-+91-9937148622 |

prerana_bgr@rediffmail.com |

  Monday 30th March 2026 |

| | | |

R.N.I. Regd No. ODIODI/2010/46693

Breaking News

ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||      ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   (30-Mar-2026)       ||      ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ    (30-Mar-2026)       ||      ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ    (30-Mar-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   (30-Mar-2026)       ||      ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   (30-Mar-2026)       ||      ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ    (30-Mar-2026)       ||      "ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   (30-Mar-2026)       ||      ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   (30-Mar-2026)       ||      ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||     

HOME   ଜିଲ୍ଲା

ଜାତୀୟ ଶକ୍ତିସଂରକ୍ଷଣ, ରାଜ୍ୟସ୍ତରୀୟ ମଡେଲ ପ୍ରଦର୍ଶନୀରେ ଡୁଡୁକା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ୱପ୍ନେନ୍ଦୁ ପାଢ଼ୀ

18-Dec-2023



ବଲାଙ୍ଗୀର(ପ୍ରେରଣା ଖବର) ରାଜ୍ୟସ୍ତରୀୟ ମଡେଲ ପ୍ରଦର୍ଶନୀରେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଳକ ଡୁଡୁକା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ୱପ୍ନେନ୍ଦୁ ପାଢ଼ୀ ଯୋଗଦାନ କରି ପ୍ରସଂଶିତ ହୋଇଛନ୍ତି । ଜତୀୟ ଶକ୍ତି ସଂରକ୍ଷଣ ସପ୍ତାହ ଚଳିତ ଡିମେମ୍ବର ମାସ ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି । ଏହି ଅବସରରେ ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ, ଜଳବାୟୁ,ପରିବର୍ତନ ବିଭାଗ ଏବଂ ଶକ୍ତିବିଭାଗର ମିଳିତ ପ୍ରୟାସରେ ଲୋକସେବା ଭବନ ଭୁବନେଶ୍ୱର ପରିସରରେ ରାଜ୍ୟସ୍ତରୀୟ ମଡେଲ ପ୍ରଦର୍ଶନ ଅନୁଷ୍ଠିତ ହୋଇଛି । ଓଡିଶାର ୩୦ଟି ଜିଲ୍ଲାରୁ ଜଣେ ଲେଖାଏଁ କୁନୀ ବୈଜ୍ଞାନୀକ ଏଥିରେ ଅଂଶଗ୍ରହଣ କରିଥିଲେ ।  ଏଥିପାଇଁ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଳକ ଡୁଡୁକା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ୱପ୍ନେନ୍ଦୁ ପାଢ଼ୀ ଶକ୍ତିକୁଶଳ ସ୍କାର୍ଟ ଗୃହ ମଡେଲ ପ୍ରଦର୍ଶନ କରିଥିଲେ । ଶକ୍ତିସଂଚାର ନିୟମାବଳୀ ନିର୍ଦେଶନାମା ଅନୁସରଣ କରି ଆଦର୍ଶ ଗୃହ ଉକ୍ତ ମଡେଲ ପ୍ରସ୍ତୁତି ନିମନ୍ତେ ରେଙ୍ଗାଲି ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦିଲିପ କୁମାର ଧଳ ଆବଶ୍ୟକ ମାର୍ଗଦର୍ଶନ ପ୍ରଦାନ କରିଥିଲେ ।ଶକ୍ତିବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ. ସୁରେଶ ଚନ୍ଦ୍ର ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ମାନ୍ୟବର ଶକ୍ତିମନ୍ତ୍ରୀ ପ୍ରତାପ କୁମାର ଦେବ, ସିଇଏସ ଡକ୍ଟର ମୁର୍ଗାସେନ ତଥା ବିଦ୍ୟୁତ୍ ବିଭାଗର ପ୍ରମୁଖ ପଦାଧିକାରୀ ପ୍ୟାରୀମୋହନ ମିଶ୍ର, ସୈାରଜିତ୍ ରାୟ, ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରିଥିଲେ । ପ୍ରୋଗ୍ରାମ ଅଫିସର ପ୍ରଭାତ ମୋହନ ଦାଶ,ପ୍ରୋଜେକ୍ଟ ଅଫିସର ପ୍ରଶାନ୍ତ କୁମାର ନାୟକ ତଥା ଅନ୍ୟତମ ନିଷ୍ଠାପର କର୍ମଚାରୀ ଭରତ ଜେନାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ସମଗ୍ର କାର୍ଯ୍ୟକ୍ରମଟି ସରସସୁନ୍ଦର ହୋଇପାରିଥିଲା । ଚଳିତ ଶିକ୍ଷାବର୍ଷ ୨୦୨୩ରେ ବଲାଙ୍ଗିର ଜିଲ୍ଲା ଡୁଡୁକା ଆଦର୍ଶ ବିଦ୍ୟାଳୟର ଜଣେ ଛାତ୍ର ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ   ପ୍ରଦର୍ଶନୀରେ ଭାଗନେଇ ଥିବା ଗୌରବ ଅର୍ଜନ କରିଛନ୍ତି । ଏପରିକି ଏଥିରେ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀଙ୍କ ମଧ୍ୟରେ ସର୍ବକନିଷ୍ଠ ରହିଥିଲେ ।ଏହି ସଫଳତା ପାଇଁ ବିଭିନ୍ନ ମହଲରୁ ଶ୍ରୀ ପାଢ଼ୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   30-Mar-2026
  ଜିଲ୍ଲା  
ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   30-Mar-2026
  ଜିଲ୍ଲା  
ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ   30-Mar-2026
  ଜିଲ୍ଲା  
ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ   30-Mar-2026
  ରାଜ୍ୟ  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   30-Mar-2026
  ଜିଲ୍ଲା  
ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   30-Mar-2026
  ରାଜ୍ୟ  
ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ   30-Mar-2026
  ଜିଲ୍ଲା  
"ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   30-Mar-2026
  ରାଜ୍ୟ  
ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   30-Mar-2026
  ଜିଲ୍ଲା  
ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   29-Mar-2026
  ଜିଲ୍ଲା  
ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2026

You Might Also Like