-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||     

HOME   ଜିଲ୍ଲା

ସହରାଞ୍ଚଳର ହିତାଧିକାରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ଖର୍ଚ୍ଚ ରାଶି ବୃଦ୍ଧି ଦାବୀ

18-Dec-2023



ନୂଆଦିଲ୍ଲୀ(ପ୍ରେରଣା ଖବର ): ସଂସଦର ଚଳିତ ଶୀତକାଳୀନ ଅଧିବେଶନରେ ସହରାଞ୍ଚଳର ହିତାଧିକାରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ  ନିର୍ମାଣ ଖର୍ଚ୍ଚ ରାଶି ବୃଦ୍ଧି ଦାବୀ କରିଛନ୍ତି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି l ଆଜି ଅଣ ତାରକା ପ୍ରଶ୍ନ ଦ୍ୱାରା କେନ୍ଦ୍ର ଆବାସ ଏବଂ ସହର କାର୍ଯ୍ୟ ମନ୍ତ୍ରଣାଳୟ କୁ ଏନେଇ ସାଂସଦ ଶ୍ରୀ ବିଶି ଦୃଷ୍ଟି ଆକର୍ଷଣ କରିବା ସହିତ   କେନ୍ଦ୍ରୀୟ ସହାୟତାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ନିର୍ମାଣ ଖର୍ଚ୍ଚ ବୃଦ୍ଧି କରିବାକୁ ଦାବି କରିଛନ୍ତି। କାରଣ ଆବାସ ନିର୍ମାଣ ପାଇଁ କଞ୍ଚାମାଲ ର ମୂଲ୍ୟରେ ଉଲ୍ଲେଖନୀୟ ବୃଦ୍ଧି  ଘଟିଛି l ବଜାର ଦର ବୃଦ୍ଧି ସତ୍ତ୍ୱେ କେନ୍ଦ୍ରୀୟ ସହାୟତା ରାଶି ବୃଦ୍ଧି ହେଉନାହିଁ l ସହରାଞ୍ଚଳ ର  ଗରିବ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ନିର୍ମାଣ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି ସାଂସଦ ଶ୍ରୀ ବିଶି କେନ୍ଦ୍ର ସରକାରଙ୍କ ଧ୍ୟାନ ଆକର୍ଷଣ କରିଛନ୍ତି l 
ସାଂସଦ ଶ୍ରୀ ବିଶି ଙ୍କ ଅଣ ତାରକା ପ୍ରଶ୍ନର ଲିଖିତ ଉତ୍ତରରେ କେନ୍ଦ୍ର ଆବାସ ଓ ନଗର ବ୍ୟାପାର ମନ୍ତ୍ରୀ କୌଶଳ କିଶୋର  ବିସ୍ତୃତ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି। ମନ୍ତ୍ରୀ ଶ୍ରୀ କିଶୋର ଉତ୍ତରରେ ଜଣାଇଛନ୍ତି ଯେ କେନ୍ଦ୍ର ସହରାଞ୍ଚଳ ହିତାଧିକାରୀଙ୍କୁ ମୌଳିକ ସୁବିଧା ସହ ପକ୍କା ଘର ଯୋଗାଇବା ପାଇଁ ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରୀ କରୁଛି ବୋଲି କେନ୍ଦ୍ର ମନ୍ତ୍ରୀ  ଶ୍ରୀ କିଶୋର ସ୍ପଷ୍ଟ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026

You Might Also Like