-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||     

HOME   ଜିଲ୍ଲା

ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିତ୍ତୀୟ ସ୍ୱାକ୍ଷରତା କର୍ମଶାଳା

19-Dec-2023



 


ଧମା-( ସଂଜୀବପାଣିଗ୍ରାହୀ) - ଆଜି ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମରେ ବିତ୍ତୀୟ ସ୍ୱାକ୍ଷରତା କର୍ମଶାଳା ଆୟୋଜିତ ହୋଇଯାଇଛି।ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ମୁଖ୍ୟବକ୍ତା-ପ୍ରଶିକ୍ଷକ ସମ୍ବଲପୁର ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗର ସହନିର୍ଦ୍ଦେଶକ ନୀଳାଞ୍ଚଳ ସେଠୀ ଯୋଗଦେଇ କହିଥିଲେ ଯେ,ସୁରକ୍ଷିତ ସଞ୍ଚୟ ଅଥବା  ନିବେଶ  ଦ୍ୱାରା ସୁରକ୍ଷିତ ଭବିଷ୍ଯତ ସକାଶେ ଆମକୁ ସଚେତନ ହେବା ସହ ସତର୍କତା ପ୍ରତି ମଧ୍ଯ ଧ୍ୟାନ ଦେବାକୁ ପଡିବ। କାରଣ ଅନେକ ଅଣସ୍ୱୀକୃତିପ୍ରାପ୍ତ,ଅଣଅଧିକୃତ ବା ଅଣପଞୀକୃତ ପ୍ରତିଷ୍ଠାନ ଲୋକଙ୍କୁ ସେମାନଙ୍କ ପକ୍ଷରୁ ବିଭିନ୍ନ ଆକର୍ଷଣୀୟ ଯୋଜନାର ଲୋଭ ଦେଖାଇ ଭଣ୍ଡିବାରେ ଲାଗିଛନ୍ତି। ସେ ଅନେ ଦୃଷ୍ଟାନ୍ତ ଦେଇ ସୁବିଧା ଓ ସହଜ ଉପାୟରେ କିପରି ଆମେ ବିତ୍ତର ସୁରକ୍ଷିତ ଓ ସୁବିନିଯୋଗ କରି ପାରିବା ସେ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ। ସମ୍ମାନିତ ଅତିଥି ମା ଝାଡେଶ୍ବରୀ ଡିଗ୍ରୀ ମହାବିଦ୍ୟାଲୟର ଅଧ୍ୟକ୍ଷ ଅନିଲ ପ୍ରଧାନ ସାଂପ୍ରତିକ ସମାଜରେ ବିତ୍ତୀୟ ସ୍ୱାକ୍ଷରତା ଦ୍ୱାରା ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ରହିଛି ବୋଲି ମତବ୍ୟକ୍ତ କରିଥିଲେ। ଅର୍ଥନୀତି ଅଧ୍ୟାପକ ସତ୍ୟନାରାୟଣ ଦାଶ ବିଷୟ ପ୍ରବେଶ କରିବାକୁ ଯାଇ ବିତ୍ତର ଉପଯୁକ୍ତ ବିନିମୟ କାହିଁକି ଓ କିପରି ହୋଇ ପାରିବ ସେ ସମ୍ପର୍କରେ ସମ୍ୟକ ଧାରଣା ଦେବା ସହ ଏକ ଆର୍ଥିକ ସୁରକ୍ଷିତ ଭବିଷ୍ଯତ ସକାଶେ ସଚେତନ ହେବାପାଇଁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ।ଅଧ୍ୟାପକ ରବିନ୍ଦ୍ରନାରାୟଣ ଠାକୁର ସଭା ସଂଯୋଜନା କରିବା ସହ କରିଥିଲେ।ମିନତି ଦାଶ,ରବିଶଙ୍କର ହୋତା,ସ୍ୱାତି ପତି,ସୁଶ୍ରୀତ ଷଢଙ୍ଗୀ,ଚୈତନ୍ଯ ସେନାପତି ପ୍ରମୁଖ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀମାନେ ଆୟୋଜନରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026

You Might Also Like