-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ଗେଟ ସରୋବର ପଡ଼ାରେ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର

19-Dec-2023



ବଲାଙ୍ଗିର : ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡ଼ା ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ଗେଟ ସରୋବର ପଡ଼ା ଆମ୍ବେଦକର କ୍ଲବ ଗୃହ ଠାରେ ଅନୁଷ୍ଠିତ ହୋଇଥିଲା। ଆଶା , ମହିଳା ସ୍ବାସ୍ଥ୍ୟ କର୍ମୀ ବ୍ୟତୀତ ସ୍ଥାନୀୟ ମହିଳା ଆରୋଗ୍ୟ ସମିତିର ସମସ୍ତ ସଦସ୍ୟ ମାନେ ମିଶି ସମସ୍ତ କର୍ମଚାରୀ ଙ୍କୁ ସ୍ଵାଗତ କରି ଥିବା ସହିତ ରୋଗୀ ଦେଖିବା ରେ ସହଯୋଗ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ର ମୂଳ ଉଦ୍ଦେଶ୍ୟ ଅଣସଂକ୍ରମକ ରୋଗ ର ଚିହ୍ନଟ ସହ , ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ।ଏହି ସ୍ବାସ୍ଥ୍ୟ

ଶିବିର ରେ ୨୦୦ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ । ଶିବିର ରେ ୬୭ ଜଣଙ୍କ ରକ୍ତଚାପ,୧୨୨ ଜଣଙ୍କ ଶର୍କରା ପରୀକ୍ଷା ହୋଇଥିଲା।ଉକ୍ତ ସ୍ବାସ୍ଥ୍ୟ ଶିବିର ର ନିରୀକ୍ଷଣ କରି ସ୍ଵସ୍ୟ ମିଶନ ଅତିରିକ୍ତ ପ୍ରକଳ୍ପ ଅଧିକାରୀ ରାମାନୁଜ ପଣ୍ଡା, ୟୁ ଡି ଏମ ଅନିଲ ମହାକୁର ଯୋଗଦାନ ଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସହ ଏହି ଶିବିର ର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେପ୍ରାଥମିକ ସ୍ୱସ୍ୟ କେନ୍ଦ୍ର ର ଡାକ୍ତର ନନ୍ଦ କିଶୋର ପାଢି ଓ ଭୀମ ଭୋଇ ମେଡିକାଲ କଲେଜ୍ ର ଡାକ୍ତର ଆଶୁତୋଷ ପାତ୍ର, ଆଶିଷ କୁମାର ସାମଲ, ଆଶୁତୋଷ ଷୋହେଲା,ଓ ଡାକ୍ତର ବି ରୋଷନି ରୋଗୀ ମାନଙ୍କୁ ପରୀକ୍ଷଣ କରି ଥିଲେ। ରୋଗୀ ମାନଙ୍କୁ ମାନଙ୍କ ସମେତ ଷ୍ଟାଫ ନର୍ସ ସନ୍ତୋଷିନି କରନ, ,ଫାର୍ମାସିଷ୍ଟ ମୁକେଶ ରଣା, ଲେଵ ଟେକନିଶିଆନ ପ୍ରମୋଦ ଥନପତି, ସୁଜ୍ଞାନ ମିଶ୍ର, ରାଧାକାନ୍ତ ନାଏକ ଡାଟା ଆସିଷ୍ଟାଣ୍ଟ ସୁମନ ଭାଟି , ସଗୀର ମହମ୍ମଦ ,ମାନସ ହୋତା , ଶ୍ୱର୍ଜିତ୍ ଶତପଥୀ ସହଯୋଗ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିର ର ଆୟୋଜନ ଓ ପରିଚାଳନା ସୁନ୍ଦର ଭାବେ ହେଇଥିଲା। ରାଜେନ୍ଦ୍ର ଯୁବକ ସଂଘର ସମ୍ପାଦକ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧନରେ ଶିବିର ପରିଚାଳନା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like