-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ବ୍ଲକ୍ ସ୍ତରୀୟ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

19-Dec-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯକ୍ରମ ରେ ମୁଖ୍ୟଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବରେ  ଜିଲ୍ଲାପରିଷଦ ସଭ୍ୟା ଜୋନ ୨ ର ଶ୍ରୀମତୀ ବିଣାପାଣି ଦାସ୍, ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନ, ଡିଏସଏସଓ ମଦନଜିତ ହୋତା, ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କୁଲଦୀପ ମହାନ୍ତି,  ସବ୍ ଡିଭିଜନାଲ ସୋସିଆଲ ସୁରକ୍ଷା ଅଧିକାରୀ ସୁମିତ୍ରା ଖୋରା ପ୍ରମୁଖ ଉପସ୍ଥିତ ଥିଲେ l ସର୍ବ ପ୍ରଥମେ ଅତିଥି ମାନଙ୍କ ଦ୍ଵାରା ଶିବିର ରେ ଭୀମ ଭୋଇ ଙ୍କ ପ୍ରତିମୂର୍ତ୍ତି ରେ ଦୀପ ପ୍ରଜ୍ବଳନ କରି ଶିବିରକୁ ଉଦ୍ଘାଟନ କରା ଯାଇଥିଲା।ଓ ପରେ ପରେ ଏକ ସଭା ଅନୁଷ୍ଠିତ ହୋଇଥିଲା l

ଆଗଲପୁର ବ୍ଲକ ର ଭାରପ୍ରାପ୍ତ ଗୋଷ୍ଠି ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁଶାନ୍ତ ମହାକୁର କାର୍ଯ୍ୟ କୁ ସଂଯୋଜନା କରିଥିବା ବେଳେ ମଞ୍ଚ ପରିଚାଳନା କରିଥିଲେ ଯୁବ ସମାଜସେବୀ ସରୋଜ ମହାକୁର l ବୃଦ୍ଧବୃଦ୍ଧାଙ୍କ ପାଇଁ ଭ୍ରାମ୍ୟମାଣ ଚିକିତ୍ସା ସେବା ପଲ୍ଲୀ ଆଲୋକ ପାଠାଗାର ନଗାଁ (ଖ) ତରଫରୁ ଏକ ଷ୍ଟଲ୍ ଖୋଲି ଚିକିତ୍ସା ଯୋଗାଉ ଥିବାର ଦେଖିବାକୁ ମିଳିଥିଲା l ଏହି ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କୁ ବହୁ ଭିନ୍ନକ୍ଷମ ଯୁବକ, ଯୁବତୀ, ବୃଦ୍ଧ, ବୃଦ୍ଧା, ଛୋଟ ଛୋଟ ଶିଶୁ ଆସି ନିଜ ନିଜ ର ନାମ ପଞ୍ଜିକରଣ କରି ଡାକ୍ତରଙ୍କ ପରାମର୍ଶ ନେଉଥିବାର ଦେଖିବାକୁ ମିଳିଥିବା ବେଳେ ବହୁ ଦୂର ଦୁରାନ୍ତରୁ ଭିନ୍ନକ୍ଷମ ମାନେ ଲମ୍ଭା ଲାଇନ ରେ ଛିଡ଼ାହୋଇ ନିଜ ନିଜ ସମସ୍ୟା ବିଷୟରେ ଜଣାଇବାକୁ ଅପେକ୍ଷା କରି ଥିବାର ଦେଖିବାକୁ ମିଳିଥିଲା l ଏହି ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ସର୍ବମୋଟ  340  ଜଣ ଭିନ୍ନକ୍ଷମ ବ୍ୟକ୍ତି ନାମ ପଞ୍ଜିକରଣ କରିଥିବା ର ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like