-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଲକ୍ଷ୍ମୀ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ ଉତ୍ସବ

15-Dec-2023



ବୀରମହାରାଜପୁର( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗଜଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ଗୁରୁବାର ଲକ୍ଷ୍ମୀ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଗ୍ରାମର ଜଗନ୍ନାଥ ମନ୍ଦିର ଠାରେ ପୂଜାର୍ଚ୍ଚନା କରି ପ୍ରଭୁ ଜଗନ୍ନାଥଙ୍କ ଆଜ୍ଞାମାଳ ଓ ଶୁଭସ୍ତମ୍ଭ  ଧରି ନାମ ସଂକୀର୍ତ୍ତନ ସହ ଏକ ଆଧ୍ୟାତ୍ମିକ ପରିବେଶରେ ନଗର ପରିକ୍ରମା କରାଯାଇ  ମନ୍ଦିର ନିର୍ମାଣ ସ୍ଥଳରେ ପହଞ୍ଚିଥିଲେ। ସେଠାରେ ରୀତିନୀତି ଅନୁସାରେ ମା' ଲକ୍ଷ୍ମୀଙ୍କ ଭାବ୍ୟ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେଉଥିଲା। ପୂଜକ ପଣ୍ଡିତ ସଦାନନ୍ଦ ପଣ୍ଡା , ସଚ୍ଚିଦାନନ୍ଦ ପଣ୍ଡା , ବନମାଳୀ ଚାନ୍ଦପୂଜା ଓ ପ୍ରଦିପ ରଥ ପ୍ରମୁଖ ପୂଜା କାର୍ଯ୍ୟ ତୁଲାଇଥିଲେ। ପ୍ରେମାନନ୍ଦ ଜଟି ଧର୍ମପତ୍ନୀ ସ୍ନେହାରାଣୀ ଜଟି ସୁରୁଖୁରୁରେ କର୍ତ୍ତା ଦାଇତ୍ୱ ସମାପନ କରିଥିଲେ। ଲକ୍ଷ୍ମୀ ପୂଜା କମିଟିର ସଭାପତି ଲବ କୁମାର ସାହୁ,ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର,ସହ ସମ୍ପାଦକ ବିଦ୍ୟାଧର ଖୁର୍ଡୀଆ, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣି, ଉପଦେଷ୍ଟା ରାଜ ଗୋପାଲ ପାଣିଗ୍ରାହୀ ଓ କୁଶ କୁମାର ସାହୁଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଅଞ୍ଚଳର ବହୁ ଜନସାଧାରଣ ଶୋଭାଯାତ୍ରାରେ ସାମିଲ ହୋଇଥିବା ବେଳେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like