-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ଗୋଧନେଶ୍ଵର ସଂକ୍ରାନ୍ତି ସଂଘର ଜରୁରୀ ବୈଠକ

17-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରାଚୀନ ତଥା ପ୍ରସିଦ୍ଧ ବାବା ଗୋଧନେଶ୍ଵର ଶୈବପୀଠରେ ଠାରେ ଶନିବାର ଗୋଧନେଶ୍ଵର ଶିବଶକ୍ତି ସଂକ୍ରାନ୍ତି ସଂଘର ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ଉପଦେଷ୍ଟା ଦିଲ୍ଲୀପ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଉକ୍ତ ବୈଠକ ଅନୁଷ୍ଠିତ ହୋଇଥିଲା।‌ ବରିଷ୍ଠ ସଦସ୍ୟ କେଶବ ନନ୍ଦ ପଣ୍ଡା ସଂଘର ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ। ଆସନ୍ତା ମାଘ ମାସରେ ୧୦ ତମ ରାମାୟଣ ପାରାୟଣ ହେବାକୁ ଥିବା ଉକ୍ତ ବୈଠକରେ ଆଲୋଚନା ହୋଇଥିଲା।  ଦୀର୍ଘ ୭୦ ବର୍ଷ ହେବ ମନ୍ଦିର ପରିସରରେ ଉକ୍ତ ସଂଘ ପକ୍ଷରୁ ସଂକ୍ରାନ୍ତି ପାଳିତ ହେଉଥିବା ବେଳେ ୧୯ ଗୋଟି ଗାଁ ରୁ ପ୍ରାୟ ୪୦୦ ରୁ ଉର୍ଦ୍ଧ ସଦସ୍ୟ ସାମିଲ ହୋଇଛନ୍ତି।‌ ପ୍ରତ୍ୟେକ ମାସର ସଂକ୍ରାନ୍ତିରେ ଦିନ ଉକ୍ତ ଶୈବପୀଠ ଠାରେ ବିଭିନ୍ନ ସାମାଜିକ କାର୍ଯ୍ୟ ଆୟୋଜିତ ହେବାର ସ୍ଥିରକୃତ ହୋଇଛି। ଏଥିରେ ବିଜେପି ନେତା ଆନନ୍ଦ ବାରିକ, ଭୁଲାଶଙ୍କର ବାଘ, ସୁଦାମ ମେହେର ପ୍ରମୁଖ ଯୋଗଦେଇ  ଆଗକୁ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ପ୍ରତିଶ୍ରୁତି ଦେଇଥିଲେ । ପୂଜକ ନିତ୍ୟାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ କେଶବା ନନ୍ଦ ପଣ୍ଡା ପୁରାଣ ପଠନ କରିଥିଲେ। ଏଥିରେ ସଭାପତି ପ୍ରଭଞ୍ଜନ ପ୍ରଧାନ, ସମ୍ପାଦକ ସୂର୍ଯ୍ୟ ନାରାୟଣ ତରିଆ, କୋଷାଧ୍ୟକ୍ଷ ବୈଦ୍ୟନାଥ ବିଶ୍ଵାଳ, ଉପଦେଷ୍ଟା ଶ୍ରୀ ପ୍ରଧାନ, ଗକୁଳ  ମାଝି, ଗୈାରିଶଙ୍କର ପାଣିଗ୍ରାହୀ ଓ ବସିକେସନ ସେଠୀ, ମହନ ଜଟି, ଛନକ ସାହୁ, ସର୍ବେଶ୍ଵର ରଥ, ବୈକୁଣ୍ଠ ପଧାନ, ରଞ୍ଜନ ମହାକୁର, ବିଶ୍ଵାମିତ୍ର ନାଗ,ମନ ପଧାନ, କୃଷ୍ଣ ଚନ୍ଦ୍ର ପଧାନ,ରାମ ଶଙ୍କର ପାଣିଗ୍ରାହୀ, ଅକ୍ଷୟ କୁମାର ପାଣ୍ଡେ, ସୀତାରାମ ପଧାନ,  ବୁଲୁ ପର୍ଡିଆ,ରିସପାଲ ସାହୁ, ବୈଦ୍ୟନାଥ ସାହୁ,ସାନ ମେହେର, ମିତ୍ରଭାନୁ ପ୍ରଧାନ,ଗଣ୍ଡା ସାମରଥ,ଅନୁରି ମେଣ୍ଡିଲି, ବିଶାଖା ମେଣ୍ଡିଲି, ଯଜ୍ଞସନୀ ଚୈଧରୀ, ବୃନ୍ଦାବତୀ ପଧାନ, ଭାର୍ଗବୀ ସାହୁ, ପରମେଶ୍ବର ବିଶି,ଏକାଦୁଶିଆ ଖମାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like