-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ବାର୍ଷିକ କ୍ରୀଡା ଉଦଯାପିତ

19-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଅଇଁଲାଚୁଆଁ ଓଡିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଅନନ୍ତ ଚରଣ ପ୍ରଧାନଙ୍କ ତତ୍ତ୍ଵାବଧାନ ଓ ଖେଳ ସଂଯୋଜକ ସହକାରୀ ଶିକ୍ଷକ ପଙ୍କଜ ମେହେରଙ୍କ ନେତୃତ୍ଵରେ ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l ଉଭୟ ବାଳକ ଓ ବାଳିକାଙ୍କ ଜୁନିଅର, ସିନିଅର ବିଭାଗରୁ ୧୦ଟି ଲେଖାଏଁ ଖେଳ ପ୍ରତିଯୋଗିତା ପାଇଁ

ମୋଟ ୩୨୦ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ l ସେଥିମଧ୍ୟରୁ ୪୬ଟି ବିଭାଗରେ ମୋଟ ୭୨ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ଉଦଯାପନୀ ସଭାରେ ପୁରସ୍କାର ସହ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।ପ୍ରଥମ ଦିନ ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ଥାନୀୟ ଶିବ ମନ୍ଦିରରୁ କ୍ରୀଡା ମଶାଲ ଧରି ଗ୍ରାମ୍ୟ ପରିକ୍ରମା ପରେ କ୍ରୀଡା ମଣ୍ଡପରେ ସ୍ଥାପନ କରିଥିଲେ l ପରେ

ବିଦ୍ୟାଳୟ ଅଧ୍ୟକ୍ଷ ଅନନ୍ତ ପ୍ରଧାନ କ୍ରୀଡାପତକା ଉତ୍ତୋଳନ କରି କ୍ରିଡା ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ। ଦୁଇଦିନ ଧରି ଚାଲିଥିବା ଉକ୍ତ କ୍ରୀଡା ପ୍ରତିଯୋଗିତାକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ଓ କର୍ମଚାରୀ ଖେଳ ପରିଚାଳନାରେ ସହଯୋଗ କରିଥିବା ବେଳେ ସମସ୍ତ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026

You Might Also Like