-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଜିଲ୍ଲା ସଦର ମହକୁମାରେ ୱାକଥନ

18-Dec-2023



ବଲାଙ୍ଗିର(ପ୍ରେରଣା ଖବର ): ଜନସାଧାରଣଙ୍କ ମଧ୍ୟରେ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଡିସେମ୍ବର ୧୭ ୨୦୨୩ ରେ ବଲାଙ୍ଗିର ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରେ ଭାରତୀୟ ରିଜର୍ଭ ବ୍ୟାଙ୍କ, ଭୁବନେଶ୍ୱର କାର୍ଯ୍ୟାଳୟ  ପକ୍ଷରୁ ଆର୍ଥିକ ସାକ୍ଷରତା ଏବଂ ସଚେତନତା  ଉପରେ ଏକ ୱାକାଥନ୍ କରାଯାଇଥିଲା । ଏହି ୱାକାଥନ୍ ପି.ଆର.ହାଇସ୍କୁଲ ପଡିଆ ବଲାଙ୍ଗିର ରୁ ଆରମ୍ଭ ହୋଇ ବଲାଙ୍ଗିର ଲ କଲେଜେ ଠାରେ ଶେଷ ହୋଇଥିଲା ଏବଂ ଏଥିରେ ବିଭିନ୍ନ ଟାର୍ଗେଟ ଗୋଷ୍ଠୀ ଯଥା ଛାତ୍ର ଛାତ୍ରୀ, ସ୍ୱୟଂ ସହାୟକ ଗୋଷ୍ଠୀ, ଉଦ୍ୟୋଗୀ, କୃଷକ, ବରିଷ୍ଠ ନାଗରିକ ଇତ୍ୟାଦି ରୁ ପ୍ରାୟ ୩୦୦ ଜଣ ଅଂଶଗ୍ରହଣ କରିଥିଲେ । ୱାକାଥନ ପରେ ଏକ କ୍ଷେତ୍ର ସ୍ତରୀୟ ଆର୍ôଥକ ସାକ୍ଷରତା  କାର୍ଯ୍ୟକ୍ରମ (ଏଫ୍‌ଏଲ୍‌ଏଫ୍‌ଏଲ୍‌ଇ) ଅନୁଷ୍ଠିତ କରାଯାଇଥିଲା । ଯେଉଁଥିରେ ଭାରତୀୟ ରିଜର୍ଭ ବ୍ୟାଙ୍କ, ଭୁବନେଶ୍ୱର କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀଙ୍କ ଦ୍ୱାରା ସାଇବର ସିକ୍ୟୁରିଟି, ଡିଜିଟାଲ ବ୍ୟାଙ୍କିଙ୍ଗ, ବିଭିନ୍ନ ପ୍ରକାରର ଠକେଇ, ବ୍ୟାଙ୍କରେ ଅଭିଯୋଗ ସମାଧାନର ବ୍ୟବସ୍ଥା ଇତ୍ୟାଦି ଉପରେ ଅଧିବେଶନ ନିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଜେନେରାଲ ମ୍ୟାନେଜର ଅନିତା ପଟ୍ଟନାୟକ, ଡେପୁଟି ଜେନେରାଲ ମ୍ୟାନେଜର ମାରୁତ ପ୍ରକାଶ ବେହେରା, ବଲାଙ୍ଗିର ଜିଲ୍ଲା  ଆରକ୍ଷୀ ଅଧିକ୍ଷକ ଋଷିକେଶ ଡି ଖିଲାରି, ଭାରତୀୟ ରିଜର୍ଭ ବ୍ୟାଙ୍କର ଅଧିକାରୀ ପ୍ରଶାନ୍ତ କୁମାର ଜେନା, ସନ୍ତୋଷ କୁମାର ମିଶ୍ର ଓ  ରଶ୍ମି ରଂଜନ ସାହୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।  କାନାରା ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like