-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

18-Dec-2023



(ମିହିର ଶଙ୍କର ପାତ୍ର,)
ଡାବୁଗାଁ, ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ଯୋଗ ଦେଇ ଉକ୍ତ ଶିବିରକୁ ଉଦଘାଟନ କରିଥିଲେ | ଏଥିରେ କର୍ଣ୍ଣ, ନାଶା ଓ ଗଳା ବିଶେଷଜ୍ଞ ଡା. ତୃପ୍ତି ରଞ୍ଜନ ଷଡଙ୍ଗୀ, ଅସ୍ଥିଶଲ୍ୟ ବିଶେଷଜ୍ଞ ଡା. ଅଭିଷେକ ଦାଶ, ଭେଷଜ ବିଶେଷଜ୍ଞ ଡା. ଏମ. ରାଧାକୃଷ୍ଣ ନାୟକ, ଡା. ରାଜେଶ ପଣ୍ଡା, ଡା. ସମ୍ବିଦ ପାତ୍ର, ଡା. ନବଘନ ସେଠୀ ପ୍ରମୁଖ ଯୋଗ ଦେଇ ଭିନ୍ନକ୍ଷମ ମାନଙ୍କୁ ଚିକିତ୍ସା କରିଥିଲେ |  ଏହା ସହ ସାଇକୋଲୋଜିଷ୍ଟ ବିଭୂଦତ୍ତ ସେଠୀ, ଅଡିଓଲୋଜିଷ୍ଟ ଶିବପ୍ରସାଦ ସାହୁ, ଫିଜିଓଥେରାପିଷ୍ଟ ଘନଶ୍ୟାମ ବେହେରା, ନିହାର ରଞ୍ଜନ ବେହେରା ପ୍ରମୁଖ ଚିକିତ୍ସାରେ ସହାୟତା କରିଥିଲେ | ଏଥିରେ ପୂର୍ବରୁ ଅନଲାଇନ ମାଧ୍ୟମରେ ମୋଟ ୨୯୫ ଜଣ ହିତାଧିକାରୀ ପଞ୍ଜୀକୃତ କରିଥିଲେ | ମୋଟ ୫ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ଓ ୧୬୯ ଜଣ ହିତାଧିକାରୀ ଙ୍କୁ ୟୁଡି ଆଇଡି କାର୍ଡ ପ୍ରଦାନ କରାଯାଇଛି |

ଏହି କାର୍ଯ୍ୟକ୍ରମରେ  ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଜିଲାପରିଷଦ ସଭ୍ୟ ଜୋନ -୧ ଧନସିଂ ଭତ୍ରା ଓ ଜୋନ -୨ ଗୁପ୍ତ ବିଶୋଇ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ବିଡିଓ ଶରତ ମାଝି, ଏବିଡିଓ ପଦ୍ମନାଭ ତ୍ରିପାଠୀ, କାର୍ଯ୍ୟକ୍ରମକୁ ଗ୍ରାମପଞ୍ଚାୟତ ସଂମ୍ପ୍ରସାରଣ ଅଧିକାରୀ ଏ.ଡି. ପ୍ରସାଦ ସମସ୍ତ ସରପଞ୍ଚ ଓ ସମିତିସଭ୍ୟା ସଭ୍ୟ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ପଞ୍ଚାୟତ  ନିର୍ବାହୀ ଅଧିକାରୀ ପରଶୁରାମ ମାଳୀ, ଅମୂଲ୍ୟ ଦଳାଇ ଓ ଅନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like