-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||     

HOME   ଜିଲ୍ଲା

ଶିକ୍ଷିତ ଯୁବକ ଯୁବତୀମାନଙ୍କୁ ମଧୁ ଦାଦା ଙ୍କ ପ୍ରେରଣା ବାର୍ତ୍ତା

18-Dec-2023



ନର୍ଲା  (ସଞ୍ଜିବ ଦାସ )
ରବିବାର କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ନର୍ଲା ସ୍ଥିତ ଜଗଦମ୍ବା ମଳ ଠାରେ ହଜାରେ ରୁ ଉର୍ଦ୍ଧ୍ବ ଶିକ୍ଷିତ ଯୁବକ ଯୁବତୀମାନଙ୍କୁ ନେଇ ଏକ କର୍ମ ସଂସ୍ଥାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ଟି ନର୍ଲା ପ୍ରେସ ଆସୋସିଏସନ୍ ମାଧ୍ୟମରେ ଆୟୋଜିତ ହୋଇଯାଇଛି, ଏହି କାର୍ଯ୍ୟକ୍ରମ ରେ ନର୍ଲା, ମ.ରାମପୁର, କର୍ଲାମୁଣ୍ଡା,କେସିଙ୍ଗା ଭଳି ଚାରିଗୋଟି ବ୍ଲକ ରୁ ଶହ ଶହ ସଂଖ୍ୟାରେ ଶିକ୍ଷିତ ବେକାର ଯୁବକ ଯୁବତୀ ମାନେ ଅଂଶ ଗ୍ରହଣ କରିଥିଲେ ଏହି କାର୍ଯକ୍ରମ ରେ କଳାହାଣ୍ଡି ର ବରିଷ୍ଠ ନେତୃତ୍ୱ ତଥା  ଡିଫାଇନ୍ କଳାହାଣ୍ଡି ସଙ୍ଗଠନ ର ମୁଖ୍ୟ ଶ୍ରୀଯୁକ୍ତ ମଧୁ ମହାନ୍ତି ଓ ତାଙ୍କର ସୁପୁତ୍ର ତିଳକ ରାଜ ମହାନ୍ତି ଯୋଗଦାନ କରିଥିଲେ ଏବଂ ଉପସ୍ଥିତ ସମସ୍ତ ଶିକ୍ଷିତ ଯୁବ ପିଢ଼ି ଙ୍କୁ ପରିବର୍ତ୍ତିତ ଆଧୁନିକ ଯୁଗରେ ନିଜକୁ କିପରି ଦକ୍ଷ ଓ ମାର୍ଜିତ ଜୀବନଶୈଳୀ ରେ ନିଜର ଜୀବନକୁ ପରିବର୍ତ୍ତନ ଆଣି ଆଗାମୀ ଭବିଷ୍ୟତ ଗଠନ କରିବା ଦିଗରେ ଚେଷ୍ଟା କରିବା ଓ କଳାହାଣ୍ଡି ର ଭବିଷ୍ୟତ କୁ ଉଜ୍ବଳ କରିବା ପାଇଁ ସମସ୍ତ ଯୁବପିଢି ସଂକଳ୍ପ ନେବା ସମୟ ଆସିଥିବା ପ୍ରକାଶ କରିଥିଲେ ଏହି କାର୍ଯ୍ୟକ୍ରମ ରେ ଓଡ଼ିଶାର ବରିଷ୍ଠ ମୋଟିଭେସନାଲ ସ୍ପିକର ଶ୍ରୀଯୁକ୍ତ ସୋମ ରାୟ , ନର୍ଲା ପ୍ରେସ ଆସୋସିଏସନ୍ ର ସଭାପତି ଦୀପକ କୁମାର ସାହୁ ଓ ଉପ ସଭାପତି ଚିନ୍ତାମଣି ନାଏକ, ସମ୍ପାଦକ ସନ୍ତୋଷ କୁମାର ପାତ୍ର,ଏବଂ ସଂଘର ସମସ୍ତ ସଦସ୍ୟ କର୍ମକର୍ତ୍ତା ଉପସ୍ଥିତ ରହି ଶ୍ରୀଯୁକ୍ତ ମଧୁ ମହାନ୍ତି ଙ୍କୁ କୃତଜ୍ଞତା ଜଣାଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026
  ଜିଲ୍ଲା  
*ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   05-Aug-2026

You Might Also Like