-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ରାଜନୀତି

ଧନେଶ୍ଵର ଧୋବା ଉଚ୍ଚ ବିଦ୍ୟାଳୟରେ ରୌପ୍ୟ ଜୟନ୍ତୀ ପାଳନ

19-Dec-2023



ବେଲପଡ଼ା (ପୂର୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ ବାହାବଲ ଗାଁ ର ଧନେଶ୍ଵର ଧୋବା ଉଚ୍ଚବିଦ୍ୟାଳୟରେ ରୌପ୍ୟ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆଜି ପ୍ରଥମ ଦିବସ ରେ ବିଦ୍ୟାଳୟ ର ପୁରାତନ ଓ ନୂତନ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ମଶାଳ ଶୋଭାଯାତ୍ରା ହୋଇଥିବା ବେଳେ ସମ୍ମାନିତ ଅତିଥି ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିନବ ମିଶ୍ର ଙ୍କ ଦ୍ଵାରା ଦୀପ ପ୍ରଜ୍ଜ୍ୱଳନ

କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ତହସିଲଦାର ବନ ବିହାରି ହରପାଳ,ଅଭିନବ ମିଶ୍ର, ଏବିଇଓ ଚତୁର୍ଭୁଜ ମିର୍ଧା, ପ୍ରଧାନ ଶିକ୍ଷକ ରାଜିବ ଲୋଚନ ଜେନା ସମ୍ମାନୀତ ଅତିଥି ଭାବେ ମଞ୍ଚାସୀନ ଥିବାବେଳେ  ନିଜର ମତଦାନ ପ୍ରକାଶ କରିଥିଲେ। ପୁରାତନ ଛାତ୍ରଛାତ୍ରୀ ଓ ନୂତନ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ଗୁରୁ ପୂଜନ କରାଯାଇଥିବା ବେଳେ ପ୍ରଧାନଶିକ୍ଷକ ରାଜିବ ଲୋଚନ ଜେନା, ଶିକ୍ଷକ ତୁଲାରାମ ଖମାରୀ, ଉଗ୍ରସେନ ଯୋଶୀ, ଦୀପକ ପ୍ରଧାନ, ସତ୍ୟ ନାରାୟଣ ପୁରୋହିତ, ରାମକୃଷ୍ଣ ପ୍ରଧାନ, ଉମାକାନ୍ତ ପାଢ଼ୀ ଅବସରପ୍ରାପ୍ତ ଶିକ୍ଷକ ଭାଗବତ ପାଢ଼ୀ ଓ ବନମାଳୀ ସାହୁ ମଞ୍ଚାସୀନ ଥିଲେ।ଦ୍ବିତୀୟ ପର୍ଯ୍ୟାୟ ରେ ମୁଖ୍ୟ ଅତିଥି ବିଧାୟକ ସରୋଜ କୁମାର ମେହେର ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ (ବାପି), ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର, ସରପଞ୍ଚ ବାବୁଲାଲ ପ୍ରଧାନ,ସିହିନୀ ସରପଞ୍ଚ ଶ୍ରଦ୍ଧାଞ୍ଜଲି ବେହେରା ମଞ୍ଚାସୀନ ଥିଲେ।୧୯୮୯ ମସିହାରୁ ବିଦ୍ୟାଳୟ ସ୍ଥାପନ କରାଯାଇଥିବାବେଳେ ବିଦ୍ୟାଳୟ ସ୍ଥାପନ କାର୍ଯ୍ୟ ରେ ସହଯୋଗ କରିଥିବା ବ୍ୟକ୍ତିଙ୍କୁ ମୁଖ୍ୟ ଅତିଥି ବିଧାୟକ ସରୋଜ କୁମାର ମେହେର ଧନ୍ୟବାଦ ଜ୍ଞାପନ କରିଥିଲେ। ସ୍ବର୍ଗତ ବ୍ୟକ୍ତି ଙ୍କ ପ୍ରଶଂସା କରିଥିବା ବେଳେ ଜୀବିତ ବ୍ୟକ୍ତି ଙ୍କୁ ସସମ୍ମାନେ ମଞ୍ଚକୁ ପାଛୋଟି ନେଇ ସମ୍ମାନୀତ କରିଥିଲେ। ଶେଷରେ ପ୍ରଧାନ ଶିକ୍ଷକ ରାଜିବ ଲୋଚନ ଜେନା ଧନ୍ୟବାଦ ଅର୍ପଣ କରି ସଭାସ୍ବାଙ୍ଗ କରିଥିଲେ। ସନ୍ଧ୍ୟାରେ ଲୋକକବି ପଦ୍ମଶ୍ରୀ ହଳଧର ନାଗ ଙ୍କ କାର୍ଯକ୍ରମ ରହିଥିବା ବେଳେ ମୁଖ୍ୟ ଅତିଥି ବିଧାୟକ ସରୋଜ କୁମାର ମେହେର ଉପସ୍ଥିତ ରହିଥିବା ବେଳେ ସମ୍ମାନିତ ଅତିଥି ଭାବେ ଗାଇସିଲେଟ ବ୍ଲକର ବିଡିଓ ତଥା ଏହି

ଅଞ୍ଚଳ ର ସୁଯୋଗ୍ୟ ସନ୍ତାନ ଲକ୍ଷ୍ମଣ ମାଝୀ ଉପସ୍ଥିତ ଥିଲେ।ପରେ ଶିଶୁ କଳାକାରଙ୍କୁ ନେଇ ଏକ ନାଟ୍ୟ ପାଞ୍ଚ ପଞ୍ଚା ପଞ୍ଚାବନ ନାମକ ପ୍ରଦର୍ଶନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ଛାତ୍ର ଉପେନ୍ଦ୍ର ପ୍ରଧାନ ଦାୟିତ୍ଵ ତୁଲାଉଛନ୍ତି। ରୌପ୍ୟ ଜୟନ୍ତୀ ର ପରିଚାଳନା କମିଟି ରେ ସଭାପତି ଲୋହିତ ବାଗ, ସମ୍ପାଦକ ଉପେନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଶୁଶାନ୍ତ କୁମାର ଦେହେରୀ, ବିଦ୍ୟାଳୟ ସଭାପତି ବନମାଳୀ ବାରିକ ଏବଂ ସଦସ୍ୟ ବାସୁଦେବ ଭୁକ୍ତା, ଚୂଡ଼ାମଣି ପ୍ରଧାନ, ପ୍ରଶାନ୍ତ ଭୋଇ,କେଦାର ଥନାପତି,ଚନ୍ଦନ ଥନାପତି, ସହଦେବ ସାହୁ, ନାରାୟଣ ମିଶ୍ର,ସୌକିଲାଲ ବେହେରା, ଭୀଷ୍ମ ବାରିକ ଦାୟିତ୍ଵ ବହନ କରିଚାଲିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like