-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||     

HOME   ଜିଲ୍ଲା

୫୬ତମ ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତା, ପ୍ରଦର୍ଶନୀ ଖେଳରେ ବିଲେଇସର୍ଡା ହାଇସ୍କୁଲ ଓ ରୁରାଲ ଷ୍ଟାର ବିଜୟୀ

16-Dec-2023



ବଲାଙ୍ଗିର/ ରାମଜୀ ଯୁବକ ସଂଘ ପକ୍ଷରୁ ସଦାଇପାଲି ପଲ୍ଲିଶ୍ରୀ ଷ୍ଟଡିୟମଠାରେ ଆଜି ୫୬ତମ ସର୍ବଭାରତୀୟ ଇଂଜିନିୟରସ୍‌ କପ୍ ଓ ନର୍ସିଂ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ତରଫରୁ ପୂର୍ବ ନିର୍ଦ୍ଧାରିତକା ର୍ଯ୍ୟକ୍ରମ ଅନୁଯାୟୀ ଆଜି ଦୁଇଟି ପ୍ରଦର୍ଶନୀ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ପ୍ରଥମ ମ୍ୟାଚ୍‌ରେ ଭାଲେର ହାଇସ୍କୁଲକୁ ହରାଇ ବିଲେଇସଡା ହାଇସ୍କୁଲ  ୪-୦ ଗୋଲରେ ଜିତିଥିଲା । ଦ୍ୱିତୀୟ ପ୍ରଦର୍ଶନୀ ମ୍ୟାଚ୍‌ ସଦାଇପାଲି ରୁରାଲ ଷ୍ଟାର ଓ ବଲାଙ୍ଗିର ସାମ୍ବାଦିକ ସଂଘ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ରୁରାଲ ଷ୍ଟାର ଦଳ ୨-୦ଗୋଲରେ ବିଜୟୀ ହୋଇଥିଲେ । ଅତିଥି ଭାବରେ ବଲାଙ୍ଗିର ବି.ପି.ସି.ଏଲ ପ୍ଲାଣ୍ଟ ମେନେଜର ବ୍ରିଜେଶ ସିଂ ଗୁରଜର ଓ ଗ୍ୟାସ ବୋଟଲିଙ୍ଗ୍ ପ୍ଲାଣ୍ଟ ମେନେଜର ଅମରଜତରା ଜ ଯୋଗଦାନ କରି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିବା ବେଳେ ଚଗଲା ପରିଛା ଓ ବୃନ୍ଦାବନ ମହାକୁର ପୁରସ୍କାର ବିତରଣ କରିଥିଲେ । ଅୟୋଜକ କମିଟୀ ସମ୍ପାଦକ ଡ. ନାରାୟଣ ପ୍ରସାଦ ମିଶ୍ର ଓ ସଦସ୍ୟ ରମେଶ ଚନ୍ଦ୍ର ନାଏକ ମଂଚାସୀନ ଥାଇ ସଭା ପରିଚାଳନା କରିଥିଲେ। ସାମ୍ବାଦିକ ସଂଘର ବିରେନ୍ଦ୍ର ଝାଙ୍କର, ସୁନୀଲ ମହାନ୍ତି ଓ କରୁଣାକର ଏବଂ ରୁରାଲଷ୍ଟାର ଦଳର ପ୍ରଦୀପ ମହାରଣା ଓ ସୁଧାଂଶୁ ସେଠ ଆଦି ଖେଳାଳିଙ୍କୁ ଶ୍ରେଷ୍ଠ ଖେଳାଳୀ ଭାବେ ପୁରସ୍କୃତ କରାଯାଇଥିଲା । ସୁନୀଲ ବିଶ୍ୱାଲ, ଶରତ ନନ୍ଦ, ଅବଦୁଲ କୁଜିବ ଓ ଗରୁଡ ସାଏ ଖେଳକୁ ପରିଚାଳନା କରିଥିଲେ। ରବିବାର ଦିନ ଫାଇନାଲ ଖେଳ ସଦାଇପାଲି ସାଇଟ୍ ବନାମ୍ କୁଚିଣ୍ଡା ମଧ୍ୟରେ ଅନୁଷ୍ଠିତ ହେବ। ଅନ୍ୟମାନଙ୍କ ମଧ୍ୟରେ ଚଗଲା ପରିଛା, ବୃନ୍ଦାବନ ମହାକୁର, ଆଦିତ୍ୟ ପଟ୍ଟନାୟକ, ରତିଲାଲ ମହାକୁର, ବିଭୁଦତ୍ତ ଦାଶ, ଅମିୟଯୋଷୀ, ମୁକେଶ ନାଏକ, ଦିବ୍ୟପ୍ରତୀକ କୁମ୍ଭାର, ପିୟୁଷରଂଜନ ତାଣ୍ଡି, ଡି.ଡି. ମିଶ୍ର ପ୍ରମୁଖ ଉପସ୍ଥିତ ରହି ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026

You Might Also Like