-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

ଅନ୍ଧ ବିଶ୍ବାସ ଓ କୁସଂସ୍କାର ସମ୍ପର୍କରେ ଆଲୋଚନାଚକ୍ର

19-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ପରବର୍ତ୍ତୀ ବୈଦିକ ଯୁଗରୁ ବ୍ରହ୍ମଣ୍ୟ ଧର୍ମରେ ଅନ୍ଧ ବିଶ୍ବାସ ଓ କୁ ସଂସ୍କାର ପ୍ରବେଶ କରିଥିଲା। ବ୍ରିଟିଶ ରାଜତ୍ଵ ବେଳକୁ ସତିପ୍ରଥା କଠୋର ହୋଇ ପଡ଼ିଥିଲା। ପ୍ରାଚୀନ କାଳରୁ ଆମ ଦେଶରେ ଦେବା ଦେବୀ ମାନଙ୍କୁ ବଳୀ ଅର୍ପଣ କରାଯାଉଛି। ଆଦିବାସୀ ବହୁଳ ଅଞ୍ଚଳରେ ନବଜାତକ ମାନଙ୍କୁ ଚେଙ୍କ ଦିଆ ଯାଇଛି। ଅନ୍ଧ ବିଶ୍ବାସ ଓ କୁସଂସ୍କାର ଦୂର କରିବାକୁ ହେଲେ କଠୋର ଆଇନ ପ୍ରଣୟନ ସହିତ ସାମାଜିକ ସଚେତନତାର ଆବଶ୍ୟକତା ରହିଛି। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଅନ୍ଧବିଶ୍ୱାସ ଓ କୁସଂସ୍କାର ସମ୍ପର୍କରେ  ଆୟୋଜିତ ଆଲୋଚନାଚକ୍ର ରେ ନିମନ୍ତ୍ରିତ ଅତିଥିମାନେ ଉପରୋକ୍ତ ମତବ୍ୟକ୍ତ କରିଥିଲେ। ନୂଆ ଓଡ଼ିଶା ,ଯୁବ ଓଡ଼ିଶା ,ନବୀନ ଓଡ଼ିଶା ର ଆର୍ଥିକ ସହଯୋଗରେ ଆୟୋଜିତ ଆଲୋଚନାଚକ୍ର ରେ  ଡ. ହିମାଂଶୁ ଶେଖର ପାଢ଼ୀ ଅଧ୍ୟକ୍ଷତା କରିଥିଲେ। ବିଶିଷ୍ଟ ଶିକ୍ଷାବିତ ଭୂଷଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସ୍ଥାନୀୟ ବାଳକ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସ ସମ୍ମାନିତ ଅତିଥି ଓ ଜଉଁରାଭଉଁରା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଧେଶ୍ୟାମ ପୁରୋହିତ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଥିଲେ। ଅଧ୍ୟକ୍ଷ ସୁଦାମ ଚରଣ ସାହୁ , ଅଧ୍ୟାପକ ନରେନ୍ଦ୍ର ଝା ମଞ୍ଚାସିନ ହୋଇ ଉକ୍ତ ବିଷୟରେ ମତବ୍ୟକ୍ତ କରିଥିଲେ। ଅଧ୍ୟାପକ ଡ. ଶିଶିର ବଣିଆ ସଭା ସଂଯୋଜନା କରିଥିବା ବେଳେ ଡ.ପାଢ଼ୀ ଅତିଥି ପରିଚୟ ପ୍ରଦାନ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଶେଷରେ ଅଧ୍ୟାପକ ଡ.ନରେନ୍ଦ୍ର ଝା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like