-+91-9937148622 |

prerana_bgr@rediffmail.com |

  Tuesday 31st March 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲଶାଗୋରା ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବ ♦️ ଶିକ୍ଷା, ସଂସ୍କୃତି ଓ ଅନୁଶାସନ ରେ ଶିଶୁମନ୍ଦିର ର ଭୂମିକା ଅନନ୍ୟ    (31-Mar-2026)       ||      ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    (31-Mar-2026)       ||      ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Mar-2026)       ||      କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   (31-Mar-2026)       ||      ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   (31-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ    (30-Mar-2026)       ||      ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   (30-Mar-2026)       ||      ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   (30-Mar-2026)       ||      ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?    (30-Mar-2026)       ||      ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   (30-Mar-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   (30-Mar-2026)       ||      ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||      ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   (30-Mar-2026)       ||      ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ    (30-Mar-2026)       ||      ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ    (30-Mar-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   (30-Mar-2026)       ||      ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   (30-Mar-2026)       ||     

HOME   ଜିଲ୍ଲା

ସୁନାମୁଖୀ ଶାନ୍ତିବନ ମହଗାଁ ଠାରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର..

17-Dec-2023



(କେଶବ ମେହେର,)
କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଦୁର୍ଗମ ଅଞ୍ଚଳରେ ଥିବା ଦେଓଗାଁ ପଞ୍ଚାୟତ  ମହଗାଁ ସୁନାମୁଖୀ ଶାନ୍ତିବନ ଠାରେ ସମ୍ବାଦ ଆମ ଓଡିଶା, ସୁନାମୁଖୀ ଶାନ୍ତିବନ ମହଗାଁ ଓ ଆଦିବାସୀ ସଂଘ କେସିଙ୍ଗା ବ୍ଲକ ର ସହଯୋଗରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉତ୍କେଲା ସମ୍ବାଦ ପ୍ରତିନିଧି ଲକ୍ଷ୍ମଣ ବାଗ ( ଲିପୁ) ଓ ବିଶିଷ୍ଟ ସମାଜସେବୀ ଶ୍ରୀଯୁକ୍ତ ମନୋଜ କୁମାର ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରକ୍ତଦାନ ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ,ସମ୍ମାନିତ ଅତିଥି ଭାବେ କେସିଙ୍ଗା ବ୍ଲକ ଉପାଧ୍ୟକ୍ଷ୍ୟା ରାଜଲକ୍ଷ୍ମୀ ପଟ୍ଟନାୟକ,କଳାହାଣ୍ଡି ଜିଲ୍ଲା ବିଜେଡି ସଭାନେତ୍ରୀ ଶ୍ରୀମତୀ ଲଳିତା ନାଏକ,ସହକାରୀ ଜିଲ୍ଲାପାଳ ଧିରୋଜ କୁମାର ପଟ୍ଟନାୟକ, ଗୋକୁଳେଶ୍ୱର ପଞ୍ଚାୟତ ସରପଞ୍ଚ କେଶୁଲାଲ ତାଣ୍ଡି, ଦେଓଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ଡମ୍ବରୁଧର ପଟ୍ଟନାୟକ ଏବଂ ଉତ୍କେଲା ଫାଣ୍ଡି ଅଧିକାରୀ ପ୍ରେମରାଜ କଅଁର ପ୍ରମୁଖ ଯୋଗଦେଇ ଉଦବୋଧନ ଦେଇଥିଲେ । ପରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ୩୬ ଜଣ ସ୍ବେଚ୍ଛାକୃତ ରକ୍ତଦାନ କରିଥିଲେ । ରକ୍ତଦାନ କାର୍ଯ୍ୟକ୍ରମକୁ ଭବାନୀପାଟଣା ବ୍ଲଡ଼ବ୍ୟାଙ୍କର ଡକ୍ଟର ସମ୍ୟ କାନ୍ତ ସୁତା, ଡମ୍ବରୁଧର ସାହୁ, ଅଜିତ କୁମାର ନାଏକ, ଗିରୀଶ ନାଏକ ପ୍ରମୁଖ ପରିଚାଳନା କରିଥିଲେ । ରକ୍ତଦାନ କାର୍ଯ୍ୟକ୍ରମକୁ ବିଶିଷ୍ଟ ସମାଜସେବୀ ମନୋଜ କୁମାର ପଟ୍ଟନାୟକ, ଗୋକୁଳେଶ୍ୱର ପଞ୍ଚାୟତ ସରପଞ୍ଚ କେଶୁଲାଲ ତାଣ୍ଡି, ପାଶ୍ଟିକୁଡ଼ି ଜିମ ମେନେଜର ସୀମାନ ଶବର 
ଓ ସରିଆଁ ଗ୍ରାମର ମିଲନ ଭୋଇ ସହଯୋଗ କରିଥିଲେ । ଆଗରୁ କେବଳ ସହରାଞ୍ଚଳର ଲୋକେ ରକ୍ତଦାନ କରୁଥିବା ବେଳେ ବର୍ତ୍ତମାନ ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକେ ମଧ୍ୟ ସଚେତନ ହେବା ସହ ରକ୍ତଦାନ କରିବା ପାଇଁ ଆଗ୍ରହ ପ୍ରକାଶ କରୁଥିବା ନେଇ ସମ୍ବାଦ ଓ ସୁନାମୁଖୀ ଶାନ୍ତିବନ ମହଗାଁ ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ପଲଶାଗୋରା ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବ ♦️ ଶିକ୍ଷା, ସଂସ୍କୃତି ଓ ଅନୁଶାସନ ରେ ଶିଶୁମନ୍ଦିର ର ଭୂମିକା ଅନନ୍ୟ   31-Mar-2026
  ଜିଲ୍ଲା  
ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    31-Mar-2026
  ଜିଲ୍ଲା  
ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Mar-2026
  ଜିଲ୍ଲା  
କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   31-Mar-2026
  ଜିଲ୍ଲା  
ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   31-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ   30-Mar-2026
  ଜିଲ୍ଲା  
ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   30-Mar-2026
  ରାଜ୍ୟ  
ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   30-Mar-2026
  ରାଜ୍ୟ  
ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?   30-Mar-2026
  ଜିଲ୍ଲା  
ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   30-Mar-2026

You Might Also Like