-+91-9937148622 |

prerana_bgr@rediffmail.com |

  Friday 17th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   (17-Apr-2026)       ||      ୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ    (17-Apr-2026)       ||      ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   (17-Apr-2026)       ||      ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (17-Apr-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (17-Apr-2026)       ||      ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   (17-Apr-2026)       ||      ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   (17-Apr-2026)       ||      ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   (16-Apr-2026)       ||      *ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   (16-Apr-2026)       ||      ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   (16-Apr-2026)       ||      ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି    (16-Apr-2026)       ||      ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା    (16-Apr-2026)       ||      *ସୁବର୍ଣ୍ଣପୁର ଟାଉନ ହଲରେ ଧୁମଧାମରେ ପାଳିତ ହେଲା ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଉତ୍ସଵ*-   (16-Apr-2026)       ||      *ଜିଲ୍ଲାପାଳ ଙ୍କ ବିଭିନ୍ନ ସ୍କୁଲ୍ ଓ ଅଙ୍ଗନୱାଡି କୁ ଅଚାନକ ପରିଦର୍ଶନ*- *ଶିକ୍ଷକ ଓ କର୍ମଚାରୀ ଛାନିଆଁ*-   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନୂତନ ରଙ୍ଗ, ନୂତନ ଢଙ୍ଗରେ କଳାକୃତିରେ ସୁସଜ୍ଜିତ, ଏହି କାର୍ଯ୍ୟାଳୟ ଲୋକଙ୍କ ପାଇଁ, ଓଡ଼ିଶା ମଧ୍ୟ କଳାକୃତି ରାଜ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ   (16-Apr-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ    (16-Apr-2026)       ||      ତୁରେକେଲା ବ୍ଳକସ୍ତରୀୟ ଶିକ୍ଷଣ ଉପକରଣ ମେଳା ଅନୁଷ୍ଠିତ   (16-Apr-2026)       ||      ସାମ୍ବାଦିକ ଭବନ ନିକଟରୁ ବାଇକ ଚୋରି    (16-Apr-2026)       ||      ବୁଢୀପଦାର ପଂଚାୟତ ପରିସରରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ୧୩୫ ତମ ଜନ୍ମ ଦିବସ ପାଳନ   (16-Apr-2026)       ||     

HOME   ଜିଲ୍ଲା

ମାଣ୍ଡେଲ ଗ୍ରାମରେ ନିଆଁ ଲାଗି ଘରପୋଡି ପାଉଁଶ !

14-Dec-2023



ନର୍ଲା ୧୪/୧୨ (ସଞ୍ଜିବ ଦାସ )
ନର୍ଲା ବ୍ଲକ ମାଣ୍ଡେଲ ପଞ୍ଚାୟତ ମାଣ୍ଡେଲ ଗ୍ରାମର ବଗର୍ତ୍ତି ପଡ଼ା ରେ ଆଜି ଦିନ ୧୨ ଘଣ୍ଟା ସମୟରେ ଅଭିମନ୍ୟୁ ବଗର୍ତ୍ତି ନାମକ ଘରେ କୌଣସି କାରଣ ବଶତଃ ଅଚାନକ ନିଆଁ ଲାଗି ଯାଇଥିଲା ଖବର ପାଇ ସ୍ଥାନୀୟ ଲୋକେ ନିଆଁ କୁ ଆୟତ କରିବା ପାଇଁ ଚେଷ୍ଟା କରି ବିଫଳ ହୋଇଥିଲେ ଘଟଣା ସ୍ଥଳରେ ସମାଜସେବୀ ଦିଲ୍ଲୀପ ନାଏକ ଓ ସରପଞ୍ଚ ପଦ୍ମ ଲୋଚନ ଜାଲ ପହଞ୍ଚି ଅଗ୍ନିଶମ ବିଭାଗ କୁ ଖବର ଦେଇଥିଲେ ଦମକଳ ଗାଡ଼ି ଘଟଣା ସ୍ଥଳରେ ପହଞ୍ଚି ନିଆଁ କୁ ଆୟତ କରିଛି ଏବଂ ସରପଞ୍ଚ ଶ୍ରୀଯୁକ୍ତ ପଦ୍ମ ଲୋଚନ ଜାଲ ଓ ସମାଜସେବୀ ଦିଲ୍ଲୀପ ନାଏକ କ୍ଷତିଗ୍ରସ୍ତ ଅଭିମନ୍ୟୁ ବଗର୍ତ୍ତି ଙ୍କୁ କିଛି ଆର୍ଥିକ ସହାୟତା ପାଇଁ ବ୍ଲକ ପ୍ରଶାସନ କୁ ଅନୁରୋଧ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ବିଜୁବାବୁଙ୍କ ତିରୋଧାନ ଦିବସ ପାଳିତ   17-Apr-2026
  ଜିଲ୍ଲା  
୪୨ ମୌଜାରେ"ଦୟାନିଧି ସାମ୍ବାଦିକ ରତ୍ନ ସମ୍ମାନ - ୨୦୨୬ " ପ୍ରଦାନ ଉତ୍ସବ   17-Apr-2026
  ଜିଲ୍ଲା  
ଏପିଏସ କ୍ଲାସେସର ସିବିଏସଇ ଦଶମ ପରୀକ୍ଷା ବିଦ୍ୟାର୍ଥୀଙ୍କ ମହା ସଫଳତା   17-Apr-2026
  ରାଜ୍ୟ  
ନୂଆପଡାରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ପ୍ରଦର୍ଶନ: ୧୦ ଟପ୍ପର ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ସମ୍ବର୍ଦ୍ଧନା   17-Apr-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   17-Apr-2026
  ଜିଲ୍ଲା  
ଡାବୁଗାଁ ରେ ବିଜୁ ବାବୁଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ*   17-Apr-2026
  ଜିଲ୍ଲା  
ଯୁବୋଦୟ ସ୍କୁଲ: ବଲାଙ୍ଗିର ଶିକ୍ଷା ଆକାଶରେ ସୂର୍ଯ୍ୟୋଦୟ   17-Apr-2026
  ଜିଲ୍ଲା  
ସେବା ଫର ଡିଜାବ୍ଲିଟି" ସଂଘ ତରଫରୁ ଅସହାୟ ମାନଙ୍କୁ ଶୁଖିଲା ଖାଦ୍ୟ ଓ ଚପଳ ବଣ୍ଟନ   16-Apr-2026
  ଜିଲ୍ଲା  
*ପଲିଟେକ୍‌ନିକ କଲେଜରେ ଉତ୍ତେଜନା* *ଅଧ୍ଯକ୍ଷଙ୍କ ବଦଳି ଦାବୀ କଲେ ଅଭିଭାବକ*   16-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଦ୍ୱିତୀୟ ତାଇକୋଣ୍ଡୋ କଲର୍ ବେଲ୍ଟ ପରୀକ୍ଷା ଅନୁଷ୍ଠିତ   16-Apr-2026
  ଜିଲ୍ଲା  
ବୈଶାଖ ମେଳା ଅବସରରେ ୧୫ଟି ସ୍ୱତନ୍ତ୍ର ବସ ଚଳାଇବାକୁ ଜିଲ୍ଲାପାଳ ଙ୍କ ନିକଟରେ ଦାବି   16-Apr-2026
  ଜିଲ୍ଲା  
ବଲାଙ୍ଗୀର “ନାରୀ ଶକ୍ତି ବନ୍ଦନ ଅଧିନିୟମ” ସଚେତନତା ପଦଯାତ୍ରା   16-Apr-2026

You Might Also Like