-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି   (15-May-2026)       ||      ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା   (15-May-2026)       ||      ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ   (15-May-2026)       ||      ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   (15-May-2026)       ||      ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   (15-May-2026)       ||      ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   (15-May-2026)       ||      ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   (15-May-2026)       ||      ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   (15-May-2026)       ||      *ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   (15-May-2026)       ||      ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*    (15-May-2026)       ||      ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   (15-May-2026)       ||      ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||     

HOME   ଜିଲ୍ଲା

ବରପାଲିରେ ପିକ୍‌ଅପ୍ ଭ୍ୟାନ୍‌ ଧକ୍କାରେ ଶିକ୍ଷକ ମୃତ

18-Dec-2020



(ପ୍ରେରଣା ଖବର) ବରପାଲି: ବରଗଡ଼ ଜିଲ୍ଲା ବରପାଲିରେ ଏକ ପିକ୍‌ଅପ୍‌ ଭ୍ୟାନ ଧକ୍କାରେ ବନ୍ଦପାଲି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଗୁଣନିଧି ଦାଶ (୭୧)ଙ୍କ ମୃତ୍ୟୁ ହୋଇଛି। ସ୍ବର୍ଗତ ଦାଶ ଗୁରୁବାର ମଧ୍ୟାହ୍ନରେ ବରପାଲି ତଳିରାସ୍ତା ଦେଇ ବାଇକ୍‌ (ଓଡି୧୭ଏଲ୍‌୯୩୩୨)ରେ ନିଜ ଘରକୁ ଫେରୁଥିଲେ। ବନ୍ଦପାଲି ପଟରୁ ଆସୁଥିବା ଭ୍ୟାନ୍‌ ତାଙ୍କୁ ଧକ୍କା ଦେଇ ଫେରାର ମାରିଥିଲା। ଗାଡ଼ି ଧକ୍କାରେ ସେ ଛିଟିକି ପଡିଥିଲେ ଏବଂ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ପ୍ରଚୁର ରକ୍ତସ୍ରାବ ଯୋଗୁ ଘଟଣାସ୍ଥଳରେ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ସ୍ବର୍ଗତ ଦାଶ ବନ୍ଦପାଲି ହାଇସ୍କୁଲରୁ ଅବସର ଗ୍ରହଣ କରିଥିଲେ। ସେ ଶିଶୁ ବିଦ୍ୟା ମନ୍ଦିରର ପ୍ରତିଷ୍ଠାତା ସଦସ୍ୟ ଓ ଅଂଚଳରେ ପଣ୍ଡିତ ଭାବେ ବେଶ୍‌ ପରିଚିତ ଥିଲେ। ତାଙ୍କ ମୃତ୍ୟୁ ଖବର ପାଇ ବହୁ ଜନସାଧାରଣ ଘଟଣାସ୍ଥଳରେ ରୁଣ୍ଡ ହୋଇ ଯାଇଥିଲେ। ଧକ୍କା ଦେଇ ଫେରାର ମାରିଥିବା ପିକ୍‌ଅପ୍‌ ଗାଡ଼ିକୁ ତୁରନ୍ତ ଧରିବା ପାଇଁ ଦାବି କରିଥିଲେ। ଘଟଣାସ୍ଥଳରେ ବରପାଲି ପୁଲିସ ପହଂଚି ଲୋକଙ୍କୁ ବୁଝାସୁଝା କରିବା ସହ ବ୍ୟବଚ୍ଛେଦ ପାଇଁ ଶବକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ତାଙ୍କର ୨ ପୁଅ ଅଜିତ ଓ ଅଶୋକ ଏବଂ ଝିଅ ଝରଣା ଅଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ ଘଟଣା,  କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବହିଷ୍କାର ଦାବି କଲା ଆମ ଆଦମି ପାର୍ଟି   15-May-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀର ବର୍ଦ୍ଧିତ କାର୍ଯ୍ୟକାରୀ ସଭା   15-May-2026
  ରାଜ୍ୟ  
ନିଟ ପ୍ରଶ୍ନ ପତ୍ର ଲିକ ବିରୁଦ୍ଧରେ ଏଆଇଡ଼ିଏସଓ ର ବିକ୍ଷୋଭ   15-May-2026
  ଜିଲ୍ଲା  
ଫ୍ଲୋରାଇଡ୍ ସମସ୍ୟାରୁ ମୁକ୍ତି ପାଇଲେ ସେମେଲଗୁଡ଼ିଆ ଗାଁ ଲୋକେ   15-May-2026
  ଜିଲ୍ଲା  
ଉଦନ୍ତୀ ମଣ୍ଡଳରେ ଜନ-ଆକ୍ରୋଶ ମହିଳା ସମାବେଶ   15-May-2026
  ଜିଲ୍ଲା  
ଓବିସି ଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ ଙ୍କୁ ଆଗଲପୁର ତହସିଲଦାର ଜରିଆରେ ଦାବିପତ୍ର ପ୍ରଦାନ   15-May-2026
  ଜିଲ୍ଲା  
ଆମ୍ବୁଲାନ୍ସରୁ ତେଲ ସରି ଯିବାରୁ ରୋଗୀ ମୃତ   15-May-2026
  ଜିଲ୍ଲା  
ଗଣମାଧ୍ୟମରେ ବାରମ୍ବାର ପ୍ରକାଶ ପରେ ଚାଷୀଙ୍କୁ ମିଳିଲା ନ୍ୟାୟ”   15-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ମେଡିକାଲ୍ ଓ ସୋନପୁର ବ୍ଳକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଚଢ଼ାଉ ଓ ଜରିମାନା ଆଦାୟ*-   15-May-2026
  ଜିଲ୍ଲା  
ନୂତନ ସମ୍ବଲପୁର”ର ଗଠନ ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ*   15-May-2026
  ଜିଲ୍ଲା  
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କୁ ଦାବି, ଗୋଟିଏ କମ୍ପ୍ଲେକ୍ସ ରେ ହେଉ ଜିଲ୍ଲାପାଳ କାର୍ଯ୍ୟାଳୟ ଓ ସିଭିଲ କୋର୍ଟ   15-May-2026
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026

You Might Also Like