-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ

16-Dec-2023



ବୋଡ଼େନ (ଡୋଲେସ୍ବର ଵାଗ): ବୋଡ଼େନ ବ୍ଲକର ବୋଇରଗାଁ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ଶିଶୁ ଉତ୍ସବ ପାଳିତ ହୋଇଯାଇଛି। ଉଦଘାଟନୀ ସମାରୋହରେ  ପ୍ରଧାନ ଶିକ୍ଷକ ଦେବେନ୍ଦ୍ର ପ୍ରସାଦ ରଣା ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ବୋଡ଼େନ ବ୍ଲକ ଅଧ୍ୟକ୍ଷା  ପ୍ରେମସିଲା ନାଗ ଯୋଗଦାନ କରିଥିବାବେଳେ ସମ୍ମାନିତ ଅତିଥି ଭାବେ ଜୋନ ନଂ ୧୦ ର ଜିଲ୍ଲା ପରିଷଦ ସଦସ୍ୟା ସୁରୁସିଂ ମାଝୀ, ବୋଇରଗାଁ ପଞ୍ଚାୟତ ସରପଞ୍ଚ ହିମାଦ୍ରି ଜଗତ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶ୍ରୀକାନ୍ତ ସିଂମାଝୀ, ସ୍ଥାନୀୟ ବିଦ୍ୟାଳୟର ସଭାପତି ପର୍ଶୁରାମ ମାଝୀ, ମହମ୍ମଦ ସୋପିଆନ ପ୍ରମୁଖ ମଞ୍ଚାସୀନ ଥିଲେ । ସେହିପରି ଉଦଯାପନୀ ସମାରୋହରେ ଓଷ୍ଟା ସଂଘର ସମ୍ପାଦକ ରବୀନ୍ଦ୍ର ନାଥ ଯୋଶୀଙ୍କ ସଭାପତିତ୍ବରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ ମୁଖ୍ୟ ଅତିଥି,  ମୁଖ୍ୟ ବକ୍ତା ଭାବେ ଅବସପ୍ରାପ୍ତ ଓଡ଼ିଆ ଅଧ୍ୟାପକ ରବିରଞ୍ଜନ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ଓଷ୍ଟା ସଭାପତି ବନବିହାରୀ ମେହେର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଋଦ୍ରେଶ୍ୱର ମେହେର, ସିନାପାଲି ଓଷ୍ଟା ସଂଘ ସଭାପତି ସୁବାସ ଚନ୍ଦ୍ର ସାହୁ ଓ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବେନ୍ଦ୍ର ପ୍ରସାଦ ରଣା ପ୍ରମୁଖ ଅତିଥି ଭାବେ ମଞ୍ଚରେ ଅଳଙ୍କୃତ ଥିଲେ ।  ସଭାଟିକୁ ପ୍ରଭାସ ଚନ୍ଦ୍ର ଯୋଶୀ ପରିଚାଳନା କରିଥିବା ବେଳେ, ଫରସରା ହାଇ ସ୍କୁଲ ପ୍ରଧାନ ଶିକ୍ଷକ ସିମାଞ୍ଚଳ ଦାସ ଶିଶୁ ମହୋତ୍ସବର ଉଦ୍ଦେଶ୍ୟ ଜ୍ଞାପନ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଶିଶୁ ଉତ୍ସବଟିକୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ଓଷ୍ଟା ପକ୍ଷରୁ ଆୟୋଜନ କରାଯାଇଥିଲା, ଏଥିରେ ପ୍ରଧାନ ଶିକ୍ଷକ ଦେବେନ୍ଦ୍ର ପ୍ରସାଦ ରଣା, ସଶିଧର ରଣା, ପ୍ରଭାସ ଚନ୍ଦ୍ର ଯୋଶୀ, କାଶିରାମ ଦଣ୍ଡସେନା, ସଞ୍ଜୟ କୁମାର ଦାସ, ଲଳିତ ମୋହନ ନାଏକ, ଅବିଲ ମାଳି, ଖରତ ଖର୍ସେଲ,ଉମାଶଙ୍କର ପାଣ୍ଡେ, ଉପେନ୍ଦ୍ର ପାଣ୍ଡେ ପ୍ରମୁଖ ସହଯୋଗ କରିଥିଲେ।ଏହି ମହୋତ୍ସବରେ ବିଭିନ୍ନ ପ୍ରତିଯୋଗିତା କରାଯାଇଥିଲା ଏବଂ  ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ସହ ପୁରସ୍କାର ବିତରଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026

You Might Also Like