-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଅବସରରେ " ଫେସନ୍ ସୋ ଓ ସୁବର୍ଣ୍ଣପୁରକୁ ବିଦେଶାଗତ ପକ୍ଷୀଙ୍କ ଉପରେ ଆଲୋଚନା ଚକ୍ର ଏବଂ ମାଠିଆ ଭଂଗା ପ୍ରତିଯୋଗିତା "ସମାରୋହ

15-Dec-2023



 ଧର୍ମଶାଳା ଯୁକ୍ତଦୁଇ ମହାବିଦ୍ୟାଳୟ ,ଧର୍ମଶାଳା ,
ସୁବର୍ଣ୍ଣପୁରରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ଓ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ପ୍ରଯୋଜନାରେ ଅନୁଷ୍ଠାନର ନୂଆଁ ଓଡ଼ିଶା ,ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହିତ ଚାଲିଛି । "କ୍ରୀଡ଼ା ,ସାମାଜିକ କାର୍ଯ୍ୟକଳାପ ଓ ସଂସ୍କୃତିର  ମହାପାର୍ବଣ-୨୦୨୩ " ନାମରେ ନାମିତ କରା ଯାଇଥିବା ଏହି ଉତ୍ସବରେ ଗତକାଲି ଫେସନ୍ ସୋ ପ୍ରତଯୋଗିତା ଅନୁଷ୍ଠିତ ହୋଇଥିଲା ।ବିଚାରକ ଭାବରେ ନାଟ୍ୟକାର ଶ୍ୟାମା ଓଁ ପ୍ରସାଦ ମିଶ୍ର ,କବି ପ୍ରଭୁଦତ୍ତ ରଥ ,କବି ବିଘ୍ନରାଜ ପଣ୍ଡା , ଟିଭି ସାମ୍ବାଦିକ ରବୀନ୍ଦ୍ର ହୋତା ଓ ତାଂକ ଧର୍ମପତ୍ନୀ ଉପସ୍ଥିତ ଥିଲେ । ତା.୧୫.୧୨.୨୩ ରିଖ ସକାଳ ୧୧.୩୦ ଘଟିକାରେ ଶତାଧିକ ଛାତ୍ରଛାତ୍ରୀଙ୍କର ମିଳିତ ଉଦ୍ୟମରେ ବାର୍ଡ ଏସୋସିଏସନ୍,ସୁବର୍ଣ୍ଣପୁର ଦ୍ବାରା "ସୁବର୍ଣ୍ଣପୁର ଓ ବିଦେଶାଗତ ପକ୍ଷୀ "ଶୀର୍ଷକରେ ଏକ ଆଲୋଚନା ଚକ୍ର ,ପକ୍ଷୀ ଫଟୋ ପ୍ରଦର୍ଶନୀ ଓ ମୋବାଇଲ୍ ଫଟୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।

ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଅତିଥି ବିଶେଷଜ୍ଞ ଭାବରେ ଶ୍ରୀ ସିଦ୍ଧାର୍ଥ ପାଣିଗ୍ରାହୀ, ଦିନେଶ କୁମାର ମିଶ୍ର, ପିନାକୀ ପଣ୍ଡା ଓ ନରେନ୍ ମଲ୍ଲିକ ଯୋଗଦାନ କରି ନିଜ ନିଜ ବକ୍ତବ୍ୟ ରଖିଥିଲେ । ନୋଡ଼ାଲ୍ ଅଫିସର ପ୍ରାଧ୍ୟାପକ ଡକ୍ଟର ପୁରୁଷୋତ୍ତମ ମିଶ୍ରଙ୍କ ତତ୍ତ୍ବାବଧାନରେ ଓ ଅନୁଷ୍ଠାନର କ୍ରୀଡ଼ା ଶିକ୍ଷକ ଗୋବିନ୍ଦ ପଧାନ, ପ୍ରାଧ୍ୟାପିକା ନମିତା ରଥ ,ଅଧ୍ୟାପକ ପ୍ରଫୁଲ୍ଲ ପାତ୍ର ,ପ୍ରାଧ୍ୟାପକ ପ୍ରତୁଳ ତ୍ରିପାଠୀ, କାଶୀନାଥ ମିଶ୍ର, ବିଭୀଷଣ ପଧାନ, ଗଦାଧର ପଧାନ ଓ ନୀଳାମ୍ବର ପଧାନ ପ୍ରମୁଖଙ୍କର ସହଯୋଗରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

(ମନୋରଞ୍ଜନ ତ୍ରିପାଠୀ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like