-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

ଜାନୁୟାରୀ ୨୦ରୁ ୨୬ ପର୍ଯ୍ୟନ୍ତ ୧୦୪ତମ ଭାଲେର ଧନୁଯାତ୍ରା, ଧନୁଯାତ୍ରାକୁ କୋସଲୀ ଭାଷାରେ କରିବାକୁ ବିଧାୟକ ନରସିଂହଙ୍କ ପ୍ରସ୍ତାବ

18-Dec-2023



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଭାଲେରଗାଁରେ ଗତ ୧୦୩ ବର୍ଷ ଧରି ଧନୁଯାତ୍ରା ଅନୁଷ୍ଠିତ ହୋଇଆସୁଛି । ଚଳିତବର୍ଷ ଜାନୁୟାରୀ ମାସ ୨୦ ରୁ  ୨୬ ତାରିଖ ପର୍ଯ୍ୟନ୍ତ ୧୦୪ତମ ଧନୁଯାତ୍ରା କରାଯିବାକୁ ନିଷ୍ପତ୍ତି ହୋଇଛି । ଗତକାଲି ଏ ନେଇ ଭାଲେର ନିକଟସ୍ଥ ଲକ୍ଷ୍ମୀଯୋର କୂଳରେ ଭାଲେର ସାଂସ୍କୃତିକ ପରିଷଦ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ବିଳନୀରେ ଏ ନେଇ ସୂଚନା ଦିଆଯାଇଛି । ଏଥିରେ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିବା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଚଳିତବର୍ଷ ଧନୁଯାତ୍ରାକୁ କୋସଲୀ ଭାଷାରେ କରାଇବାକୁ ପ୍ରସ୍ତାବ ଦେଇଥିଲେ । ଏହି ଅବସରରେ ବିଧାୟକ ଶ୍ରୀ ମିଶ୍ର ଆହୁରି କହିଲେ ଯେ,ବରଗଡ ଧନୁଯାତ୍ରା ଠାରୁ ଭାଲେର ଧନୁଯାତ୍ରା ଅଧିକ ପୁରୁଣା । ଏହି ଅଞ୍ଚଳ ଏକ ସଂସ୍କୃତିସମ୍ପନ୍ନ ଅଞ୍ଚଳ l ରାଜ୍ୟସରକାର ଏହି ଧନୁଯାତ୍ରାକୁ କୌଣସି ସହାୟତା ଦେଉନାହାଁନ୍ତି । ଚଳିତଥର ସରକାରୀ ଅନୁଦାନ ଯୋଗାଇ ଦେବାକୁ ସଂସ୍କୃତି ବିଭାଗକୁ ଅନୁରୋଧ କରାଯିବ ବୋଲି ଶ୍ରୀ ମିଶ୍ର କହିଥିଲେ । ଭାଲେର ଧନୁଯାତ୍ରା କମିଟିର ସଭାପତି ବ୍ରହ୍ମାନନ୍ଦ ନାଏକଙ୍କ ସଭାପତିତ୍ୱ ଓ ଜୟକୃଷ୍ଣ ନାଏକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ବିଳନୀରେ ବିଧାୟକ ନରସିଂହ ମିଶ୍ର,ବଲାଙ୍ଗୀ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ସ୍ମାରକରଂଜନ ମିଶ୍ର, କମିଟିର ପୂର୍ବତନ ସଭାପତି ଦୀନବନ୍ଧୁ ନାଏକ, ଭାଲେର ସରପଞ୍ଚ ସଂଜୀବ ନନ୍ଦ, ଅବସରପ୍ରାପ୍ତ ଶିକ୍ଷକ ଦିଗାମ୍ବର ନାଏକ, ଅଘରିଆ ସମାଜର ଜିଲ୍ଲା ସଭାପତି ଶୁଭ୍ରାଂଶୁ ପଟେଲ, ରାଜକିଶୋର ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ । ୭ଦିନ ଧରି ହେବାକୁ ଥିବା ଧନୁଯାତ୍ରାକୁ ଆହୁରି ଆକର୍ଷିତ କରିବାକୁ ପ୍ରସ୍ତାବ କରାଯାଇଥିବା ସଭାପତି ବ୍ରହ୍ମାନନ୍ଦ ନାଏକ କହିଥିଲେ । ପ୍ରତ୍ୟହ କଂସ ଦରବାର ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବ । ପୌରାଣିକ କଥାବସ୍ତୁକୁ ନେଇ ହେଉଥିବା ଧନୁଯାତ୍ରାରେ ପୁଇଁତଳା ବ୍ଲକ, ବଲାଙ୍ଗୀର ସହର ତଥା ଅନ୍ୟାନ୍ୟ ଅଞ୍ଚଳର ହଜାର ହଜାର ଦର୍ଶକ ସାମିଲ ହେବେ ବୋଲି କୁହାଯାଇଛି । ତେବେ ପ୍ରତିବର୍ଷ ଧନୁଯାତ୍ରା ପାଇଁ ହେଉଥିବା ଖର୍ଚ୍ଚକୁ କମିଟି ବହୁତ କଷ୍ଟରେ ଯୋଗାଡ କରିଥାଏ । କିଛି ବର୍ଷ ପୂର୍ବରୁ କିଛିମାତ୍ରାରେ ଆର୍ଥିକ ଅନୁଦାନ ମିଳୁଥିଲା । କିନ୍ତୁ ତାହା ମଧ୍ୟ ସରକାର ବନ୍ଦ କରିଦେଇଛନ୍ତି । ତେଣୁ ଚଳିତବର୍ଷ ଅନୁଦାନ ଦେବାକୁ ରାଜ୍ୟସରକାରଙ୍କ ଭାଷା,ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଅନୁରୋଧ କରାଯାଇଥିବା କମିଟି ସୂଚନା ଦେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like