-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ଓଡିଶା ଆଦର୍ଶ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ଅନୁଷ୍ଠିତ*

16-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
:ଡାବୁଗାଁ ବ୍ଲକ ଡଙ୍ଗରିଗୁଡ଼ା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ରେ ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଉପ ଜିଲ୍ଲା ପାଳ ନବୀନ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ, ସମ୍ମାନିତ ଅତିଥି ଭାବେ ବିଡିଓ ଶରତ ମାଝୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରେଶମ ଲାଲ, ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ, ଏବିଇଓ ଭଗବାନ ମାଝୀ ପ୍ରମୁଖ ମଞ୍ଚାଷିନ ଥିଲେ। ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ୍ ସୁବ୍ରତ ରଞ୍ଜନ ସାମନ୍ତ ରାୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉପ ଜିଲ୍ଲା ପାଳ ନବୀନ ଚନ୍ଦ୍ର ନାୟକ ଛାତ୍ରଛାତ୍ରୀଙ୍କୁ ସଫଳତା ପାଇବାକୁ ହେଲେ  ସମୟାନୁ ବର୍ତ୍ତିତା ରହିବା ଆବଶ୍ୟକ ବୋଲି କହିଥିଲେ।ପ୍ରତିଭାବାନ ଛାତ୍ରଛାତ୍ରୀ ସହ ସମାଜ ର ଆଦର୍ଶ ବ୍ୟେକ୍ତି ହେବାକୁ ସଂକଳ୍ପ ନେବାକୁ କହିଥିଲେ।  ରାଜ୍ୟ ସରକାର ଅନୁନ୍ନତ ଓ ପଛୁଆ ଅଂଚଳ ର ଗରିବ ଆଦିବାସୀ ମାନଙ୍କ ଶିକ୍ଷାରେ ବୈପ୍ଲବିକ ପରିବର୍ତ୍ତନ ଆଣିବାକୁ ୨୦୧୫ ମସିହାରେ ରାଜ୍ୟର ୩୧୪ ଗୋଟି ବ୍ଲକ ରେ ଆଦର୍ଶ ବିଦ୍ୟାଳୟ ଖୋଲିଥିଲେ।  ଇଂରାଜୀ ମାଧ୍ୟମ ରେ ପିଲାଙ୍କ ପାଠପଢ଼ା ସହ ଏହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ।ମୁଖ୍ୟ ବକ୍ତା ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଛାତ୍ର ଛାତ୍ରୀ ଶିକ୍ଷା ସହ କଳା ଓ କ୍ରୀଡା କୁ ମଧ୍ୟ ମୁଖ୍ୟ ବିଷୟ ଭାବେ ନେବାକୁ କହିଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ୫ ଟି ରେ ରୂପାନ୍ତର ପରେ ଶିକ୍ଷା ର ମାନ ଅଧିକ ଉନ୍ନତ ହୋଇଥିବା କହିଥିଲେ।ପୂର୍ବରୁ ଆୟୋଜିତ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଅପରାହ୍ନରେ ଛାତ୍ରଛାତ୍ରୀଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ପରିଚାଳନା ରେ ଆଦର୍ଶ ବିଦ୍ୟାଳୟ ର ଶିକ୍ଷକ ଶିବାଂଶୁ ପଣ୍ଡା, ପୁଜାରିଣି ନାୟକ, ରୋହିତ ନାଗ ସହ ଅନ୍ୟମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like