-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ନିର୍ବାଚନ ମଣ୍ଡଳୀରେ ଚାରୋଟି ପ୍ରକଳ୍ପର କଲେ ଶିଳାନ୍ୟାସ ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ମନ୍ତ୍ରୀ*

17-Dec-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ଲୋକପ୍ରିୟ ବିଧାୟକ ମନୋହର ରନ୍ଧାରୀ ଙ୍କ ପ୍ରଚେଷ୍ଟା କ୍ରମେ ଓଡିଶା ର ପ୍ରିୟ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଅନୁମୋଦନ ରେ ବାର ଶହ କୋଟିର ଅନୁଦାନ ମିଳି ଥିବା ବେଳେ ଆଜି ଚାରୋଟି ପ୍ରକଳ୍ପ ର ଶିଳାନ୍ୟାସ ହୋଇଛି l ଆଜି ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ମନ୍ତ୍ରୀ, ଓଡିଶା ନିରଞ୍ଜନ ପୂଜାରୀ, ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ, ଡାବୁଗାଁ ଲୋକପ୍ରିୟ ବିଧାୟକ ଶ୍ରୀ ରନ୍ଧାରୀ ପ୍ରଥମେ ପାପଡାହାଣ୍ଡି ବ୍ଳକ ଖୁଟୁବାଇ ପଞ୍ଚାୟତର ଭଣ୍ଡାରିଗୁଡା ଠାରେ ଓଲମା ଠାରୁ ମାଟିଆଗୁଡା ସେତୁ ୧୪.୮୫ କୋଟି, ଡାବୁଗାଁ ବ୍ଳକ ଘୋଡାଖୁଣ୍ଟା ପଞ୍ଚାୟତ ମିନି ଷ୍ଟାଡିୟମ ଠାରେ ପାରିଆବେଡା ଠାରୁ ଆଟିଗାଁ ବେଲାରୀ ନଦୀ ରେ ସେତୁ ୮ କୋଟି ,ପାପାଡାହାଣ୍ଡି ବ୍ଳକ ଜଟାବାଲ ଠାରେ ଟୁରୀ ନଦୀ ରେ ସେତୁ ୮କୋଟି,କୋଷାଗୁମୁଡା ବ୍ଳକ ଟେମରା ଠାରେ  ୪.୫୦କୋଟି ଟଙ୍କା ବ୍ୟୟ ରେ ସେତୁ ନିର୍ମାଣ ପ୍ରକଳ୍ପ ର ଭୂମି ପୂଜନ କରିଛନ୍ତି l ଡାବୁଗାଁ ବିଜେଡି ବ୍ଳକ ସଭାପତି ସୁରେନ୍ଦ୍ର କୁମାର ମିଶ୍ର ଙ୍କ ମଞ୍ଚ ପରିଚାଳନା କରିଥିବା ବେଳେ ମନ୍ତ୍ରୀ, ସାଂସଦ, ବିଧାୟକ, ତହସିଲଦାର ସଦାଶିବ ଭତ୍ରl, ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଶୋଇ  ଓ ଧନସିଂ ଭତ୍ରl,ପଞ୍ଚାୟତ ସମିତି ଅଧ୍ୟକ୍ଷା ବୀଣା ମାଝୀ ଓ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ସାଂସଦ ପ୍ରତିନିଧି ଏମ୍  ଆପା ରାଓ, ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ,  ଡଙ୍ଗରିଗୁଡ଼ା ସରପଞ୍ଚ ରାମ କୁମାର ଗଣ୍ଡ, ସରପଞ୍ଚ,  ସମିତି ସଭ୍ଯ, ୱାର୍ଡ ମେମ୍ବର ପ୍ରମୁଖ ବହୁ ବିଜେଡି କର୍ମୀ ଉପସ୍ଥିତ ରହିଥିବା ବେଳେ ଅନ୍ୟୁନ ଆଠ ହଜାର ଜନସମାଗମ ହୋଇଥିଲା l

ନବରଙ୍ଗପୁର ଡି ଏସ ପି କୃଷ୍ଣ ଚନ୍ଦ୍ର ଭତ୍ରl, ଥାନା ଅଧିକାରୀ ସୁନୀଲ କୁମାର ପ୍ରଧାନ ଓ ଏକ ପ୍ଲାଟୁନ ଫୋର୍ସ ଶାନ୍ତି ଶୃଙ୍ଖଳା ନିମନ୍ତେ ମୁତୟନ ହୋଇଥିଲା l  ସେହିପରି ପାପଡାହାଣ୍ଡି ବ୍ଲକ ଜଟାବାଲ ରେ ପାପଡାହାଣ୍ଡି ବ୍ଳକ ସଭାପତି ବିଦ୍ୟାଧର ମଲ୍ଲିକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମୋତିରାମ ନାୟକ,ବ୍ଲକ ଅଧକ୍ଷା ହେମଲତା ମାଝୀ, ଉପାଧକ୍ଷ ସୁଶାନ୍ତ ବେହେରା, ଜିଲ୍ଲା ଯୁବ ବିଜେଡି  ସଭାପତି ଶିବା ନନ୍ଦ ବିଶୋଇ, ବଦ୍ରି ନାରାୟଣ ସିଂ, ଜଗତ ଜୀବନ ନାୟକ, ଯୁଗଳ ବିଶୋଇ,ରଜନୀ କାନ୍ତ ସାସମଲ, ଶିବ ପ୍ରସାଦ ଅଗ୍ରୱାଲ, ଜିଲ୍ଲା ପରିଷଦ ସଭ୍ୟ ୟସବନ୍ତ ନାୟକ ସହ ସ୍ଥାନୀୟ ସରପଞ୍ଚ ଏବଂ ସମିତି ସଭ୍ୟ ମାନେ ଉପସ୍ଥିତ ଥିଲେ | ହେଲି କ୍ୟାପଟର ଯୋଗେ ଚାରୋଟି ସ୍ଥାନକୁ ଆସିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026

You Might Also Like