-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||     

HOME   ଜିଲ୍ଲା

ସୋନପୁର- ଜୁନିଅର ରେଡକ୍ରସ ଓ ଓଡିଶା ରକ୍ତଦାତା ମହାସଂଘର ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ 

17-Dec-2020



 ସୋନପୁର- ପ୍ରତାପପୁର ଉଚ୍ଚ ପ୍ରାଥମିକ ଜୁନିଅର ରେଡକ୍ରସ ଓ ଓଡିଶା ରକ୍ତଦାତା ମହାସଂଘର ମିଳିତ ଆନୁକୁଲ୍ୟରେ ସାମାଜିକ ଦୁରତାକୁ ବଜାୟ ରଖି ଜିଲ୍ଲା ରକ୍ତ ଭଣ୍ଡାରରେ ଏକ ସ୍ୱେଚ୍ଚାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଗୋପେଶ ପଣ୍ଡାଙ୍କ ପ୍ରତ୍ୟକ୍ଷ୍ୟ ତୱାବଧାନରେ ହୋଇଥିବା କାର୍ଯ୍ୟରେ ମୁଖ୍ୟଅତିଥି ଭାବରେ ସୋନପୁର ବ୍ଲକ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ରକ୍ତଦାନ ଶିବିରକୁ ଉଦ୍‌ଘାଟନ କରିଥିଲେ ।  ଅନ୍ୟାନ୍ୟ ବରେଣ୍ୟ ଅତିଥି ଭାବରେ ଜୁନିଅର ରେଡକ୍ରସ ସଂପାଦକ ହିମାଂଶୁ ଶେଖର କର, ଉପ-ସଭାପତି ଗତିକୃଷ୍ଣ ମିଶ୍ର, ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଶିବିରରେ ଯୋଗଦାନ କରି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ରକ୍ତ ଭଣ୍ଡାରର ଡାକ୍ତର ଦୂର୍ଗାଦତ୍ତ ଦାଶ ଏବଂ ଟେକ୍‌ନିସିଆନ ସୁବାଷ ପଣ୍ଡା, ଟିଟୁ ଭୋଇ, ଡାଟା ଏନଟ୍ରି ଅପେରଟର ଜଗତ ଦରୱାନ,ସୁଦାମ ବିଶ୍ୱାଳ,ଯୁଧିଷ୍ଠିର ନାଏ,ରେବତୀ ମହାପାତ୍ର ପ୍ରମୁଖଙ୍କ ଦ୍ୱାରା ସ୍ୱେଚ୍ଚାସେବୀ ମାନଙ୍କ ଠାରୁ ୨୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା । ଏହି ଅବସରରେ ରକ୍ତଦାନ ଭଳି ମହତ ସେବା କ୍ଷେତ୍ରରେ ବଲାଙ୍ଗିର ସହରର ତୁଳସୀ ନଗରର ସମାଜସେବୀ ଅକ୍ଷୟ ପଟେଲଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ରକ୍ତଦାତା ଭାବରେ  ସ୍ୱେଚ୍ଚାସେବୀ ସତ୍ୟ ନାରାୟଣ ଦାଶ, ନବକିଶୋର ମହାପାତ୍ର,କ୍ଷୀରୋଦ ବିହାରି ଦାଶ, ପୁଷ୍ପାଞ୍ଜଳୀ ନାୟକ,ସସ୍ମିତା ହୋତା,ଜୟରାମ ପଣ୍ଡା, ଓମ ପ୍ରକାଶ ପଣ୍ଡା, ଅମରଜିତ ପଣ୍ଡା, ପଦ୍ମନାଭ ଧରୁଆ,ସୁଧାଂଶୁ କର୍ଣ୍ଣ,ପ୍ରଫୁଲ୍ଲ ବିଶ୍ୱାଲ,  ପ୍ରେମାନନ୍ଦ ଦୀପ, ପ୍ରମୁଖ ନିଜସ୍ୱ ରକ୍ତଦାନ କରି  ରୋଗୀମାନଙ୍କ ଜୀବନ ବଂଚାଇବର ସେବାକୁ କାର୍ଯ୍ୟକ୍ରମର ପ୍ରୟାସ କରଥିଲେ । ପ୍ରକାଶଥାଉକି,  ସୋନପୁର ଜେଲ ୱାର୍ଡର ଭାବରେ କାର୍ଯ୍ୟରତ ଥିବା କ୍ଷୀରୋଦ ବିହାରି ଦାଶ ଯିଏକି  ବିରଳ ରକ୍ତ ଓ ନେଗେଟିଭ ଗ୍ରୁପର ରକ୍ତଦାତା ହୋଇଥିଲେ ମଧ୍ୟ ଅଦ୍ୟାବଧି ୧୦୦ତମ ପାଇଁ   ଶିବିରରେ ରକ୍ତଦାନ କରିଥିଲେ ।  କ୍ଷୀରୋଦ ଦାଶଙ୍କର ରକ୍ତଦାନକୁ ନିଶା ଭାବରେ ଗ୍ରହଣ କରିଥିବାରୁ ଜୁନିଅର ରେଡକ୍ରସ ତରଫରୁ ଫୁଲତୋଡା ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସାଧନକର୍ମୀ ଝସକେତନ ମେହେର ,ଅନନ୍ତରାମ ପାଢୀ,ଦୂର୍ଯ୍ୟୋଧନ ପଶାୟତ ,ବବିତା ଦୀପ, କାଳିଆ କର୍ମି, ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।  ସାଧନକର୍ମି ଚନ୍ଦ୍ର ଶେଖର ମହାପାତ୍ର ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ଓଡିଶା ରକ୍ତଦାତା ମହାସଂଘର ସଦସ୍ୟ ତଥା ଜୁନିଅର ରେଡକ୍ରସ କାଉନସେଲର ରାମ ନାରାୟଣ ଦାଶ କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମସ୍ତ ବ୍ୟକ୍ତି ବିଶେଷ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

