-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ରେ ନୂଆ - ଓ ଯୁବ ଓଡିଶା ଉତ୍ସବ ଉଦଯାପିତ

19-Dec-2023



ବଲାଙ୍ଗୀର, (ପ୍ରେରଣା ଖବର) ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର ଠାରେ ନୂଆ -  ଓ ଯୁବ ଓଡିଶା ଉତ୍ସବ ଅନୁଷ୍ଠିତ ହୋଯାଇଅଛି l ମୁଖ୍ୟ ଅତିଥି ଭାବେ ଯୋଗଦେଇ କଳିକେଶ ନାରାୟଣ ସିଂଦେଓ ପିଲାଙ୍କ ଯୋଗଦାନ ସମାଜର ଉନ୍ନତିରେ ସହାୟକ ହେବ ସହ ଶାରୀରିକ ଭାବେ ସୁସ୍ଥ ରହିବା ପାଇଁ କ୍ରୀଡ଼ା ସହାୟକ ହୋଇ ଥାଏ ବୋଲି ଉଦବୋଧନ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ପୌର ଅଧ୍ୟକ୍ଷ ଶ୍ରୀମତୀ ଲିକା ସାହୁ ପିଲାଙ୍କ ଶିକ୍ଷା ଓ  ଭବିଷ୍ୟତ ପାଇଁ ସରକାରଙ୍କ ପ୍ରାୟୋଜିତ ବିଭିନ୍ନ ପ୍ରକାର ସୁବିଧାର ଉଚିତ୍ ଲାଭ ନେବା ପାଇଁ ପରାମର୍ଶ ଦେଇଥିଲେ,  ଅନ୍ୟତମ ସମ୍ମାନିତ ଅତିଥି ପୁଇତଲା ସରପଞ୍ଚ ଶ୍ରୀମତୀ ଦେବକୀ ସେଠ୍ ପିଲାଙ୍କ ସାମଗ୍ରିକ ଉନ୍ନତି ପାଇଁ ଶିକ୍ଷାକୁ ଗୁରୁତ୍ବ ଦେବାକୁ କହିଥିଲେ l ମୁଖ୍ୟବକ୍ତା ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ରାଜନୀତି ବିଜ୍ଞାନ ପ୍ରାକ୍ତନ ପ୍ରାଧ୍ୟାପକ ଡ଼. ସୁଧାଂଶୁ ଶେଖର ପଟ୍ଟନାୟକ ଯୋଗଦେଇ କଲେଜର ସ୍ମୃତିଚାରଣ କରି ଛାତ୍ରଛାତ୍ରୀ ମାନେ ଭାରତୀୟ ସଂସ୍କୃତିର ମୂଲ୍ୟାଙ୍କନ କରିବା ସଙ୍ଗେ ସଙ୍ଗେ ଉଚିତ୍ ସମ୍ମାନ ଦେବାପାଇଁ ପରାମର୍ଶ ଦେଇଥିଲେ l ଏହା ସହିତ ପାଶ୍ଚାତ୍ୟ ସଂସ୍କୃତିର ଅନ୍ଧାନୁସରଣ ନ କରି , ଭାରତୀୟ ଜ୍ଞାନରେ ଗରୀୟାନ ହେବା ସହ ଶୃଙ୍ଖଳିତ ଓ ଆଦର୍ଶ ମଣିଷ ହେବାକୁ କହିଥିଲେ l ମହାବିଦ୍ୟାଳୟର ଅଧ୍ୟକ୍ଷ ସଭାରେ ସଭାପତତ୍ବ କରିଥିବାବେଳେ, ଡ଼, ଆମୃତ୍ ସିଂ ବରିହା ଅତିଥି ପରିଚୟ ପ୍ରଦାନ କରିଥିଲେ l ନୂଆ -ଓ ଯୁବ ଓଡିଶା କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଡ. କୌତୁକ ପନ୍ଦର ସମ୍ୟକ୍ ବିବରଣ ପଠନ କରିଥିଲେ |ଏହି କ୍ରମରେ ଦୀର୍ଘ ତିନି ସପ୍ତାହ ବ୍ୟାପି ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ, କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀଙ୍କୁ ପୁରସ୍କାର ଓ ମାନପତ୍ର ସବୁ ବିତରଣ କରାଯାଇଥିଲା l ଶେଷରେ ଅଧ୍ୟାପକ ହୃଷୀକେଶ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ l ଅଧ୍ୟାପକ ଡ଼. ଅଶୋକ କୁମାର ମହାରଣା ପୁରସ୍କାର ବିତରଣ ପର୍ଯ୍ୟାୟ ପରିଚାଳନା କରିଥିଲେ l ପ୍ରାଧ୍ୟାପକ ପୀତବାସ ଭୋଇ,ଡ଼. ରମଣୀ ନାଏକ, ଡ଼. ମଧୁସ୍ମିତା ମିଶ୍ର,ବନ୍ଦନା ବାର୍, ସିରିଶା ପତି, ଅଞ୍ଜଳି ସିଂ, ଅମୃତା ମହାପାତ୍ର, ସମୀକ୍ଷା ପ୍ରଧାନ, ରିଚା ବିଶ୍ଵାଳ, ଇଶ୍ୱରୀ ଇପ୍ସିତା, କ୍ଷୀରୋଦିନୀ ଭୁଏ, ଅମିତୋଷ ତ୍ରିପାଠୀ, କମଳାକାନ୍ତ କରାଳି, ରାମ ଶଙ୍କର ମେହେର, ମଳୟ କଅଁର, ଶେଖର ରାୟ, ପୁରୁଷୋତ୍ତମ କିସାନ, ଭବାନୀଶଙ୍କର ପଟେଲ, ସତ୍ୟପୀର ପ୍ରସାଦ ସାହୁ,ସରୋଜ ସାହୁ, କେଶବ ସାହୁ, ସୁରେନ୍ଦ୍ର ଘିଭେଳା, ଛାତ୍ର- ରୋସନ, ଦିବ୍ୟରଞ୍ଜନ, ସୌମ୍ୟ, ରୀମା ପଣ୍ଡା, ଗାର୍ଗୀ ଗିରିଜା, ଇପଶିତା ସାହାଯ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026

You Might Also Like