-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||     

HOME   ଜିଲ୍ଲା

ନୂଆ "ଓ" ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ର ଜଗନ୍ନାଥ ଦେବ କଲେଜ ର ପୁରସ୍କାର ବିତରଣ କାର୍ଯ୍ୟକ୍ରମ

15-Dec-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ମଣ୍ଡଳ ଜଗନ୍ନାଥ ଦେବ କଲେଜରେ ନୂଆ ଓ ଓଡ଼ିଶା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତିମ ଦିବସ ରେ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଯେଉଁ କାର୍ଯକ୍ରମ ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁଷ୍ଠାନ ମାନଙ୍କରେ ପରିଚାଳିତ ହେଉଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ବେଲପଡା ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ମଣ୍ଡଳ ପଞ୍ଚାୟତ ର ସରପଞ୍ଚ ସରୋଜ କୁମାର ସେଠ ଯୋଗଦାନ

କରିଥିଲେ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ପୁରସ୍କାର ବିତରଣ କରିଥିଲେ। ଏହି କାର୍ଯ୍ୟକ୍ରମ ଟି ଅନୁଷ୍ଠାନର ଅଧ୍ୟକ୍ଷ ଅମ୍ବରିଶ ମେହେରଙ୍କ ଅଧ୍ୟକ୍ଷତାରେ ଚାଲିଥିବା ବେଳେ ଅଧ୍ୟାପିକା ସୁଶ୍ରୀ ସଙ୍ଗୀତା ମେହେର ସଭା ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ ରେ ନୋଡାଲ ଅଫିସର୍ ଶ୍ରୀ ଯୁକ୍ତ ସକଳ ପ୍ରଧାନ, ଅଧ୍ୟାପକ ଆକାଶ ମେହେର,ବିକାଶ କୁମାର ସାହୁ, ଅଶୋକ କୁମାର୍ ପୁରୋହିତ, ଅଧ୍ୟାପିକା ତଡାଧିନୀ ବାରିକ, ସରିତା ବିଶି, ଏସ୍ ବିଜୟଲକ୍ଷ୍ମୀ ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଶେଷରେ ସୁଶ୍ରୀ ସଙ୍ଗୀତା ମେହେର ଧନ୍ୟବାଦ ଅର୍ପଣ କରି ସଭାସ୍ବାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026

You Might Also Like