-+91-9937148622 |

prerana_bgr@rediffmail.com |

  Saturday 28th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||      ସମଲେଇପଦର ପାର୍ବତୀ ଗିରି ବୃଦ୍ଧାଶ୍ରମ ପାଇଁ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ସବୁଜ ପତାକା ଦେଖାଇ ଶୁଭାରମ୍ଭ   (28-Mar-2026)       ||      "ଖେଳାଧିକାର କି ଅଙ୍ଗନବାଡି? ବୈଗାପଡା ସ୍କୁଲରେ ଦ୍ବନ୍ଦ୍ୱ, କଲେକ୍ଟରଙ୍କ ହସ୍ତକ୍ଷେପ ଦାବି"   (28-Mar-2026)       ||      ଭଣ୍ଡାରୀଗୁଡାରେ OVEP ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ   (28-Mar-2026)       ||      *ପ୍ରତି ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ନିଶ୍ଚିତ ପାଇଁ କ୍ଲଷ୍ଟର ସ୍ତରୀୟ ଟି.ଏଲ.ଏମ. କର୍ମଶାଳା ଅନୁଷ୍ଠିତ*   (28-Mar-2026)       ||      କୃପାସିନ୍ଧୁ ବିଦ୍ୟାଭବନରେ ଜନଗଣନା ତାଲିମ ଶିବିର   (28-Mar-2026)       ||      ବାର୍ଦ୍ଧକ୍ୟ ଭତ୍ତା ରୁ ବଞ୍ଚିତ ୭୦ ବର୍ଷର ବୃଦ୍ଧା ଚିତ୍ରା ସା   (28-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ    (28-Mar-2026)       ||      ଧର୍ମପରାୟଣା ମହିଳାଙ୍କ ପରଲୋକ   (28-Mar-2026)       ||      ସମାଜରେ ସଚେତନତା ସୃଷ୍ଟି କରିବା ସହ ଲୋକଙ୍କ ସ୍ୱରକୁ ପ୍ରକାଶ କରୁଛି ପ୍ରେରଣା    (28-Mar-2026)       ||      ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ   (27-Mar-2026)       ||      ମହଦା ରାଣୀ ଜୋରରେ ଦୁର୍ଘଟଣା ବ୍ରିଜତଳକୁ ଖସିପଡିଲା ଟ୍ରକ,   (27-Mar-2026)       ||      ସଂଗୀତ ହିଁ ଶାନ୍ତି ଓ ଆନନ୍ଦ ଦେଇଥାଏ - ସଂଗୀତ ସାଧକ ଶତ୍ରୁଘ୍ନ ଲୁହା   (27-Mar-2026)       ||      ପରିବହନ ବିଭାଗ ନଜର ନାହିଁ, ଅଟୋରେ ବିପଦପୂର୍ଣ୍ଣ ଯାତ୍ରା   (27-Mar-2026)       ||      ଦୀପଦାନ କରି ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମ ଦିନ ପାଳିଲେ ଶିବସେନା କର୍ମୀ   (27-Mar-2026)       ||      ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ ବୋଡ଼େନର ସୁଶ୍ରୀ ଅଞ୍ଜଳି ମନୋନୀତ   (27-Mar-2026)       ||      *ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   (27-Mar-2026)       ||      ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,   (27-Mar-2026)       ||     

