-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରସ୍ତୁତି ପାଇଁ କର୍ମଶାଳା

19-Dec-2023



  • ବଲାଙ୍ଗିର(ଦେବାଶିଷ ବହିଦାର): ଆଜି ପୂର୍ବାହ୍ନରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଆନୁକୂଲ୍ୟରେ ଜିଲ୍ଲାପାଳ  ବଲାଙ୍ଗିରଙ୍କ  କାର୍ଯ୍ୟ।ଳୟର ସଭା ଗୃହଠାରେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରସ୍ତୁତି ପାଇଁ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। 

ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ  ଅଧ୍ୟକ୍ଷତ।ରେ ଅନୁଷ୍ଠିତ ଏହି କର୍ମଶାଳାରେ ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ

ଅଧିକାରୀ, ଜିଲ୍ଲା ପରିଷଦ,ବଲାଙ୍ଗିର ସୁଶାନ୍ତ କୁମାର ସିଂହ ଯୋଗଦାନ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ ବିପର୍ଯ୍ୟୟ ପ୍ରଶମନରେ ଗୋଷ୍ଠିର ଭୂମିକା ଓ ଯୁବ ସମାଜ କିଭଳି ଭାବରେ ବିପର୍ଯ୍ୟୟକୁ ହ୍ରାସ କରିପାରିବେ ସେହି ଉପରେ ଆଲୋକପାତ କରିଥିଲେ।ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ, ବଲାଙ୍ଗିର ତୃଣମୂଳ ସ୍ତରରେ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନାର ଅ।ବଶ୍ୟକତା ଉପରେ ବୁଝାଇଥିଲେ । ଜିଲ୍ଲା ଜରୁରୀ ଅଧିକାରିଣୀ ଶ୍ରୀମତୀ ସସ୍ମିତା ପ୍ରଧାନ କର୍ମଶାଳାକୁ ପରିଚାଳନା କରିଥିଲେ। ଏହି କର୍ମଶାଳାରେ ବିପର୍ଯୟର ମୂଲ୍ୟାଙ୍କନ, ପରିସ୍ଥିତି ବିଶ୍ଲେଷଣ, ପ୍ରାରମ୍ଭିକ ଚେତାବନୀ ପ୍ରଣାଳୀ, ସ୍ଥାନାନ୍ତର ପ୍ରକ୍ରିୟା ଏବଂ ଗୋଷ୍ଠୀର  ଯୋଗଦାନ କୌଶଳ ଉପରେ ଆଲୋଚନା କରାଯାଇଥିଲା । ଜିଲ୍ଲା ବିପର୍ଯ୍ୟୟ କ୍ଷୟକ୍ଷତି ହ୍ରାସ ପରାମର୍ଶଦାତା

ବିକାଶ ରଞ୍ଜନ କର ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୨୫୦ ଗୋଟି ଗ୍ରାମକୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିଲା। ଦ୍ଵିତୀୟ ପର୍ଯ୍ୟାୟରେ ୨୦୨୩ -୨୪ ବର୍ଷରେ ଆହୁରି ୨୫୦ ଗୋଟି ଗ୍ରାମକୁ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନl ଯୋଜନାରେ ସାମିଲ କରିବା ପାଇଁ ନିଷ୍ପତି ହୋଇଥିଲା l 

ଏହି ବୈଠକରେ ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତିମାନଙ୍କ ଅଧ୍ୟକ୍ଷ/ଅଧ୍ୟକ୍ଷା, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଓଡ୍ରାଫ ୟୁନିଟ ଓ ଅଗ୍ନିଶମ ବିଭାଗ ବଲାଙ୍ଗିରର କର୍ମଚାରୀ, ବିଭାଗୀୟ ଅଧିକାରୀ ଓ ଏନ.ଜି.ଓ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ। ଜିଲ୍ଲା ବିପର୍ଯ୍ୟୟ କ୍ଷୟକ୍ଷତି ହ୍ରାସ ପରାମର୍ଶଦାତା ବିକାଶ ରଞ୍ଜନ କର ଧନ୍ୟବାଦ ଅର୍ପଣ କରିଥିଲେ।ଏହି କର୍ମଶାଳାରେ ଜିଲ୍ଲା ଜରୁରୀ ଶାଖାର ବରିଷ୍ଠ ରାଜସ୍ୱ ସହାୟକ ଜୟନ୍ତ ବେହେରା, ଶ୍ରୀ ସଞ୍ଜୟ ମିଶ୍ର  ଏବଂ ବୈଷୟିକ ସହାୟକ ଇଶାନେଶ୍ବର ମିଶ୍ର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like