-+91-9937148622 |

prerana_bgr@rediffmail.com |

  Monday 30th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||      ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   (29-Mar-2026)       ||      ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||     

HOME   ଜିଲ୍ଲା

ଗେଟ ସରୋବର ପଡ଼ାରେ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର

18-Dec-2023



ବଲାଙ୍ଗିର(ପ୍ରେରଣା ଖବର ):  ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡ଼ା ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ଗେଟ ସରୋବର ପଡ଼ା ଆମ୍ବେଦକର କ୍ଲବ ଗୃହ ଠାରେ ଅନୁଷ୍ଠିତ ହୋଇଥିଲା। ଆଶା , ମହିଳା ସ୍ବାସ୍ଥ୍ୟକର୍ମୀ ବ୍ୟତୀତ ସ୍ଥାନୀୟ ମହିଳା ଆରୋଗ୍ୟ ସମିତିର ସମସ୍ତ ସଦସ୍ୟ ମାନେ ମିଶି ସମସ୍ତ କର୍ମଚାରୀଙ୍କୁ ସ୍ଵାଗତ କରି ଥିବା ସହିତ ରୋଗୀ ଦେଖିବାରେ ସହଯୋଗ କରିଥିଲେ । ଏହି ସ୍ବାସ୍ଥ୍ୟ

ଶିବିର ର ମୂଳ ଉଦ୍ଦେଶ୍ୟ ଅଣସଂକ୍ରମକ ରୋଗ ର ଚିହ୍ନଟ ସହ ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ।ଏହି ସ୍ବାସ୍ଥ୍ୟ ଶିବିର ରେ ୨୦୦ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ । ଶିବିର ରେ ୬୭ ଜଣଙ୍କ ରକ୍ତଚାପ,୧୨୨ ଜଣଙ୍କ ଶର୍କରା ପରୀକ୍ଷା ହୋଇଥିଲା।ଉକ୍ତ ସ୍ବାସ୍ଥ୍ୟ ଶିବିର ର ନିରୀକ୍ଷଣ କରି ସ୍ଵସ୍ୟ ମିଶନ ଅତିରିକ୍ତ ପ୍ରକଳ୍ପ ଅଧିକାରୀ ରାମାନୁଜ ପଣ୍ଡା, ୟୁ ଡି ଏମ ଅନିଲ ମହାକୁର ଯୋଗଦାନ ଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସହ ଏହି ଶିବିର ର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେପ୍ରାଥମିକ ସ୍ୱସ୍ୟ କେନ୍ଦ୍ର ର ଡାକ୍ତର ନନ୍ଦ କିଶୋର ପାଢି ଓ ଭୀମ ଭୋଇ ମେଡିକାଲ କଲେଜ୍ ର ଡାକ୍ତର ଆଶୁତୋଷ ପାତ୍ର, ଆଶିଷ କୁମାର ସାମଲ, ଆଶୁତୋଷ ଷୋହେଲା,ଓ ଡାକ୍ତର ବି ରୋଷନି ରୋଗୀ ମାନଙ୍କୁ ପରୀକ୍ଷଣ କରି ଥିଲେ। ରୋଗୀ ମାନଙ୍କୁ

ମାନଙ୍କ ସମେତ ଷ୍ଟାଫ ନର୍ସ ସନ୍ତୋଷିନି କରନ,ଫାର୍ମାସିଷ୍ଟ ମୁକେଶ ରଣା, ଲେଵ ଟେକନିଶିଆନ ପ୍ରମୋଦ ଥନପତି, ସୁଜ୍ଞାନ ମିଶ୍ର, ରାଧାକାନ୍ତ ନାଏକ ଡାଟା ଆସିଷ୍ଟାଣ୍ଟ ସୁମନ ଭାଟି, ସଗୀର ମହମ୍ମଦ, ମାନସ ହୋତା, ଶ୍ୱର୍ଜିତ୍ ଶତପଥୀ ସହଯୋଗ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିର ର ଆୟୋଜନ ଓ ପରିଚାଳନା ସୁନ୍ଦର ଭାବେ ହେଇଥିଲା। ରାଜେନ୍ଦ୍ର ଯୁବକ ସଂଘର ସମ୍ପାଦକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧନରେ ଶିବିର ପରିଚାଳନା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   29-Mar-2026
  ଜିଲ୍ଲା  
ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2026
  ଜିଲ୍ଲା  
*ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   29-Mar-2026
  ଜିଲ୍ଲା  
ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   29-Mar-2026
  ଜିଲ୍ଲା  
କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ   29-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   29-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   29-Mar-2026
  ଜିଲ୍ଲା  
ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   29-Mar-2026
  ଜିଲ୍ଲା  
ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   29-Mar-2026
  ଜିଲ୍ଲା  
ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   29-Mar-2026

You Might Also Like