-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||     

HOME   ଜିଲ୍ଲା

ବ୍ରହ୍ମକୁମାରୀଙ୍କ ପକ୍ଷରୁ ସର୍ବଭାରତୀୟ ମିଡିଆ ସଚେତନତା କାର୍ଯ୍ୟକ୍ରମ, ‘ସମାଜରେ ଉତ୍କୃଷ୍ଟ ନାଗରିକ ସୃଷ୍ଟିକରିବା ସାମ୍ବାଦିକର ଧର୍ମ”

18-Dec-2023



ବଲାଙ୍ଗୀର(ପ୍ରେରଣା ଖବର)-ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ସର୍ବଭାରତୀୟ ସ୍ତରରେ ଏକ ଉନ୍ନତମାନର ସୁସ୍ଥସମାଜ ଗଠନ ପାଇଁ ଗଣମାଧ୍ୟମ ପ୍ରତିନିଧିଙ୍କୁ ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ସେହିକ୍ରମରେ ଆଜି ବଲାଙ୍ଗୀର ଲାଲଟିକ୍ରାସ୍ଥିତ ବିଶ୍ୱ କଲ୍ଯାଣ ଭବନ ଠାରେ “ଆଧ୍ୟାତ୍ମିକତା ହେଉଛି ଉନ୍ନତ ସାମ୍ବାଦିକତାର ମୂଳମନ୍ତ୍ର” ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗୀର ଜିଲ୍ଲା ସଂଯୋଜକ ଡ.ଅଭିମନ୍ୟୁ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ଆଲୋଚକ ଭାବରେ ବ୍ରହ୍ମକୁମାରୀଙ୍କ ଜାତୀୟ ପ୍ରବକ୍ତା ତଥା ଜାତୀୟ ଗଣମାଧ୍ୟମ ସଂଯୋଜକ ବ୍ରହ୍ମକୁମାର ରାଜଯୋଗୀ ସୁଶାନ୍ତ ଯୋଗଦେଇ ଗଣମାଧ୍ୟମ ହେଉଛି ସମାଜର ଆତ୍ମା । ସମାଜରେ ଉତ୍କୃଷ୍ଟ ନାଗରିକ ସୃଷ୍ଟିକରିବା ସାମ୍ବାଦିକର ଧର୍ମ ବୋଲି ମତବ୍ୟକ୍ତ କରିଥିଲେ । ଏହା ସହିତ ଆଜିର ଯୁଗରେ ସାମ୍ବାଦିକତାକୁ ସ୍ୱଚ୍ଛ କରିବାକୁ ହେଲେ ସାମ୍ବାଦିକ ନିଜକୁ ମାନସିକ ଚାପମୁକ୍ତ କରିବାକୁ ପଡିବ । ସମାଜର କଳୁଷିତ ଜିନିଷର ପର୍ଦ୍ଦାଫାସ କରି ସତ୍ୟର ଉନ୍ମୋଚନ କରାଯାଉ । କିନ୍ତୁ ନିଜର ମନକୁ ଓ ଆତ୍ମାକୁ କେବଳ ଏକ ସାକ୍ଷ୍ୟ ଭାବରେ ରଖି ଏହାର ପ୍ରତିଫଳନ ସମାଜ ଉପରେ ଛାଡିଦିଆଯାଉ । ତେବେ ନେଗେଟିଭ ନ୍ୟୁଜ ଅପେକ୍ଷା ପଜିଟିଭ ନ୍ୟୁଜକୁ ଅଧିକ ଗୁରୁତ୍ୱ ଦିଆଯାଉ । ମେଡିଟେସନ କଲେ ମସ୍ତିସ୍କ ଶାନ୍ତ ରହିଥାଏ ଓ ମନରେ ଉତ୍ତମ ବିଚାର ଆସିଥାଏ ।  ଗତ ୮୫ ବର୍ଷ ହେଲା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମାଜରେ ସୁସ୍ଥତା ଓ ଶାନ୍ତି ପାଇଁ କାମ କରିଆସୁଛି । ଏବେ ଭାରତ ସହିତ ବିଶ୍ୱର ୧୪୭ଟି ଦେଶରେ ବ୍ରହ୍ମକୁମାରୀ ଶିକ୍ଷାଦାନ କରୁଛି । ବିଶ୍ୱରେ ଶାନ୍ତିର ବାର୍ତ୍ତା ଦେବାକୁ ହେଲେ ନିଜକୁ ସୁସ୍ଥ କରିବାକୁ ପଡିବ ଓ ବ୍ରହ୍ମକୁମାରୀ ଏହାର ଉତ୍ତମ ମାଧ୍ୟମ । ତେଣୁ ମାନସିକ ଚାପରୁ ମୁକ୍ତି ପାଇଁ ବ୍ରହ୍ମକୁମାରୀଙ୍କ ରାଜଯୋଗ ବା ମେଡିଟେସନ ହିଁ ଉତ୍ତମ ମାଧ୍ୟମ ବୋଲି ବି.କେ ସୁଶାନ୍ତ କହିଥିଲେ । ଏହି ଆଲୋଚନାଚକ୍ରରେ ବଲାଙ୍ଗୀର ରାଜଯୋଗ୍‌ କେନ୍ଦ୍ରର ମୁଖ୍ୟ ବ୍ରହ୍ମକୁମାରୀ ବିକେ ଉଷା ଯୋଗଦେଇଥିବା ବେଳେ ବଲାଙ୍ଗୀର ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥି,ଅରୁଣ ମିଶ୍ର, ଆନନ୍ଦ ଚନ୍ଦ୍ର ସାହୁ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ବୀରେନ୍ଦ୍ର ଝାଙ୍କର, ଶରତ ମହାକୁର, ଚନ୍ଦ୍ରଭାନୁ ମୋଲାନା, ଜ୍ୟୋତ୍ସ୍ନାରାଣୀ ଦାସ, ତରୁଣ ସାହୁ, କରୁଣାକର ପଧାନ ପ୍ରମୁଖଙ୍କ ସହିତ ବ୍ରହ୍ମକୁମାରୀର ସଭ୍ୟ/ସଭ୍ୟା ଯୋଗ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026

You Might Also Like