-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ମନମୁଖୀ ଶାସନ ରେ ଅତିଷ୍ଠ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ

19-Dec-2023



ନର୍ଲା  (ସଞ୍ଜିବ ଦାସ) 
କଳାହାଣ୍ଡି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ,ସରକାର ଙ୍କ ବିଭିନ୍ନ ଜନମଙ୍ଗକ ଯୋଜନା ସାଧାରଣ ଲୋକଙ୍କ ହାତ ପହାନ୍ତା ରେ ପହଞ୍ଚାଇବା ପାଇଁ ,ରାଜ୍ୟ ସରକାର ଆପ୍ରାଣ ଉଦ୍ୟମ କରୁଥିବା ବେଳେ ତାର ବିପରୀତ ଚିତ୍ର ଦେଖିବାକୁ ମିଳିଛି, ନର୍ଲା ବ୍ଲକ ସେରଗଡ ଗ୍ରାମପଞ୍ଚାୟତ, ଡେଙ୍ଗସର୍ଗି ଗ୍ରାମରେ ପ୍ରାପ୍ତ ସୂଚନା ଅନୁଯାୟୀ ଡେଙ୍ଗସର୍ଗି ଗ୍ରାମର ଦୁଇଜଣ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀ, ମୀନକେତନ କୁମାର ,ପିତା - ଅମିନା କୁମାର, ବୟସ -୭୨ ବର୍ଷ ଦ୍ୱିତୀୟ ,ଚନ୍ଦ୍ରମଣି ନାଗ , ପିତା - ଚାଲୁ ନାଗ , ବୟସ -୭୮ ବର୍ଷ ମୀନକେତନ ଦୁରାରୋଗ୍ୟ ରେ ପୀଡ଼ିତ ହୋଇ ୬ ମାସ ଧରି ସର୍ଯ୍ୟାଶାୟୀ ଥିବା ବେଳେ ଚନ୍ଦ୍ରମଣି ମଧ୍ୟ ଦୁଇ ଗୋଡ଼ ପାରାଲେସ ହୋଇଯାଇଥିବାରୁ ୬ ମାସ ରୁ ଉର୍ଦ୍ଧ୍ବ ସମୟ ଧରି ଦୁହେଁ ଅତି ସଙ୍କଟ ପରିସ୍ଥିତି ରେ ଦୟନୀୟ ଅବସ୍ଥାରେ ଜୀବନ ମରଣ ସହ ସଙ୍ଘର୍ଷ କରୁଛନ୍ତି ତାଙ୍କର ମାସିକ ଭତ୍ତା ଟଙ୍କା ଟିକୁ ବ୍ୟାଙ୍କ ରେ ନ ଦେଇ ହାତାହାତି ଦେବାର ବ୍ୟବସ୍ଥା ପାଇଁ ସ୍ଥାନୀୟ PEO ପ୍ରଦୀପ କୁମାର ସାହୁ ଙ୍କୁ ପରିବାର ଲୋକେ ବର୍ଷାଧିକାଳ ନେହୁରା ହେଉଥିଲେ ମଧ୍ୟ କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ ହୋଇଛି ଏଭଳି ଅଭାବୀ ଗରିବୀ ସ୍ଥିତିରେ ଜୀବନ ମରଣ ସହ ଲଢେ଼ଇ କରୁଥିବା ଦୁଇ ହିତାଧିକାରୀ ୬ ମାସରୁ ଉର୍ଦ୍ଧ୍ବ ପଡ଼ି ରହିଥିବା ଟଙ୍କା, ଉଠାଣ ପାଇଁ ୧୫୦୦ ଟଙ୍କାରେ ଗାଡ଼ି ଭଡା କରି ବ୍ୟାଙ୍କ କୁ ଯାଇ ଟଙ୍କା ଉଠାଣ କରିବା ବିଷୟ ଟିକୁ ସାଧାରଣ ରେ ଅସନ୍ତୋଷ ପ୍ରକାଶ ପାଇଛି ଏଭଳି ସମ୍ବେଦଶୀଳ ପ୍ରସଙ୍ଗ କୁ ନେଇ ନର୍ଲା ବ୍ଲକ ର ଗଣମାଧ୍ୟମ ପ୍ରତିନିଧି PEO ଶ୍ରୀ ସାହୁ ଙ୍କୁ ପଚାରିବାରୁ ମୁଁ ସେହି ଲୋକଙ୍କୁ ଚିହ୍ନି ନାହିଁ କିମ୍ବା ଜାଣିନାହିଁ ମୁଁ ମୋର କର୍ତ୍ତବ୍ୟ ଭଲ ଭାବରେ କରୁଛି ମୋତେ କାହାରି ଉପଦେଶ ଦରକାର ନାହିଁ ବୋଲି ଅତି ଦାୟିତ୍ଵ ହୀନ ଭାବରେ ଉତ୍ତର ରଖିଥିଲେ ,ଏବଂ PEO ଙ୍କ ଏଭଳି ବ୍ୟବହାର ଓ କାର୍ଯ କଲାପ ପ୍ରତି, ଅଞ୍ଚଳବାସୀ ଅତିଷ୍ଠ ହୋଇଥିବା ପ୍ରକାଶ କରିଛନ୍ତି ଏଣୁ ଏଭଳି ସମ୍ବେଦଶୀଳ ବିଷୟ ଟିକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତଦନ୍ତ କରି ସଂପୃକ୍ତ PEO ଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ ପାଇଁ ସାଧାରଣରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like