-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

କୋଶଳ ସାହିତ୍ୟ ଏକାଡେମୀର ବଛରକିଆ ତିହାର ଅନୁଷ୍ଠିତ

18-Dec-2023



ତରଭା(ପ୍ରେରଣା ଖବର ): ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ତରଭାର ଅଗ୍ରଣୀ ସାରସ୍ବତ ଅନୁଷ୍ଠାନ କୋଶନ ସାହିତ୍ୟ ଏକାଡେମୀର ବଛରକିଆ ତିହାର -- ୨୦୨୩ କୁମ୍ଭାରମୁଣ୍ଡା ନର୍ସରୀଠାରେ ଧୁମଧାମରେ ପାଳିତ ହୋଇଯାଇଛି। କବି ଲୋକନାଥ ଦଳବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ପୂର୍ବତନ ସରପଞ୍ଚ ଦିଲ୍ଲୀପ କର୍ଣ୍ଣ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥିରୂପେ କବି ସନ୍ତୋଷ କୁମାର ଦାଶ ଓ ବନମାଳୀ ପାଣ୍ଡେ ଯୋଗ ଦେଇଥିଲେ। ସଭା ପ୍ରାରମ୍ଭରେ ମାଁ ସରସ୍ଵତୀଙ୍କର ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରାଯାଇଥିଲା।ପ୍ରଥମ ଅଧିବେଶନରେ କୋସଲୀ ଭାଷା ସାହିତ୍ୟର ଭବିଷ୍ୟତ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା।ପରେ ଦ୍ଵିତୀୟ ଅଧିବେଶନରେ ଅନୁଷ୍ଠିତ କୋସଲୀ କବିତା ଆସରରେ ଲୋକକବି ଗରିବ ମଲ୍ଲିକ, ବ୍ୟଙ୍ଗକବି ସ୍ବପ୍ନେଶ୍ବର ମିଶ୍ର,କବି ବନମାଳୀ ପାଣ୍ଡେ,ପ୍ରଭାତ ଖମାରୀ, ସୁଦାମ ପୁଟେଲ, ଶଙ୍କର୍ଷଣ ବାଘ, ଚିରଞ୍ଜିବୀ ନାଏକ, ଶୁକଦେବ ସାହୁ, ପ୍ରଦ୍ୟୁମ୍ନ ମହାନ୍ତି ପ୍ରମୁଖ କୋଡ଼ିଏରୁ ଉର୍ଦ୍ଧ୍ବ କବି ସ୍ବରଚିତ କବିତାମାନ ଆବୃତ୍ତି କରିଥିଲେ।ଯୁବକବି ସଂଜୀବ ସେଠୀ, ସ୍ବପ୍ନେଶ୍ବର ମିଶ୍ର ଓ ପ୍ରଭାତ ଖମାରୀ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବାବେଳେ ସାହିତ୍ୟିକ କନିଷ୍ଠ କିଶୋର ସାହୁ ସମୀକ୍ଷକଭାବେ କବିତାଗୁଡ଼ିକର ବିଶଦ୍ ସମୀକ୍ଷା କରିଥିଲେ। ଏଥିରେ ପିଣ୍ଟୁ ସାହୁ,ମନୀଷ ସାହୁ,ଭୋଜରାଜ ରଣା, ଗୁପ୍ତେଶ୍ୱର ରଣା,ଅଜିତ ରଣା,ରାଜେଶ ରଣା ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଏକାଡେମୀ ସମ୍ପାଦକ ରାଜେନ୍ଦ୍ର କୁମାର ଝାଙ୍କର ସମ୍ପାଦକୀୟ ବିବରଣୀ ପାଠ କରିଥିବାବେଳେ ଏକାଡେମୀ ସଭାପତି ଦେବେନ୍ଦ୍ର କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like