-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ଉତ୍କେଲା ମିନି ଷ୍ଟାଡିୟମରେ ବ୍ଲକ ସ୍ତରୀୟ ଫୁଟବଲ୍ କ୍ରୀଡା ଦିବସ ଅନୁଷ୍ଠିତ।

16-Dec-2023



( କେଶବ ମେହେର)କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଅନ୍ତର୍ଗତ ଉତ୍କେଲା ମିନିଷ୍ଟl ଡିୟମ ଠାରେ ବ୍ଲକ ସ୍ତରୀୟ ଯୁବ ଓଡ଼ିଶା ଫୁଟ ବଲ କ୍ରୀଡା ଦିବସ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟ କ୍ରମ ସ୍ଥାନୀୟ ସରପଞ୍ଚ ଶ୍ରୀ ନରେନ୍ଦ୍ର ମାଝୀ ଙ୍କ ସଭାପତିତ୍ବରେ ହୋଇଥିଲା । ଉକ୍ତ କାର୍ଯ୍ୟ କ୍ରମ ରେ ମୁଖ୍ୟ ଅତିଥି ଭାବରେ କେସିଙ୍ଗା ବ୍ଲକ୍ ଉନ୍ନୟନ ଅଧିକାରୀ ଶ୍ରୀ ପଦ୍ମନାଭ ପୁରୋହିତ ଶୁଭ ଉଦଘାଟନ କରିଥିଲେ ଓ ସହକାରୀ ଯନ୍ତ୍ରୀ ଶ୍ରୀ ଅନନ୍ତ କୁମାର ମହାଳିକ,ଏବଂ କନିଷ୍ଠ ଯନ୍ତ୍ରୀ ଶ୍ରୀ ଜଳେଶ୍ଵର ନାଏକ,ଜିପିଓ ଶଙ୍କର ପ୍ରଧାନ,ଏପିଓ ସୂର୍ଯ୍ୟମଣି  ସେଠୀ, ଏ ସିପି ରଞ୍ଜନ କୁମାର ଶତପଥୀ,ଯୋଗଦେଇଥିବା ବେଳେ । କେସିଙ୍ଗା ବ୍ଲକ ର ଅନେକ ସରପଞ୍ଚ  ଓ ସମିତି ସଭ୍ୟ ଆସି ସହଯୋଗ କରିଥିଲେ ତହିଁ ଚାଞ୍ଚେର ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଅଞ୍ଜୁ କୁମାର,ଓ ପାଷ୍ଟିକୁଡ଼ି ଗ୍ରାମ ପଞ୍ଚାୟତ ସମିତି ସଭ୍ୟl ଶ୍ରୀମତୀ ସୀତା ଚୌଧୁରୀ, ଉତ୍କେଲା ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ଶ୍ରୀ ତ୍ରିନାଥ ମାଝୀ, ପଥର୍ଲା ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ଶ୍ରୀ ରୋମଞ୍ଚଳ ରଣା, ଗାଇ ଗାଆଁ ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ଶ୍ରୀ ଭୁବନ ଶବର, ଚଞ୍ଚେର ଗ୍ରାମ ପଞ୍ଚାୟତ ସମିତି ସଭ୍ୟା ଶ୍ରୀମତୀ କନକ ଯାନୀ,ଓ ଅନେକ ବୁଦ୍ଧିଜୀବି ଆସି ସହଯୋଗ କରିଥିଲେ । ଉକ୍ତ ଫୁଟ ବଲ ଖେଳରେ ଷୋହଳ ଟି ଗ୍ରାମ ପଞ୍ଚାୟତ ପକ୍ଷରୁ ଯୋଗଦେଇଥିଲେ ।ଉକ୍ତ ଖେଳ କୁ ସକାଳ ୯ ଘଣ୍ଟା ରେ ଆରମ୍ଭ କରି ଅପରାହ୍ନ ୫ ଘଣ୍ଟା ପର୍ଯ୍ୟନ୍ତ ଶାନ୍ତି ଶୃଙ୍ଖଳା ର ସହିତ ଖେଳ ହୋଇଥିଲା ।ଉକ୍ତ ଖେଳ ର ରାଏଫରି ଶ୍ରୀ ଛବି କୁମାର ନାଏକ,ସାଇଟ୍ ମ୍ୟାନ ନରେଶ ମାଝୀ,ବୁଲୁ ମାଝୀ ଓ ବଡ ମାଝୀ ସମସ୍ତେ ମିଶି ନିୟମ ଅନୁଯାୟୀ ଖେଳ ପରିବେଷଣ କରାଇ ଥିଲେ ।ଉକ୍ତ ଖେଳର  ମେନେଜମେଣ୍ଟ ରେ ଥିଲେ ଶ୍ରୀ ରାଜେଶ୍ କୁମାର ପ୍ରଧାନ,ଚିରଞ୍ଜିବୀ ନାଗ,ମଧୁସୂଦନ ପ୍ରଧାନ,ଓ ଉକ୍ତ ଖେଳ ଓ ସଭା କାର୍ଯ୍ୟ କ୍ରମ କୁ ପରିଚାଳନା କରିଥିଲେ,ଜଳନ୍ଧର ନାଏକ,ଓ ଅଚ୍ୟୁତ କୁମାର ସାହୁ । ଓ ସର୍ବଶେଷରେ ସମସ୍ତ ଦଳ ଖେଳ ସରିଲା ପରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ବିଦାୟ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like