-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ନୂଆ -ଓ ଯୁବ ଓଡ଼ିଶା, ନବୀନ ଓଡିଶା କାର୍ଯ୍ୟକ୍ରମର ବ୍ଲକ ସ୍ତରୀୟ କ୍ରୀଡା ର ଉଦଯାପନୀ ଉତ୍ସବ ମହା ସମାରୋହ ରେ ଅନୁଷ୍ଠିତ

19-Dec-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଷ୍ଟାଡିୟମ୍‌ ଠାରେ ସ୍ଥାନୀୟ ପଞ୍ଚାୟତ ସମିତି ଆନୁକୁଲ୍ୟରେ ନୂଆ -ଓ ଯୁବ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମର ବ୍ଲକ ସ୍ତରୀୟ କ୍ରୀଡା ର ଉଦଯାପନୀ ଉତ୍ସବ ମହା ସମାରୋହ ରେ ଅନୁଷ୍ଠିତ ହୋଇଯାଇଛି l ଗତ ୧୫ ତାରିଖ ରୁ ଚାଲିଥିବା ଏହି କ୍ରୀଡା ଉତ୍ସବ ସଫଳତା ର ସହ ସମାପ୍ତ ହୋଇଛି l ଏହି ବ୍ଲକ ସ୍ତରୀୟ କ୍ରୀଡା ଉତ୍ସବ ରେ କ୍ରିକେଟ, ଫୁଟବଲ, ଭଲିବଲ, କବାଡି, ଖୋ ଖୋ ଖେଳ ଅନୁଷ୍ଠିତ ହୋଇଥିବା ବେଳେ ସର୍ବମୋଟ ୩୨ ଟି ଦଳ ଅଂଶଗ୍ରହଣ କରିଥିଲେ l ଉଦଯାପନୀ ଦିବସ ରେ ଅନୁଷ୍ଠିତ ବିଭିନ୍ନ ଖେଳ ଯଥା କ୍ରିକେଟ ରେ ତଲିଉଡ଼lର ଦଳ ଚମ୍ପିୟନ ହୋଇଥିବା ବେଳେ ଫୂଟବଲ ରେ ଲୋଇସିଂହା ର ବୁଢାଦେଓ ଫୂଟବଲ ଦଳ, କବାଡି ରେ ମା ଦୁର୍ଗା କବାଡି ଦଳ, ଭଳିବଲ ରେ କୁଶଙ୍ଗ ଦଳ ଚାମ୍ପିୟନ ହୋଇଥିଲା l ଲୋଇସିଂହା ବି ଡ଼ି ଓ ଶ୍ରୀଯୁକ୍ତ ଯୁଧିଷ୍ଠିର ମେହେର ଙ୍କ  ସଭାପତିତ୍ୱ ରେ ଅନୁଷ୍ଠିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରେ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଜୋନ ୩୩ ର ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ଲିଲିମା ବେହେରା, ଲୋଇସିଂହା ସରପଞ୍ଚ ନବକିଶୋର ନାଏକ, ବିଜେଡ଼ି ରାଜ୍ୟ ପରିଷଦ ସଦସ୍ୟ ଶ୍ରୀଯୁକ୍ତ ନିହାର ରଞ୍ଜନ ବେହେରା, ଲୋଇସିଂହା ବିଜେଡି ବ୍ଲକ ସଭାପତି ହୃଦାନନ୍ଦ ବେହେରା, ରମାକାନ୍ତ ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ବିଜେତା ଓ ଉପ ବିଜେତା ଦଳ କୁ ପୁରସ୍କୃତ କରିଥିଲେ  l ପରେ ଅନୁଷ୍ଠିତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଲୋଇସିଂହା ର ସୁରସଙ୍ଗମ ର କଳାକାର ମାନଙ୍କ ଦ୍ୱାରା ରସରକେଲି, ମାଏଲା ଜଡ଼ ନୃତ୍ୟ ଦର୍ଶକ ଙ୍କୁ ମୁଗ୍ଧ କରିଥିଲା l ଆଜିର ସମସ୍ତ କାର୍ଯ୍ୟକ୍ରମ କୁ ଏ ବି ଡ଼ି ଓ ବିଜୟ କୁମାର ହୋତା, ଜିପିଓ କିଶୋର ମାନସିଂହ ପରିଚାଳନା କରିଥିବା ବେଳେ ଶେଷରେ ବ୍ଲକ ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like