-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

ଛତରଙ୍ଗରେ ଚତୁର୍ଥ ପଂଚାୟତସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଘାଟିତ

15-Dec-2023



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି): ହରଭଙ୍ଗା ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଛତ୍ରଙ୍ଗ ନାରାୟଣ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଠାରେ ଦୁଇଦିନିଆ ଚତୁର୍ଥ ପଂଚାୟତସ୍ତରୀୟ କ୍ରୀଡା ପ୍ରତିଯୋଗୀତା ଆଜି ଉଦଘାଟିତ ହୋଇଯାଇଛି।  ଗ୍ରାମ ଠାକୁରାଣୀ ପୀଠ ତ୍ରିନାଥ ମନ୍ଦିର ଓ ବାବାଚନ୍ଦ୍ର ଶେଖର ଶୈବପୀଠରୁ ମଶାଲ ଶୋଭାଯାତ୍ରା ରେ ଆସି ପଡିଆ ପରିକ୍ରମା କରି ମୁଖ୍ଯ ଅତିଥି ସମ୍ମାନୀତ ଅତିଥି ଭାବେ ଅନ୍ୟତମ ଅତିଥି ମାନଙ୍କ ଦ୍ଵାରା କ୍ରୀଡା ପତାକା ଉତ୍ତୋଳନ କରିଥିଲେ। ସରପଞ୍ଚ ବିନୋଦିନୀ ପ୍ରଧାନ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନି ଦାସ,  ସମ୍ମାନିତ ଅତିଥି ଭାବେ ହରଭଙ୍ଗା ବ୍ଲକ ଉପାଧ୍ୟକ୍ଷ ସରୋଜ କୁମାର ପ୍ରଧାନ, ଅନ୍ୟତମ ଅତିଥି ଭାବେ ସମାଜସେବୀ ପ୍ରଦୀପ୍ତ କୁମାର ସାହୁ ଅନ୍ୟତମ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ଉପଦେଷ୍ଟା କମଳ ଲୋଚନ ସାହୁ, ଅବସରପ୍ରାପ୍ତ ଶିକ୍ଷକ ତ୍ରିଲୋଚନ ପ୍ରଧାନ ଓ ଏହି କ୍ରୀଡା ର ଆବାହକ ଶୁଶିଲ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ ଶିକ୍ଷକ ସତ୍ଯ ନାରାୟଣ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ। ସଂପାଦକ ଜିତେନ୍ଦ୍ର କୁମାର ସାହୁ ବିବରଣୀ ପାଠ କରିଥିଲେ। ସରସ୍ଵତୀ ଶିଶୁ ମନ୍ଦିର ର ଛାତ୍ର ଛାତ୍ରୀ ମାନେ ସ୍ବାଗତ ସଂଗୀତ ଗାନ କରିଥିଲେ। ଅତିଥି ମାନଙ୍କୁ ଉପଢୌକନ ଓ ପୁଷ୍ପ ଗୁଚ୍ଛ ଦେଇ ସ୍ଵାଗତ ସମ୍ବର୍ଦ୍ଧନା କରା ଯାଇଥିଲା। ନାରାୟଣ ଉଚ୍ଚ ବିଦ୍ୟାଳୟ ର ଖେଳ ଶିକ୍ଷକ ନିରଞ୍ଜନ ସାହୁ ଖେଳ ପରିଚାଳନା କରିଥିଲେ। ଏହି ଚତୁର୍ଥ ପଂଚାୟତ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା ରେ ପଂଚାୟତର ଛତରଙ୍ଗ, ଖରଭୂଇଁ, ବାଇଶିପଡା, କୁଟିଗାଡୁ, ଝାରଖମଣ, ଗୁଣ୍ଡୁରିସାହି, କଣ୍ଠିପଦର ଓ ଭାଲିଆଗୋରା ଆଦି ଗ୍ରାମର ପ୍ରାଥମିକ, ଉଚ୍ଚପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ସରସ୍ଵତୀ ଶିଶୁ ମନ୍ଦିର ଆଦିର  ପାଚଂ ଶହ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ। ବିଭିନ୍ନ ବିଦ୍ୟାଳୟର ଗାଇଡ ଶିକ୍ଷକ ମାନେ ଖେଲ ପରିଚାଳନାରେ ସହଯୋଗ କରିଥିଲେ।ଏବଂ ଛତରଙ୍ଗ ତ୍ରିନାଥ ଯୁବକ ସଂଘର କର୍ମକର୍ତ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like