚନ୍ଦ୍ର ପ୍ରଧାନ ଉପସ୍ଥିତ ରହି ଶିଶୁଙ୍କୁ ଉତ୍ସାହିତ କରିଥିବା ବେଳେ କ୍ରୀଡାକୁ ଆନୁଷ୍ଠାନିକ ଭାବରେ ସମାପନ ଘୋଷଣା କରିଥିଲେ। ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସେବିକାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମାପିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like