 ଚଳିତ ବର୍ଷ ମହାମାରୀ ସମୟରେ ମଧ୍ୟ ସୋନପୁର ଜୁନିଅର ରେଡକ୍ରସ ତରଫରୁ ଅଦ୍ୟାବଧି ୪ ଗୋଟି କ୍ତଦାନ ଶିବିର ଅନୁଷ୍ଠିତ ହୋଇଥିବାରୁ ଜିଲ୍ଲା ସଂପାଦକ ଶ୍ରୀକର ଖୁସି ବ୍ୟକ୍ତ କରିଥିଲେ । ପ୍ରତାପପୁରରେ ଥିବା ସ୍କୁଲ ଏକ  ପ୍ରାଥମିକ ବିଦ୍ୟାଳୟ ହୋଇଥିଲେ ମଧ୍ୟ ସଫଳଭାବେ ରକ୍ତଦାନ ଶିବିର ଅନୁଷ୍ଠିତ କରିଥିବାରୁ ଅନ୍ୟ ମାନଙ୍କ ପାଇଁ ଉଦାହରଣ ବୋଲି ଜୁନିଅର ରେଡକ୍ରସ ଉପ ସଭାପତି ତଥା ସାହାରା ଟ୍ରଷ୍ଟ ହାଇସ୍କୁଲର ପ୍ରଧାନଶିକ୍ଷକ ଗତିକୃଷ୍ଣ ମିଶ୍ର ପ୍ରକାଶ କରିଥିଲେ । ପରେ ଜୁନିଅର ରେଡକ୍ରସ ତରଫରୁ ଆଗାମୀ ଦିନରେ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଅନୁଷ୍ଠିତ କରାଯିବ   ବୋଲି ଜୁନିଅର ରେଡକ୍ରସ ଅଫିସର ଶ୍ରୀପଶାୟତ ସୂଚନା ଦେଇଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026

You Might Also Like