-+91-9937148622 |

prerana_bgr@rediffmail.com |

  Saturday 18th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା    (17-Apr-2026)       ||      ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   (17-Apr-2026)       ||      ଶୋଚନୀୟ ହେଲାଣି ବରୀ ରାସ୍ତା   (17-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   (17-Apr-2026)       ||      ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||     

HOME   ଜିଲ୍ଲା

ଯୋଗିପଲା ଠାରେ କ୍ଷେତ୍ର ଦିବସ ...

14-Dec-2023



କର୍ଲାମୁଣ୍ଡା (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ମିଲେଟ ମିଶନ ଯୋଜନା କାର୍ଯ୍ୟକାରୀ ସଂସ୍ଥା ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ଓ ଓଡିଶା ମିଲେଟ୍ସ ମିଶନ ପ୍ରକଳ୍ପ ପକ୍ଷରୁ ରେଗଡା ପଞ୍ଚାୟତ ଯୋଗିପଲା  ଠାରେ  କ୍ଷେତ୍ର ଦିବସ ପାଳନ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ କୃଷିବିଭାଗ ଓଭରସିଅର ଅରୁଣ କୁମାର ପାଢୀ, ସମ୍ମାନିତ ଅତିଥି ଭାବେ ଗ୍ରାମ୍ୟ କୃଷି କର୍ମୀ ସୁରଜ ଶେଖର ସାହୁ,ୱାର୍ଡ ମେମ୍ବର ବିପ୍ର ସିଙ୍ଗ ଭୋଇ କର୍ଲାମୁଣ୍ଡା  ଖ ଯୋନ ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ,ମିଲେଟ୍ସ ମିଶନ ପ୍ରକଳ୍ପର କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟ କ୍ରମ ସଂଯୋଜକ ଜଗଦୀଶ ପ୍ରସାଦ ରଣା,ଅତିରିକ୍ତ ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ପ୍ରଦୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇ କ୍ଷୁଦ୍ର ଶସ୍ୟ ର ଚାହିଦା ଓ ତାକୁ ଖାଦ୍ୟ ରୂପେ ଗ୍ରହଣ କରିବା,ଅମଳ ବୃଦ୍ଧି, ଚାଷର ବିଭିନ୍ନ ପଦ୍ଧତି, ମଣ୍ଡି ର ବ୍ୟବସ୍ଥା ସହିତ ସରକାରୀ ସ୍ତରରେ ଏଥିପାଇଁ ଥିବା ସୁବିଧା ସୁଯୋଗ ଉପରେ ଆଲୋଚନା କରିଥିଲେ।ପରେ ପରେ ନିକଟସ୍ଥ ମାଣ୍ଡିଆ ଚାଷ କୁ ଚାଷୀ ମାନଙ୍କ ଦ୍ଵାରା ପରିଦର୍ଶନ କରାଯାଇଥିଲା।ମିଲେଟ୍ସ ମିଶନ ପ୍ରକଳ୍ପ ସିଆରପି ଜୀବର୍ଦ୍ଧନ ସାହୁ,ଧୁରାବନ ବାଗ, ବାଲ୍ମୀକି ଛତ୍ରୀଆ,କମଳ ସୁନା , କୃଷକ ସାଥି ଅଜୁ ରଣା, ସାମନ୍ତ ଦୀପ,କର୍ଲାମୁଣ୍ଡା କୃଷକ ସାଥି ଉତ୍ପାଦକ କମ୍ପାନୀ ପରିଚାଳକ ନିର୍ଦେଶକ ତିରଞ୍ଜି ମେର୍ଲି,ନିର୍ଦେଶକ ଭୁପିନ୍ଦର ଚୋୖଧୁରୀ,ସ୍ୱେଚ୍ଛାସେବୀ ସତ୍ୟସାଇ ପଧାନ ସହଯୋଗ କରିଥିଲେ। କାର୍ଯ୍ୟକ୍ରମ ରେ ବ୍ଲକ ର ବିଭିନ୍ନ ଗାଁରୁ  ଶତାଧିକ  ମାଣ୍ଡିଆ ଚାଷୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଆଦର୍ଶ ଶିକ୍ଷୟତ୍ରୀ କେ ଅମ୍ବିକା ନାୟାରଙ୍କ ଦେହନ୍ତ, ଅଂଚଳ ରେ ଶୋକ ର ଛାୟା   17-Apr-2026
  ଜିଲ୍ଲା  
ଗଦ୍ୟ ଶିଳ୍ପୀ ଭୁବନେଶ୍ୱର ବେହେରା ଙ୍କ ସ୍ମୃତି ରେ ରାଜ୍ୟ ସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ*- *ଯୋଗ ଦେଲେ ଜିଲ୍ଲାପାଳ ଓ ବିଶିଷ୍ଟ ବ୍ୟକ୍ତି*-   17-Apr-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୀ ରାସ୍ତା   17-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଘେରାଉ*   17-Apr-2026
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026

You Might Also Like