-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

ବଡ ଡୁଙ୍ଗୁରିଗୁଡା ରେ ମାଣ୍ଡିଆ ଅମଳ ଉଛବ ପାଳିତ

19-Dec-2023



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ମିଲେଟ ମିଶନ ଯୋଜନା କାର୍ଯ୍ୟକାରୀ ସଂସ୍ଥା ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ଓ ଓଡିଶା ମିଲେଟ୍ସ ମିଶନ ପ୍ରକଳ୍ପ ପକ୍ଷରୁ  ଗଜବାହାଲ ପଞ୍ଚାୟତ ବଡ ଡୁଙ୍ଗୁରିଗୁଡା ଠାରେ  ମାଣ୍ଡିଆ ଅମଳ ଉତ୍ସବପାଳନ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ  ସମ୍ମାନିତ ଅତିଥି ଭାବେ କର୍ଲାମୁଣ୍ଡା ସହକାରୀ କୃଷି ଅଧିକାରୀ କୁମାର ଚିରଞ୍ଜିବୀ, ବରିଷ୍ଠ ଖବରଦାତା କମ୍ବୁ ପାଣି ମିଶ୍ର, ସତ୍ୟ ନାରାୟଣ କୁମାର,ସ୍ଥାନୀୟ ସରପଞ୍ଚ ଅରବିନ୍ଦ ଗହୀର,ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ସିଡ଼ିପିଓ ଜି.ଗୂଡ଼ଲା,ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ଜଗଦୀଶ ପ୍ରସାଦ ରଣା, ଜୟ ଥୁଆମୁଲ ରାମପୁର ଅର୍ଗାନିକ ଫାର୍ମର ପ୍ରଡୁସର କମ୍ପାନୀ ଲିମିଟେଡ଼ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ମିନା କୁମାରୀ ନାଏକ ପ୍ରମୁଖ ଯୋଗ ଦେଇ କ୍ଷୁଦ୍ର ଶଷ୍ୟ ଚାଷ କରି ଲାଭବାନ ହେବା ସହ ଦୈନନ୍ଦିନ ଖାଦ୍ୟ ରେ ମିଲେଟ୍ସ କୁଖାଦ୍ୟ ରୂପେ  ସାମିଲ କରିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ସଫଳ ମାଣ୍ଡିଆ ଚାଷୀ,ସ୍ୱୟଂ ସହାୟକ ଗୋଷ୍ଠୀ ତଥା ସି ଆର ପି ମାନଙ୍କୁ ସମ୍ମାନିତ କରିବା ସହ ମାନ ପତ୍ର ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମ ରେ ଏବିପିସି ପ୍ରଦୀପ କୁମାର ସାହୁ ସଂଯୋଜନା କରିଥିବା ବେଳେ ସି ଆର ପି ଭାନୁମତି ପ୍ରଧାନ,ବାଲ୍ମୀକି ଛତ୍ରୀଆ,ଜୀବର୍ଧନ ସାହୁ,ଧୁରାବନ ବାଗ, କମଳ ସୁନା,ହିସାବ ରକ୍ଷକ ସନାତନ କରୁଆଁ ଙ୍କ ସମେତ ବଡ଼ ଡୁଙ୍ଗୁରିଗୁଡା ଗ୍ରାମର ସମସ୍ତ ଚାଷୀ, ସ୍ୱୟଂ ସହାୟକ ଗୋଷ୍ଠୀ ଓ ପଞ୍ଚାୟତ ଫେଡରେସନ କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like