-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ସେଭ ଏନଭାର୍ମେଣ୍ଟ ସେଭ ହିମାଳୟର ବାର୍ତ୍ତା ବାଣ୍ଟି ନେପାଳରୁ ଫେରିଲେ ବାଇକ ଆରୋହୀ

15-Dec-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଗତ ନଭେମ୍ବର ୨୮ ତାରିଖରୁ ସହରର ୭ଜଣ ଉଦୀୟମାନ ଯୁବକ ବାଇକ୍ ରେ ଦୀର୍ଘ ୪୦୦୦ କିଲୋମିଟର ଯାତ୍ରା କରି ନେପାଳର ଜନକପୁର, କାଠମାଣ୍ଡୁ, ପୋଖରା, ମୁକ୍ତିନାଥ ଇତ୍ୟାଦି ଅଞ୍ଚଳ ଗସ୍ତ କରି ଲୁମ୍ବାନୀ ଦେଇ ଉତ୍ତରପ୍ରଦେଶର ବାରାଣାସୀ ପଟରୁ ଗତକାଲି ସଫଳତାର ସହ ସୁବର୍ଣ୍ଣପୁର କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି ସାତଜଣିଆ ବାଇକ ଆରୋହୀ ପ୍ରଥମେ ସୋନପୁରରୁ ବାହାରି ଝାରଖଣ୍ଡ, ବିହାରର ଦରଭଙ୍ଗା ଦେଇ ନେପାଳ ଗସ୍ତ କରିଥିଲେ। ଏହି ଦଳରେ ସର୍ବଶ୍ରୀ ଗୌତମ ପାତ୍ର, ଗୌରଭ ପାଢୀ, ପିଣ୍ଟୁ ପଣ୍ଡା, ଆଶିଷ ମିଶ୍ର, ତାପସ ମହାନ୍ତି, ଅବିନାଶ ଦାଶ, ରିଙ୍କୁ ଦୋରା ପ୍ରମୁଖ ଯାତ୍ରା କରିଥିଲେ। ବାଇକ୍ ଆରୋହୀଙ୍କ ଏଭଳି ଦୁଃସାହସିକ ଯାତ୍ରା ଆଗାମୀ ଯୁବପିଢିଙ୍କୁ ପ୍ରେରଣା ଯୋଗାଇବ ବୋଲି ସହରର ବୁଦ୍ଧିଜୀବୀ ପ୍ରକାଶ କରିଥିବା ବେଳେ ସମସ୍ତଙ୍କୁ ସ୍ଵାଗତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like