-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||     

HOME   ଜିଲ୍ଲା

ଘର ସମ୍ମୁଖରୁ ୩ଲକ୍ଷ୍ ଚୋରି ମାମଲା ଦୁଇ ଜଣ ଚୋର କୁ ଧରିଲା କେସିଙ୍ଗା ପୋଲିସ ଦେଢ଼ ଲକ୍ଷ ଟଙ୍କା ସହ ମୋବାଇଲ ଜବତ

14-Dec-2023



କେସିଙ୍ଗା (କେଶବ ମେହେର)  ଡିସେମ୍ବର ୧ ତାରିଖ ଦିନ କଳାହାଣ୍ଡି ଜିଲ୍ଲା କେସିଙ୍ଗାବ୍ଲକ ତୁଣ୍ଡଲା ଗ୍ରାମର ଅଶୋକ କୁମାର ଭୋଇ ଙ୍କ ଠାରୁ ନିଜ ଘର ସମ୍ମୁଖ ରୁ ଦୁଇ ଜଣ ଦୂର୍ବୁର୍ତ ତିନି ଲକ୍ଷ ଟଙ୍କା ନେଇ ଚଂପଟ ମାରିବା ଘଟଣାରେ କେସିଙ୍ଗା ପୋଲିସ ର ବଡ଼ ସଫଳତା ଦୁଇ ଅଭିଯୁକ୍ତ ଙ୍କୁ ଗିରଫ କରିବାରେ ପୋଲିସ ସଫଳ ହେଇଛି। ଗତ ସୂଚନା ଅନୁଯାୟୀ ଅଶୋକ କୁମାର ଭୋଇ  ଠିକା ରେ ହିଟାଚି କମ୍ପାନୀ ର ଏକ ଗ୍ରାମାଞ୍ଚଳ ଏ ଟି ଏମ୍  କେସିଙ୍ଗା ବ୍ଲକ ତୁଣ୍ଡଲା ଗ୍ରାମରେ କରି  ଚଲୁ ଥିଲେ ଗତ ଡିସେମ୍ବର ୧ ଦିନ କେସିଙ୍ଗା ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରୁ ନିଜ ଏ ଟି ଏମ୍ ପାଇଁ ୩ ଲକ୍ଷ ଟଙ୍କା ନେଇ କେସିଙ୍ଗା ରୁ ପ୍ରାୟ ୨୦ କିମି ନିଜ ଗାଆଁ ତୁଣ୍ଡଲା କୁ ଯାଇଥିଲେ ଓ ନିଜ ଘର ସମ୍ମୁଖରେ ମଟର ସାଇକଲ ରଖି ଡିକି ରୁ ତିନି ଲକ୍ଷ ଟଙ୍କା କାଢି ଯିବାବେଳେ କଲା ରଙ୍ଗର ପଲସର୍ ରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ କାବୁ କରି  ଅଶୋକ ଙ୍କ ଠାରୁ ତିନି ଲକ୍ଷ ଟଙ୍କା ନେଇ ମଦନପୁର ରାମପୁର ଆଡ଼କୁ ପଲାଇ ଥିବା ଅଶୋକ ପ୍ରକାଶ କରିଛନ୍ତି।ଏନେଇ ସେ  କେସିଙ୍ଗା ଥାନା ରେ ଲିଖିତ ଅଭିଯୋଗ କରିଥିଲେ ଅଭିଯୋଗ ପାଇଲା ପରେ ନିଜେ  କେସିଙ୍ଗା ଥାନା ଅଧିକାରୀ ପ୍ରଦ୍ୟୁମ୍ନ ମହାପାତ୍ର ଏକ ମାମଲା ରୁଜୁ କରି ବ୍ୟଙ୍କ ସି ସି ଟିଭି ଫୁଟେଜ ରୁ ସୁରାଗ ପାଇ ଗଞ୍ଜାମ ଜିଲ୍ଲା ଆସ୍କା ଜାଇ ଆସ୍କା ପୋଲିସ ସହାୟତାରେ ଦୁଇ ଜଣ ଅଭିଯୁକ୍ତ ଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ।ଜଣେ ଅଭିଯୁକ୍ତ ନାବାଳକ ହୋଇଥିବା ବେଳେ ଅନ୍ୟ ଅଭିଯୁକ୍ତ ର ନାମ ଅଜନା ରାଓ(୩୨)       ବୋଲି ପୋଲିସ ପ୍ରକାଶ କରିଛି ଦୁଇ ଜଣ ଅଭିଯୁକ୍ତ ଆସ୍କା ଥାନା          ପାକଳାପାଲି ଗ୍ରାମ ର ବୋଲି କେସିଙ୍ଗା ଥାନା ଅଧିକାରୀ ମତପ୍ରକାଶ କରିଛନ୍ତି । ଅଭିଯୁକ୍ତ ମାନଙ୍କ ଠାରୁ ନଗଦ ଦେଢ଼ ଲକ୍ଷ ଟଙ୍କା ସହ ଗୋଟିଏ ମୋବାଇଲ ଓ ଚୋରି ରେ ବ୍ୟବହୃତ ହୋଇଥିବା କଳା ରଙ୍ଗର ଆପାଚି ନ OD05AG1809 ନମ୍ୱର୍ ଗାଡ଼ିକୁ ଜବତ କରିଛି କେସିଙ୍ଗା ପୋଲିସ କେସ ନ ୪୪୩/୨୩ ରେ  ନାବାଳକ ଅଭିଯୁକ୍ତ କୁ ଭବାନୀପାଟଣା ଯୁଭିନାଇଲ କୋର୍ଟ କୁ ଚାଲାଣ କରିଥିବା ବେଳେ ଆଉ ଜଣେ ଅଭିଯୁକ୍ତ କୁ କେସିଙ୍ଗା କୋର୍ଟ କୁ ଚାଲାଣ କରିଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026

You Might Also Like