-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||     

HOME   ଜିଲ୍ଲା

ଡିଗ୍ରୀ କଲେଜ କୁଶଙ୍ଗରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦଯାପିତ

18-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଗତ ୧ ତାରିଖରୁ ଚାଲିଥିବା ନୂଆଁ ଓ ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମର ଅଧ୍ୟକ୍ଷ ବିଜୟ କୁମାର କଲେତ ଙ୍କ ସଭାପତିତ୍ବରେ ଆଜି ଡିଗ୍ରୀ କଲେଜ କୁସଂଗ ରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏଇ କାର୍ଯ୍ୟକ୍ରମର ମୂଲ୍ୟବୋଧକୁ ଜୀବନରେ ବିନିଯୋଗ କରିବା ପାଇଁ ବକ୍ତବ୍ୟ ରଖିଥିଲେ l ସମ୍ମାନିତ ଅତିଥି ଭାବେ  ଶ୍ରୀ ନୀଳାଞ୍ଚଳ ଚିରଗୁନ ଛାତ୍ର ଜୀବନର ମହତ୍ୱ ଉପରେ ବୁଝାଇଥିଲେ l ସମାଜସେବୀ ଗୋଲକ ପଟେଲ ପିଲାଙ୍କୁ ଉତ୍ତମ ମଣିଷ ହେବା ପାଇଁ ପ୍ରେରଣା ଦେଇଥିବା ବେଳେ ନୋଡାଲ ଅଫିସର ଶମ୍ଭୁ ପ୍ରସାଦ ସାହୁ, ଡ. ଅଜିତ କୁମାର ଭୋଇ, ଡ. ଲକ୍ଷ୍ମଣ ମେହେର ମଞ୍ଚାସିନ ରହି ନିଜ ନିଜର ବକ୍ତବ୍ୟ ରଖିଥିଲେ l ଏଥିରେ ଅଧ୍ୟାପକ ଅନନ୍ତ କୁମାର ଆର୍ଯ୍ୟ, ଅଧ୍ୟାପିକା ବିଜ୍ଞଶ୍ରୀ ଗୁରୁ, ବାରିଧି ତନୟା ତ୍ରିପାଠୀ ଖେଳ ଶିକ୍ଷକ ରମାକାନ୍ତ ରାଉତ ତଥା କଲେଜର ଅନ୍ୟାନ୍ୟ କର୍ମଚାରୀ ଚକ୍ରଧର ପଟେଲ, ପଞ୍ଚାନନ ପଟେଲ, ଚକ୍ରପାଣି ପଟେଲ, ଗୌର ପଟେଲ, ପବିତ୍ର ବାଗ, ବୈଷ୍ଣବ ତ୍ରିପାଠୀ, ବିପିନ ପୋଡ଼ଙ୍କ ପୂର୍ଣ୍ଣ ସହଭାଗିତା ଥିଲା l ସାମାଜିକ, ସାଂସ୍କୃତିକ ଏବଂ କ୍ରୀଡା ଭିତ୍ତିକ ବିଭିନ୍ନ ପ୍ରତିଯୋଗିତାରେ ବିଜୟୀ ଛାତ୍ରଛାତ୍ରୀଙ୍କୁ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରାଯାଇଥିଲା l କାର୍ଯ୍ୟକ୍ରମର ବିଶେଷ ସଫଳତା କ୍ଷେତ୍ରରେ ଅଙ୍କିତ ଦେହେରୀ, ଅଙ୍କିତ ପଟେଲ, ରାହୁଲ ସାହୁ, ରୁପେଶ ସେଠ, ଈଶ୍ୱର ମଲ୍ଲିକ, ପଙ୍କଜିନୀ ଗଡ଼ତ୍ୟା, କାଜଲ ପୃଷ୍ଟି, ବର୍ଷାରାଣୀ ମେହେର, ଲିସା ବାଗ ପ୍ରମୁଖଙ୍କ ଅକ୍ଲାନ୍ତ ପରିଶ୍ରମ ରହିଥିଲା l ମୋଟାମୋଟି 300 ରୁ ଅଧିକ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମ ଭାଗ ନେଇଥିଲେ l ସମସ୍ତଙ୍କ ସହଯୋଗରେ ପ୍ରତ୍ୟେକ ପ୍ରତିଯୋଗିତା ଗୁଡ଼ିକ ସାଫଲ୍ୟମଣ୍ଡିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026
  ଜିଲ୍ଲା  
*ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   05-Aug-2026
  ଜିଲ୍ଲା  
ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   05-Aug-2026

You Might Also Like