-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||     

HOME   ଅପରାଧ

ପୂଜା ପାଠ ସହ ଆରମ୍ଭ ହେଲା ଖପ୍ରାଖୋଲ ମହୋତ୍ସବ

15-Dec-2023



ଖପ୍ରାଖୋଲ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ସଦର ମହକୁମାରେ ତୃତୀୟ ଖପ୍ରାଖୋଲ ମହୋତ୍ସବ ପୂଜା ପାଠ ସହ ଶୁକ୍ରବାର ଉଦଘାଟିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ଇଷ୍ଟ ଦେବୀ ମା ଡୁମେରତଲେନ୍ ଙ୍କ ଠାରେ ପୂଜା ପାଠ ପରେ ଏକ ବିରାଟ ମଶାଲ ଶୋଭାଯାତ୍ରା ବାହାରି  ମହୋତ୍ସବ ମଞ୍ଚକୁ  ଅଣାଯାଇଥିଲା। ଏହି ଅବସରରେ ଉଦଘାଟନୀ ଉତ୍ସବରେ ଡୁମେରତଲେନ ଯୁବକ ସଂଘ ସଭାପତି ବିନୟ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ପାଟଣାଗଡ ଉପ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ସମ୍ମାନିତ ଅତିଥି ରୂପେ ଖପ୍ରାଖୋଲ ବିଡ଼ିଓ ଆକାଶ ରଞ୍ଜନ ସାହୁ, ତହସିଲ ଦାର ଆଦିତ୍ୟ ପ୍ରସାଦ ମିଶ୍ର, ପାଟଣାଗଡ ଆସି ଷ୍ଟାଣ୍ଡ କଲେକ୍ଟର ପଦ୍ମନାଭ ମହାରଣା, ଖପ୍ରାଖୋଲ ଥାନା ଅଧିକାରୀ ରମାକାନ୍ତ ସାହୁ, ଅଗ୍ନିଶମ ଅଧିକାରୀ ଜୟ ଗୋପାଳ ପଣ୍ଡା, ସରପଞ୍ଚ ଵେଟିଖାଇ ସେନ୍ଦ୍ରୀଆ ପ୍ରମୁଖ ଯୋଗଦେଇ ଥିଲେ। ଏହି ଅବସରରେ ପୂଜା ପାଠ କରି ନାଲି ଫିତା କାଟି ନଡ଼ିଆ ଭାଙ୍ଗି ମୁଖ୍ୟ ଅତିଥି ମହୋତ୍ସବ ର ଉଦଘାଟନ କରିଥିଲେ। ସ୍ଥାନୀୟ ଅଂଚଳର କଳା ସଂସ୍କୃତି ର ଉନ୍ନତି ସହ ମନୋରଞ୍ଜନ ପାଇଁ ମହୋତ୍ସବ ଆରମ୍ଭ ହୋଇ ଥିବା ବେଳେ ପ୍ରତିଦିନ କଂସ ଦରବାର କାର୍ଯ୍ୟକ୍ରମ ହେବାକୁ ଥିବା ବେଳେ ବିଭିନ୍ନ ପ୍ରଜ୍ଞାପନ ମେଢ଼ ଓ ମୀନାବଜାର  ଆଦି ସାତ ଦିନ ଧରି ଅନୁଷ୍ଠିତ ହେବ ବୋଲି ଆୟୋଜକ କମିଟି କହିଛନ୍ତି। ଏହି ଅବସରରେ କବି ଦେବରାଜ ପାଣିଗ୍ରାହୀ ମଞ୍ଚ ପରିଚାଳନା କରିଥିବା ବେଳେ ଛାତ୍ରୀ ମାନେ ଉଦଘାଟନୀ ସଙ୍ଗୀତ ଗାନ କରିଥିଲେ। ଆୟୋଜକ କମିଟି ର ରଞ୍ଜନ ସାହୁ, ବିନୋଦ ସାହୁ, ସତ୍ୟ ବାଗ, ଉଦ୍ଧବ ମେହେର, ଆଶିଷ ଭୋଇ, ଦିଲୀପ ଗଡତ୍ୟା, ଅରକ୍ଷିତ ସାହୁ, ବାଦଲ ଦଣ୍ଡସେନା, ସନ୍ତୋଷ ପ୍ରଧାନ, ତେଜ ଦଣ୍ଡସେନା, ହାକାଦେବ ପ୍ରଧାନ, ହରିବୋଲ ଦାସ, ସୁଶାନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026

You Might Also Like