-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ଖାଦ୍ୟନଳୀ ସମସ୍ୟା ଥିବା ଶିଶୁ କନ୍ୟାଙ୍କ ନିକଟରେ ପହଞ୍ଚିଲେ ଶିଶୁ ସୁରକ୍ଷା ପ୍ରତିନିଧି

18-Dec-2023



ବଲାଙ୍ଗିର( ପ୍ରେରଣା ଖବର ): ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ନିର୍ଦ୍ଦେଶ କ୍ରମେ ଖାଦ୍ୟନଳୀ ସମସ୍ୟାରେ ଥିବା ଶିଶୁକନ୍ୟାଙ୍କ ନିକଟରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସାମାଜିକ କର୍ମୀ ଅରୁଣ ଖୁଆସ ପହଂଚି ଥିଲେ । ଉଲ୍ଲେଖଯୋଗ୍ୟ ଯେ, ଗତ ୨୨.୦୩.୨୦୨୩ ରେ ଆଗଲପୁର ବ୍ଲକର ଭରସୁଜା ପଂଚାୟତ ଅନ୍ତର୍ଗତ ବିନ୍ଧାପାଲି ଗ୍ରାମର ଅନୁରାଧା ସାହୁ ଏକ କନ୍ୟା ସନ୍ତାନ ଅସ୍ତ୍ରୋପଚାର ମାଧ୍ୟମରେ ଜନ୍ମ କରିଥିଲେ । ଜନ୍ମପରେ ଶିଶୁ କନ୍ୟାଙ୍କର ସମସ୍ତ ଶାରିରୀକ ଅବସ୍ଥା ଭଲ ଥିବା ସତ୍ତ୍ୱେ ସେ କ୍ଷୀର / ଦୁଗ୍ଧ ଖାଦ୍ୟ ଗ୍ରହଣ କରି ନ ପାରିବାରୁ ଡାକ୍ତର ଙ୍କ ପରାମର୍ଶ କ୍ରମେ ଶିଶୁ କନ୍ୟାଟିକୁ ତାଙ୍କର ବାପା ସରୋଜ ସାହୁ ପ୍ରଥମେ ବୁର୍ଲା ଓ ସେଠାରୁ ଉଚ୍ଚତର ଚିକିତ୍ସା ନିମନ୍ତେ କଟକ ସ୍ଥିତ ଶିଶୁ ଭବନକୁ ନେଇ ଯାଇ ୨୩/୦୩/୨୩ ଦିନ ୱାର୍ଡରେ ଭର୍ତ୍ତି କରିଥିଲେ । ଶିଶୁ ଭବନରେ ଭର୍ତ୍ତି ପରେ ପ୍ରଫେସର ପି.କେ.ଜେନା ଶିଶୁଙ୍କର ଖାଦ୍ୟନଳୀ ସଂପୂର୍ଣ୍ଣ ନ ଥିବା ଜାଣି ୨୭.୦୩.୨୦୨୩ ଦିନ ଶିଶୁଙ୍କର ପାକସ୍ଥଳିକୁ ଅସ୍ତ୍ରୋପଚାର ଦ୍ୱାରା ଏକ ଖାଦ୍ୟନଳୀ ଖଞ୍ଜି ଦେଇ ତଥା ବେକତଳେ ଶୂସନନଳି ଶେଷ ପରେ ଏକ ଛିଦ୍ର କରି ଶୁଶୁଙ୍କର କ୍ଷୀର ପିଇବା ପାଇଁ ସାମୟିକ ବ୍ୟବସ୍ଥା କରି ତା.୩୧.୦୩.୨୦୨୩ ଦିନ ଶିଶୁ ଭବନରୁ ଡିସଚାର୍ଜ କରିଦେଇଥିଲେ । ଶିଶୁ କନ୍ୟାକୁ ବର୍ତ୍ତମାନ ପାଖାପାଖି ୯ ମାସ ହେଉଥିବା ବେଳେ ମଜୁରୀ ଲାଗି ପରିବାର ଚଳାଉଥିବା ସରୋଜ ସାହୁ ନିୟମିତ କାମ କରିବା ସମ୍ଭବପର ହେଉନଥିବା ବେଳେ, ମାଁ କ୍ଷୀର ହେଉ ନ ଥିବାରୁ ଡବାକ୍ଷୀର କିଣିବା, ପେଟ ଉପର ନଳୀରେ ଦୈନିକ ବଦଳାଇବାକୁ ପଡୁଥିବା ମାଇକ୍ରୋପୋର୍ କିଣିବା, ମଝିରେ ମଝିରେ ସାମୟିକ ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଶିଶୁ କନ୍ୟାଙ୍କୁ ଶିଶୁ ଭବନ, କଟକ ନେବା ଓ ଶିଶୁଙ୍କର ସାମୟିକ ସ୍ୱାସ୍ଥ୍ୟ ସମସ୍ୟା ପାଇଁ ବଲାଙ୍ଗିର ର ଶିଶୁରୋଗ ବିଶେଷଜ୍ଞ ଙ୍କୁ ଦେଖାଇବା କାମ ଖର୍ଚ୍ଚ ବହୁଳ ହୋଇଥିବା ସତ୍ତ୍ୱେ ଏ ପର୍ଯ୍ୟନ୍ତ ସମ୍ଭାଳି ଆସିଛନ୍ତି । ପରିଦର୍ଶନ ସମୟରେ ଶିଶୁ ସୁରକ୍ଷା ପ୍ରତିନିଧି ଙ୍କୁ ଶିଶୁ କନ୍ୟାଙ୍କ ମାତା ପିତା ସରକାର ଶିଶୁ କନ୍ୟାଙ୍କର ଆବଶ୍ୟକୀୟ ଖର୍ଚ୍ଚ ପୂରଣ କରିବାର ବ୍ୟବସ୍ଥା କରିବାକୁ କହିଥିଲେ ଓ ପ୍ରତ୍ୟୁତ୍ତର ରେ ଡିସିପିୟୁ ର ସାମାଜିକ କର୍ମୀ ଅରୁଣ ଖୁଆସ ଶିଶୁ କନ୍ୟା ଙ୍କ ପିତାମାତାଙ୍କୁ କହିଲେ ଯେ ନିଜେ ଜିଲ୍ଲାପାଳ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଙ୍କୁ ଶିଶୁ ସୁରକ୍ଷା ୟୁନିଟ ର  ପ୍ରତିନିଧି ଙ୍କ ଉକ୍ତ ଶିଶୁ କନ୍ୟାଙ୍କୁ ସମସ୍ତ ସାମ୍ଭବ୍ୟ ସରକାରୀ ସହାୟତା ଦେବା ପାଇଁ ଶିଶୁ କନ୍ୟାଙ୍କ ଚିକିତ୍ସା ସମ୍ବନ୍ଧିତ ଓ ପାରିବାରିକ ପରିସ୍ଥିତିର ବିବରଣୀ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିବା ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like