-+91-9937148622 |

prerana_bgr@rediffmail.com |

  Sunday 29th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||      ସମଲେଇପଦର ପାର୍ବତୀ ଗିରି ବୃଦ୍ଧାଶ୍ରମ ପାଇଁ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ସବୁଜ ପତାକା ଦେଖାଇ ଶୁଭାରମ୍ଭ   (28-Mar-2026)       ||      "ଖେଳାଧିକାର କି ଅଙ୍ଗନବାଡି? ବୈଗାପଡା ସ୍କୁଲରେ ଦ୍ବନ୍ଦ୍ୱ, କଲେକ୍ଟରଙ୍କ ହସ୍ତକ୍ଷେପ ଦାବି"   (28-Mar-2026)       ||      ଭଣ୍ଡାରୀଗୁଡାରେ OVEP ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ   (28-Mar-2026)       ||      *ପ୍ରତି ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ନିଶ୍ଚିତ ପାଇଁ କ୍ଲଷ୍ଟର ସ୍ତରୀୟ ଟି.ଏଲ.ଏମ. କର୍ମଶାଳା ଅନୁଷ୍ଠିତ*   (28-Mar-2026)       ||      କୃପାସିନ୍ଧୁ ବିଦ୍ୟାଭବନରେ ଜନଗଣନା ତାଲିମ ଶିବିର   (28-Mar-2026)       ||      ବାର୍ଦ୍ଧକ୍ୟ ଭତ୍ତା ରୁ ବଞ୍ଚିତ ୭୦ ବର୍ଷର ବୃଦ୍ଧା ଚିତ୍ରା ସା   (28-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ    (28-Mar-2026)       ||      ଧର୍ମପରାୟଣା ମହିଳାଙ୍କ ପରଲୋକ   (28-Mar-2026)       ||      ସମାଜରେ ସଚେତନତା ସୃଷ୍ଟି କରିବା ସହ ଲୋକଙ୍କ ସ୍ୱରକୁ ପ୍ରକାଶ କରୁଛି ପ୍ରେରଣା    (28-Mar-2026)       ||      ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ   (27-Mar-2026)       ||      ମହଦା ରାଣୀ ଜୋରରେ ଦୁର୍ଘଟଣା ବ୍ରିଜତଳକୁ ଖସିପଡିଲା ଟ୍ରକ,   (27-Mar-2026)       ||     

HOME   ଜିଲ୍ଲା

ପଲସାଗୋରାରେ ବିଜେଡି ପ୍ରଶିକ୍ଷଣ ଶିବିର ଉଦଯାପିତ

19-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟlମାଳ ନିର୍ବାଚନମଣ୍ଡଳୀର ପଲସାଗୋରା କଲ୍ୟାଣମଣ୍ଡପ ଠାରେ ତିନିଦିନ ଧରି ଚାଲିଥିବା ବିଜେଡିର ପଂଚାୟତସ୍ତରୀୟ କର୍ମୀ ପ୍ରଶିକ୍ଷଣ ଶିବିର ସୋମବାର ଉଦଯାପିତ ହୋଇଯାଇଛି l ଶିବିରରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ସମସ୍ତ ୩୬ଗୋଟି ଗ୍ରାମପଞ୍ଚାୟତର ସକ୍ରିୟ ବିଜେଡି କର୍ମୀମାନଙ୍କୁ ଖଣ୍ଡପଡାର

ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଓ ରାଜ୍ୟ ସାଧାରଣ ସମ୍ପାଦକ ମନୋଜ କୁମାର ସ୍ୱାଇଁ ମୁଖ୍ୟ ପ୍ରଶିକ୍ଷକ ଭାବେ ଯୋଗଦେଇ ଅଗାମୀ ବିଧାନସଭା ନିର୍ବାଚନ ନିମନ୍ତେ କର୍ମୀମାନଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ l ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା କଣ୍ଟାମାଳ ବିଧାୟକ ମହୀଧର ରଣା ଯୋଗଦେଇ ତୃଣମୂଳ ସ୍ତରରୁ ଦଳର ସଂଗଠନକୁ ସୁଦୃଢ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ସ୍ଵଚ୍ଚ ଓ ବିକାଶମୂଳକ କାର୍ଯ୍ୟକ୍ରମ ରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ l ଅନ୍ୟମାନଙ୍କ ମଧ୍ୟରେ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ସୌଭାଗ୍ୟ ନାୟକ, ସହପର୍ଯ୍ୟବେକ୍ଷକ ସୁବୋଧ ପ୍ରଧାନ, ପୂର୍ବତନ କଣ୍ଟାମାଳ ବିଧାୟକ ଭଗବାନ କହଁର,ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶଙ୍କର୍ଷଣ ପ୍ରଧାନ, କଣ୍ଟାମାଳ ବ୍ଲକ ଅଧ୍ୟକ୍ଷା ସସ୍ମିତା ସେନାପତି, ଜିଲ୍ଲାପରିଷଦ ସଭ୍ୟା ସୁମିତ୍ରା ସାହୁ ସମେତ ଅନ୍ୟ ନେତା ଓ କର୍ମକର୍ତ୍ତା ଯୋଗ ଦେଇଥିଲେ l ସଂଗଠକ ପ୍ରଶାନ୍ତ ରଣା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ରାଧାବଲ୍ଲଭ ପ୍ରଧାନ, ପଞ୍ଚାନନ ସାହୁ, ସନ୍ତୋଷ ଦନ୍ତା, ଶତ୍ରୁଘନ ଶତପଥୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   29-Mar-2026
  ଜିଲ୍ଲା  
ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   29-Mar-2026
  ଜିଲ୍ଲା  
ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   29-Mar-2026
  ଜିଲ୍ଲା  
କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   28-Mar-2026
  ଜିଲ୍ଲା  
*ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   28-Mar-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    28-Mar-2026
  ଜିଲ୍ଲା  
*ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   28-Mar-2026
  ଜିଲ୍ଲା  
*ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   28-Mar-2026
  ଜିଲ୍ଲା  
ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ   28-Mar-2026
  ଜିଲ୍ଲା  
ସମଲେଇପଦର ପାର୍ବତୀ ଗିରି ବୃଦ୍ଧାଶ୍ରମ ପାଇଁ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ସବୁଜ ପତାକା ଦେଖାଇ ଶୁଭାରମ୍ଭ   28-Mar-2026
  ଜିଲ୍ଲା  
"ଖେଳାଧିକାର କି ଅଙ୍ଗନବାଡି? ବୈଗାପଡା ସ୍କୁଲରେ ଦ୍ବନ୍ଦ୍ୱ, କଲେକ୍ଟରଙ୍କ ହସ୍ତକ୍ଷେପ ଦାବି"   28-Mar-2026
  ଜିଲ୍ଲା  
ଭଣ୍ଡାରୀଗୁଡାରେ OVEP ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ   28-Mar-2026

You Might Also Like