HOME   ଜିଲ୍ଲା

ନୂଆ ଓ ଯୁବ ଓଡିଶା ନବୀନ ଓଡ଼ିଶା ପକ୍ଷରୁ ରିଂଜା ଠାରେ କ୍ରୀଡା ଉତ୍ସବ

19-Dec-2023



କର୍ଲାମୁଣ୍ଡା(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଂଜା ପଞ୍ଚାୟତ ରେଙ୍ଗାଲୀ ଖେଳ ପଡ଼ିଆଠାରେ ନୂଆ ଓ ଯୁବ ଓଡିଶା ନବୀନ ଓଡ଼ିଶା ପକ୍ଷରୁ ରିଂଜା  ଗ୍ରାମ ପଂଚାୟତ ର ଆୟୋଜନ କ୍ରମେ ମଙ୍ଗଳବାର  କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ପଞ୍ଚାନନ ବାଗ,ପୂର୍ବତନ ସରପଞ୍ଚ ତ୍ରିଲୋଚନ ସାହୁ,ତେଜ ରାଜ ସାହୁ ପ୍ରମୁଖ ଯୋଗ ଦେଇ ଖେଳାଲି ମାନଙ୍କୁ ଉତ୍ସାହିତ କରିଥିଲେ।ଏଥିରେ ବିଭିନ୍ନ ଖେଳ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।ଖେଳ ପରିଚାଳନା ରେ ରିଂଜା ଗ୍ରାମ ପଂଚାୟତ ହାଇସ୍କୁଲ ର ଖେଳ ଶିକ୍ଷକ ପୁଲକ ଷଡ଼ଙ୍ଗୀ ଓ ଅନ୍ୟ ମାନେ ସହଯୋଗ କରିଥିଲେ।ତେବେ ପଂଚାୟତ ସ୍ତରରେ ବିଜୟୀ ଦଳ ଗୁଡିକ ବ୍ଲକ ସ୍ତରୀୟ କ୍ରୀଡା ଉତ୍ସବରେ ଅଂଶ ଗ୍ରହଣ କରିବା କୁ ଥିବା ସରପଞ୍ଚ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   28-Mar-2026
  ଜିଲ୍ଲା  
*ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   28-Mar-2026
  ଜିଲ୍ଲା  
ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ   28-Mar-2026
  ଜିଲ୍ଲା  
ସମଲେଇପଦର ପାର୍ବତୀ ଗିରି ବୃଦ୍ଧାଶ୍ରମ ପାଇଁ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ସବୁଜ ପତାକା ଦେଖାଇ ଶୁଭାରମ୍ଭ   28-Mar-2026
  ଜିଲ୍ଲା  
"ଖେଳାଧିକାର କି ଅଙ୍ଗନବାଡି? ବୈଗାପଡା ସ୍କୁଲରେ ଦ୍ବନ୍ଦ୍ୱ, କଲେକ୍ଟରଙ୍କ ହସ୍ତକ୍ଷେପ ଦାବି"   28-Mar-2026
  ଜିଲ୍ଲା  
ଭଣ୍ଡାରୀଗୁଡାରେ OVEP ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ   28-Mar-2026
  ଜିଲ୍ଲା  
*ପ୍ରତି ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ନିଶ୍ଚିତ ପାଇଁ କ୍ଲଷ୍ଟର ସ୍ତରୀୟ ଟି.ଏଲ.ଏମ. କର୍ମଶାଳା ଅନୁଷ୍ଠିତ*   28-Mar-2026
  ଜିଲ୍ଲା  
କୃପାସିନ୍ଧୁ ବିଦ୍ୟାଭବନରେ ଜନଗଣନା ତାଲିମ ଶିବିର   28-Mar-2026
  ଜିଲ୍ଲା  
ବାର୍ଦ୍ଧକ୍ୟ ଭତ୍ତା ରୁ ବଞ୍ଚିତ ୭୦ ବର୍ଷର ବୃଦ୍ଧା ଚିତ୍ରା ସା   28-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ   28-Mar-2026
  ଜିଲ୍ଲା  
ଧର୍ମପରାୟଣା ମହିଳାଙ୍କ ପରଲୋକ   28-Mar-2026
  ଜିଲ୍ଲା  
ସମାଜରେ ସଚେତନତା ସୃଷ୍ଟି କରିବା ସହ ଲୋକଙ୍କ ସ୍ୱରକୁ ପ୍ରକାଶ କରୁଛି ପ୍ରେରଣା   28-Mar-2026

You Might Also Like