-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||     

HOME   ଜିଲ୍ଲା

୧୧ ଦଫା ଦାବୀରେ ଜିଲ୍ଲା ପ୍ରଶାସନ ସହିତ ପାଣ - ଗଣ୍ଡା ସମାଜର ବୈଠକ

15-Dec-2023



ବୌଦ୍ଧ : ୧୧ ଦଫା ଦାବୀ ର ତୁରନ୍ତ ଆଶୁ ସମାଧାନ ସକାଶେ ଜିଲ୍ଲା ପ୍ରଶାସନ ସହିତ ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ  ଜିଲ୍ଲାପାଳ ଙ୍କ ସଦଭାବନା ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଉପ ଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଯୋଗାଣ ଅଧିକାରୀ , ଜିଲ୍ଲା ମଙ୍ଗଳ ଅଧିକାରୀ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ , ଜିଲ୍ଲାର ତିନୋଟି  ବ୍ଲକ ର ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର , ଯୋଗାଣ ନିରୀକ୍ଷକ , ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରି ସଂଗଠନର ୧୧ ଦଫା ଦାବୀ ଉପରେ ତୁରନ୍ତ ବିହୀତ ପଦକ୍ଷେପ ଗ୍ରହଣ କରିବା ସହିତ ଦୃଢ ପ୍ରତିଶୃତି ପ୍ରଦାନ କରିଥିଲେ । ବୌଦ୍ଧ ଜିଲ୍ଲାର ସମସ୍ତ ଡିହ ହୀନ ଙ୍କୁ ଦଶ ଡେସିମିଲ୍ ଘରବାରୀ ପଟ୍ଟା ପ୍ରଦାନ, ଭୂମି ହୀନ ଙ୍କୁ ଦୁଇ ଏକର ଚାଷ ଜମି ପ୍ରଦାନ , ଜିଲ୍ଲାର ସମସ୍ତ ବସ୍ତିକୁ ସବୁଦିନିଆଁ ପକ୍କା ରାସ୍ତା ନିର୍ମାଣ , ଜିଲ୍ଲାର ସମସ୍ତ ବସ୍ତି ରେ କମ୍ୟୁନିଟି ସେଣ୍ଟର ନିର୍ମାଣ , ଜିଲ୍ଲାର ସମସ୍ତ ପରିବାର କୁ ବିଶୁଦ୍ଧ ପାନୀୟ ଜଳର ସୁବ୍ୟବସ୍ଥା , ଜିଲ୍ଲାର  ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ଭାବେ ପ୍ରତି ବ୍ଲକରେ ତିନୋଟି ଉଚ୍ଚ ବିଦ୍ୟାଳୟ ସେବାଶ୍ରମ ଏବଂ ଦୁଇଟି ମହାବିଦ୍ୟାଳୟ ସେବାଶ୍ରମ ନିର୍ମାଣ , ଜିଲ୍ଲାର ସମସ୍ତ ବାସହୀନଙ୍କୁ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ପକ୍କାଘର ନିର୍ମାଣ , ଜିଲ୍ଲାର ସମସ୍ତ ଅଯୋଗ୍ୟ ଧନୀ , ଜମିଦାରୀ , ମୁଷ୍ଟିମେୟ ସ୍ବଚ୍ଛଳ ପରିବାର ବର୍ଗ ଙ୍କୁ ତୁରନ୍ତ ଅନ୍ତଦ୍ୟୋୟ ଅନ୍ନପୂର୍ଣ୍ଣା ଯୋଜନା ହିତାଧିକାରୀ ଙ୍କୁ ବାଦ ଦେବା , ଜିଲ୍ଲାର ସମସ୍ତ ବୃଦ୍ଧ,ବୃଦ୍ଧା,ବିଧବା,ଅସହାୟ ଭିନ୍ନକ୍ଷମ ମାନଙ୍କୁ ତୁରନ୍ତ ଭତ୍ତା ପ୍ରଦାନ , ଜିଲ୍ଲାର ସମସ୍ତ ଦେବାଳୟ,ହୋଟେଲ୍,ସେଲୁନ୍, ବିଦ୍ୟାଳୟ,ଅଙ୍ଗନୱାଡି କେନ୍ଦ୍ର ତଥା ସମସ୍ତ ସର୍ବସାଧାରଣ ସ୍ଥାନରେ ସମ୍ପୂର୍ଣ୍ଣ ଭାବେ ଛୁଆଁ ଅଛୁଆଁ ଭେଦଭାବ ଦୂରୀକରଣ କରିବା ସହିତ ମଧ୍ଯାହ୍ନ ଭୋଜନ ଏବଂ ଅଙ୍ଗନୱାଡି କେନ୍ଦ୍ରରେ ଅସ୍ପୃଶ୍ଯ ମହିଳା ମାନଙ୍କୁ ପାଚିକା ନିଯୁକ୍ତି ପ୍ରଦାନ , ଡିଷ୍ଟ୍ରିକ୍ଟ୍

ଲେଭେଲ ଭିଜିଲାନ୍ସ ଏବଂ ମନିଟରିଂ କମିଟିରେ "  ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ " କୁ ସାମିଲ କରିବା ଆଦି ୧୧ ଦଫା ଉପରେ ଆଲୋଚନା କରିବା ସହିତ ତୁରନ୍ତ ଆଶୁ ପଦକ୍ଷେପ ନେବା ସକାଶେ ଜିଲ୍ଲା ପ୍ରଶାସନ ଦୃଢ ପ୍ରତିଶୃତି ପ୍ରଦାନ କରିଥିଲା । ଏଥିରେ ସଂଗଠନ ପକ୍ଷରୁ ଜିଲ୍ଲା ସାଧାରଣ ସମ୍ପାଦକ  ସୁଧାଂଶୁ ଡାଙ୍ଗ ନେତୃତ୍ବ ରେ ଜିଲ୍ଲା ମୁଖ୍ଯ ଉପଦେଷ୍ଟା ବଟକୃଷ୍ଣ ପ୍ରଧାନ , ଜିଲ୍ଲା ଉପ ସଭାପତି ବସନ୍ତ କୁମାର ଖୁରା ,ଦଶରଥ ବେହେରା , ଜିଲ୍ଲା କୋଷାଧ୍ୟକ୍ଷ ରାମଚନ୍ଦ୍ର ତାଣ୍ଡି ,ସହକାରୀ କୋଷାଧ୍ୟକ୍ଷ ଶ୍ରୀନିବାସ ହାତୀ ,ଜିଲ୍ଲା କାର୍ଯ୍ଯକାରିଣୀ ସଦସ୍ଯ ସନ୍ତୋଷ ବେହେରା ,ପୁରୁଷୋତ୍ତମ ବାଘ ,ନନ୍ଦିନୀ ନାଏକ , ଧରଣୀଧର ବିଭାର ,ବିଶ୍ବଜିତ ହରିପାଲ ,ନେତ୍ରାନନ୍ଦ ଦୀପ ,ସୁବ୍ରତ କୁମାର ଜଗଦଲା ,ଜୟରାମ ହରିପାଲ , ଅଭୟ ବେହେରା,ବରୁଣ ରାଜଦୀପ,ରମେଶ ମହାନନ୍ଦିଆ ପ୍ରମୁଖ ଏକ ୧୭ ଜଣିଆଁ ପ୍ରତିନିଧି ମଣ୍ଡଳୀ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026

You Might Also Like